-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ହିଟ ଆଣ୍ଡ ରନ ଆଇନକୁ ବିରୋଧ କରି ଷ୍ଟିଅରିଙ୍ଗ ଛାଡ଼ ଆନ୍ଦୋଳନ

06-Jan-2024



ବୋଡ଼େନ (ଡୋଲେସ୍ବର ଵାଗ )
ବୋଡ଼େନ ବ୍ଲକ ଡ଼୍ରାଇଭର ମହାସଂଘ ର ସଭାପତି ପୁରନ୍ଦର ପ୍ରସାଦ ବାଗ ,କୋଷାଧ୍ୟକ୍ଷ'' ସତ୍ୟ ପାଣ୍ଡେ,ଦେବେନ୍ଦ୍ର ଜଗତ,ବଳରାମ ମାଝୀ, ନିରନ ମାଝୀ ,ଲିଙ୍ଗରାଜ ନାଗ ଓ ଉମେଶ ଜଗତଙ୍କ ମାଧ୍ୟମରେ ଆଜି ଷ୍ଟିଅରିଙ୍ଗ ଛାଡ଼ ଆନ୍ଦୋଳନ ବୋଡ଼େନ ବ୍ଲକର ବିଜୁ ଏକ୍ସପ୍ରେ ୱେ ପାଖରେ ରାସ୍ତାକୁ ଅବରୋଧ ନ କରି ଶାନ୍ତିରେ ଆରମ୍ଭ କରିଛନ୍ତି ।ଆଗାମୀ ଦୁଇ ଦିନ ମଧ୍ୟରେ ସମଗ୍ର ରାଜ୍ୟର ଡ଼୍ରାଇଭର ମାନେ ନିଜ ଗାଡ଼ିକୁ ଘରେ କିମ୍ବା ନିଜ ମାଲିକ ପାଖରେ ଜିମା ଦେଇ ଆନ୍ଦୋଳନରେ ସାମିଲ ହେବେ ବୋଲି ସଭାପତି ପୁରନ୍ଦର ବାଗ ସୂଚନା ଦେଇଛନ୍ତି ।କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନ ଆଇନକୁ ବିରୋଧ ତଥା ରାଜ୍ୟ ସରକାରଙ୍କ ଅଣଦେଖା ଉପରେ ଅଭିଯୋଗ ଆଣିଥିଲେ ।ଗତ ଥରର ଦାବି ଗୁଡ଼ିକ ରାଜ୍ୟ ସରକାର ପୂରଣ କରିବାକୁ ପ୍ରତିଶ୍ରୁତି ଦେଇ ଆଜି ଯାଏ ପୂରଣ କଲେ ନାହି ଏବଂ କେନ୍ଦ୍ର ସରକାର ଅପରାଧିକ ଆଇନ ପ୍ରଣୟନ କରିଛନ୍ତି ତେଣୁ ଦିଲ୍ଲୀର ଜନ୍ତର ମନ୍ତର ଠାରେ ସବୁ ରାଜ୍ୟର ଡ୍ରାଇଭର ସଂଘଙ୍କ ମିଳିତ ବୈଠକ ରେ ଡ୍ରାଇଭର ସଂଘ ନିଷ୍ପତ୍ତି ନେଇ ଜାନୁଆରୀ ୪ ତାରିଖରୁ ଷ୍ଟିଆରିଙ୍ଗ ଛାଡ଼ ଆନ୍ଦୋଳନ କରିବାକୁ ସମସ୍ତ ଡ୍ରାଇଭର ମାନଙ୍କୁ ନିର୍ଦ୍ଦେଶ ହୋଇଛି ।ଦରକାର ପଡିଲେ ଏହି ସଂଘ ନିର୍ବାଚନରେ ମଧ୍ୟ ଗାଡ଼ି ଚଳାଇବେ ନାହିଁ ଏବଂ ସରକାରଙ୍କୁ ଅଡ଼ୁଆରେ ପାକାଇବେ ବୋଲି ସିଧା ସିଧା କହୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like