-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୪ ପାଇଁ ମା ସୁରେଶ୍ବରୀ ମନ୍ଦିରରୁ ବାହାରିଲା ମଶାଲ ଶୋଭା ଯାତ୍ରା

06-Jan-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ବହୁ ପ୍ରତିକ୍ଷିତ ସୁବର୍ଣ୍ଣପୁର ଜିଲ୍ଲାର  ଲୋକ ମହୋତ୍ସବ-୨୦୨୪ ପାଇଁ ଆଜି ସକାଳ ୧୦ଟାରେ ଇଷ୍ଟଦେବୀ ମାଁ ସୁରେଶ୍ବରୀଙ୍କ ପାଖରୁ ଏକ ମଶାଲ ଶୋଭାଯାତ୍ରା ଏକ ସାଂସ୍କୃତିକ ଶୋଭାଯାତ୍ରା ଆୟୋଜିତ ହୋଇ ଯାଇଛି। ଜିଲ୍ଲାପାଳ ବିମଳେନ୍ଦୁ ରାଏ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାସଙ୍କ ନେତୃତ୍ୱରେ ଦେବୀ ମା ସୁରେଶ୍ୱରୀଙ୍କ ପୀଠରୁ ଏହି ବର୍ଣ୍ଣାଢ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହର

ପରିକ୍ରମା କରି ରାମେଶ୍ଵର ଷ୍ଟାଡିୟମରେ ପହଞ୍ଚିଥିଲା।ଏହି ଶୋଭାଯାତ୍ରାରେ ଏଡିଏମ ଅଞ୍ଜଳିନl ପଧାନ, ଜିଲ୍ଲା ପରିଷଦ ଅଧିକାରୀ ଅଶ୍ୱିନୀ ମେହେର, ପିଡି ଡୂଡ଼ା ବିଶ୍ବ ନାଥ ବାରିକ୍, ଉପ ଜିଲ୍ଲାପାଳ ଇପ୍ସିତା ପ୍ରିୟ ଦର୍ଶନି ମିଶ୍ର,  ସୁଚନା ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ ଭୋଇ, ସାଂସ୍କୃତିକ କମିଟି ସଭ୍ୟ ଗଦାଧର ବାରିକ୍, ଲଡୁ କିଶୋର ମଲ୍ଲିକ, ଗୋବିନ୍ଦ ମହାନା, ଶେଷ ଦେବ ମେହେର, ପ୍ରମୁଖଙ୍କ ସମେତ ଜିଲ୍ଲାର ଜିଲ୍ଲା ସ୍ତରୀୟ ଅଧିକାରୀ ,ସରକାରୀ କର୍ମଚାରୀ, ସଂସ୍କୃତିପ୍ରେମୀ, ମିଡ଼ିଆ, ବୁଦ୍ଧିଜୀବୀଙ୍କ ସମେତ ଶହ ଶହ କଳାକାର, ସାମାଜିକ ଅନୁଷ୍ଠାନ ସାମିଲ ହୋଇଥିଲେ।କଳାକାର ମାନେ ଶୋଭାଯାତ୍ରା ସମୟରେ ବିଭିନ୍ନ ସାଂସ୍କୃତିକ ଦଳ ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିଥିଲେ। ଦେବୀ ମା ସୁରେଶ୍ୱରୀଙ୍କ ପାଖରେ ପୂଜା ଆରାଧନା କରାଯିବା ପରେ ମହୋତ୍ସବର ମଶାଲ ଶୋଭାଯାତ୍ରା  ବାହାରିଥିଲା। ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ମଶାଲ ଧରି ଏହି ସାଂସ୍କୃତିକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ମଶାଲ ମିନି ଷ୍ଟାଡିୟମରେ ପହଂଚିବା ପରେ ମଞ୍ଚ ପୂଜା କରାଯାଇ ମହୋତ୍ସବର ମଶାଲକୁ ଦେବୀଙ୍କ ପ୍ରତିକୃତି ତଳେ ପ୍ରତିଷ୍ଠା କରାଯାଇଥିଲା।
ଜିଲ୍ଲା ସଂସ୍କୃତି ପରିଷଦ ,ଓଡିଶା ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ପାଞ୍ଚ ଦିନ ଧରି ଚାଲିବ । ଆଜି ସନ୍ଧ୍ୟାରେ ମିନି ଷ୍ଟାଡିୟମରେ ଏହି ଲୋକ ମହୋତ୍ସବ ଉଦଘାଟିତ ହେବ।ଏହି ମହୋତ୍ସବ ପାଇଁ ବ୍ୟାପକ ଆୟୋଜନ କରାଯାଇଛି।ଜିଲ୍ଲାର ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ଗୁଡିକ ପାଞ୍ଚ ଦିନ ବ୍ୟାପି ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିବାର ସୁଯୋଗ ପାଇବେ। ସେହିପରି ଏହି ସାଂସ୍କୃତିକ ମହାପାର୍ବଣରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଲୋକ ନୃତ୍ୟ ସହିତ ରାଜ୍ୟ ତଥା ବିଭିନ୍ନ ରାଜ୍ୟ ର ବିଭିନ୍ନ ଅଞ୍ଚଳରୁ ଅନେକ ସାଂସ୍କୃତିକ ଦଳ ଏଥିରେ ସାମିଲ ହୋଇ ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିବାର  ସୁଯୋଗ ପାଇ ପାରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like