-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||     

HOME   ଜିଲ୍ଲା

ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟେରିଂ ଛାଡ଼ ଆନ୍ଦୋଳନ*

06-Jan-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର,)କେନ୍ଦ୍ର ସରକାର ଙ୍କ ହିଟ ଆଣ୍ଡ ରନ   ଆଇନ୍ କୁ ବିରୋଧ କରି ଗତ ଦୁଇଦିନ ହେଲା ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ସଦର ମହକୁମା  ଠାରେ ଓଡ଼ିଶା ଡ଼୍ରାଇଭର ମହାସଂଘର ନିର୍ଦ୍ଦେଶରେ ଡାବୁଗାଁ  ଡ୍ରାଇଭର ମହାସଂଘ ତରଫରୁ ଷ୍ଟେରିଂ ଛାଡ଼ ଆନ୍ଦୋଳନ ଶନିବାର  କରାଯାଇଛି  | ଡାବୁଗାଁ ବ୍ଳକ ସଭାପତି ସନ୍ତୋଷ ଭତ୍ରl ଙ୍କ ସହ ଡାବୁଗାଁ ବ୍ଳକ ର ସମସ୍ତ ଡ୍ରାଇଭର ବହୁ ସଂଖ୍ୟାରେ  ଆନ୍ଦୋଳନରେ ସାମିଲ ହୋଇଛନ୍ତି | କେନ୍ଦ୍ର ସରକାର ନୂଆ ନିୟମ କୁ ହଟାଇବା ଦାବୀ ନେଇ ଡ଼୍ରାଇଭରମାନେ ଏହି ଆନ୍ଦୋଳନ ଜାରୀ ରହିବ ବୋଲି ଡ଼୍ରାଇଭର ସଂଘ ସ୍ଲୋଗାନ ମାଧ୍ୟ୍ୟମରେ ପ୍ରତିବାଦ ଜଣାଇଥିଲେ।    ଏହାସହ ବିଗତ  ଦିନରେ  ଡ୍ରାଇଭର ମହାସଂଘ ର କିଛି ଦାବିନେଇ   ଆନ୍ଦୋଳନ  କରିଥିଲେ କିନ୍ତୁ ରାଜ୍ୟ ସରକାର ଆମକୁ ମିଛ ପ୍ରତିଶୃତି ଦେଇ ଆନ୍ଦୋଳନ କୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ ଏବଂ ଆଗାମୀ ଦିନରେ ଦାବୀ ପୂରଣ ହେବ ବୋଲି ପ୍ରତିଶୃତି ଦେଇ ଠକି ଚାଲିଛନ୍ତି  | ବର୍ତମାନ ଏହି ଆନ୍ଦୋଳନ ଯେ ପର୍ଯ୍ୟନ୍ତ ଦାବୀ ପୂରଣ ହୋଇନାହିଁ ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ କରାଯିବ ବୋଲି ଡ୍ରାଇଭର ମହାସଂଘ ଚେତାବନୀ ଦେଇଛନ୍ତି  | ଡ୍ରାଇଭର  ମହାସଂଘ ରେ ଟ୍ରକ୍, ବସ୍,ବୋଲେରୋ ସହ ଅନ୍ୟାନ୍ୟ ଗାଡ଼ି  ଡ୍ରାଇଭର ମାନେ ଉପସ୍ଥିତ ଅଛନ୍ତି । ଏହି ଆନ୍ଦୋଳନ ରେ ବହୁ ଲୋକେ ପ୍ରଭାବିତ ହୋଇ ଛନ୍ତି, ଗାଡ଼ି ଚଳା ଚଳ ନ ହେବାରୁ ଯାତ୍ରୀ ଅସୁବିଧାର ସମୁଖୀନ ହେଉଛନ୍ତି ! ଯାନବାହାନ ମଧ୍ୟ ଯାତାୟାତ କମ୍ ଦେଖିବାକୁ ମିଳିଛି , ଶାନ୍ତି ଶୃଙ୍ଖଳା ସହ ଆଜିର ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନ ଓ ଦାବି ପୂରଣ ନ ହେଲେ ସଂଘ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ରହିବ ବୋଲି ଚେତାବନୀ ଦେଇଛି | ଆନ୍ଦୋଳନ ରେ କେନ୍ଦ୍ର ସରକାର ଙ୍କ ନୁଆ ନିୟମ ରେ ଗାଡ଼ି ଚାଳକ ଦୁର୍ଘଟଣା କରିଲେ ୭ ଲକ୍ଷ ଜୋରିମାନା ଓ ୧୦ ବର୍ଷ ଜେଲ କାରାଦଣ୍ଡ ପ୍ରାବଧାନ କୁ  ବିରୋଧ  କରି ଆନ୍ଦୋଳନ  କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026

You Might Also Like