-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ଦେଶ ବିଦେଶ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ

18-Dec-2020



(ପ୍ରେରଣା ଖବର) ରାଞ୍ଚି: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ। ମୁମ୍ୱାଇର ଜଣେ ମଡେଲ ଏହି ଅଭିଯୋଗ ଆଣିଛନ୍ତି। ବିଭିନ୍ନ ମିଡିଆରେ ଏହି ଖବର ପ୍ରକାଶ ପାଇବା ପରେ ଜାତୀୟ ମହିଳା କମିଶନ ମାମଲାକୁ ଗୁରୁତର ସହ ନେଇଛନ୍ତି। ପୀଡ଼ିତା ଜଣଙ୍କ ମୁମ୍ବାଇର ଜଣେ ମଡେଲ୍। ମହିଳା କମିଶନ କହିଛନ୍ତି ହେମନ୍ତଙ୍କ ବିରୋଧରେ କେବଳ ଦୁଷ୍କର୍ମ ନୁହେଁ ଧମକ ଦେବାର ଅଭିଯୋଗ ମଧ୍ୟ ରହିଛି। ୨୦୧୩ରେ ହେମନ୍ତ ମୁଖ୍ୟମନ୍ତ୍ରୀ ନଥିବା ବେଳେ ଏହି ଅଭିଯୋଗ ଆଣିଥିଲେ ମଡେଲ ଜଣଙ୍କ। ଏବେ ମାମଲାର ଷ୍ଟାଟସ ରିପୋର୍ଟ କଣ ରହିଛି ଜାଣିବା ପାଇଁ ମହାରାଷ୍ଟ୍ର ଡିଜିପିଙ୍କୁ ଜବାବ ମାଗିଛନ୍ତି ଜାତୀୟ ମହିଳା କମିଶନ। ମଡେଲ ହେମନ୍ତ ସୋରେନଙ୍କ ସହ ସୁରେଶ ନାଗରେ ନାମକ ବ୍ୟକ୍ତିଙ୍କ ନାମ ମଧ୍ୟ ଅଭିଯୋଗ ରହିଛି।ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇରେ ଗୋଡାର ସାଂସଦ ନିଶିକାନ୍ତ ଦୁବେ ପ୍ରଥମେ ଏହି ଘଟଣାକୁ ସାମ୍ନାକୁ ଆଣିଥିଲେ। ଦୁଷ୍କର୍ମ ପରେ ମଡେଲ ଜଣଙ୍କୁ ଅପହରଣ କରାଯାଇଥିବା ସେ ଅଭିଯୋଗ କରିଥିଲେ। ପରେ ମାମଲାଟି ଆପୋଷ ସମାଧାନ ହୋଇଥିଲା। ଜଣେ ମୁଖ୍ୟମନ୍ତ୍ରୀଙ୍କ ନାମରେ ଏଭଳି ଅଭିଯୋଗ ଆସିଛି। ତେଣୁ ମହାରାଷ୍ଟ୍ର ଡିଜିପି ମାମଲାକୁ ପୁଣିଥରେ ଖୋଲି ନ୍ୟାୟ ଦେବା ଦରକାର ବୋଲି ଏହି ବିଜେପି ସାଂସଦ ଟ୍ୱିଟ୍ କରି ସରକାରକୁ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like