-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ

06-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା):  ଆଜି ପୂର୍ବାହ୍ନରେ ବିଜୁ ସ୍ଵାସ୍ଥ୍ୟ  କଲ୍ୟାଣ ଯୋଜନା ନବୀନ କାର୍ଡ ପଞ୍ଜୀକରଣ ନିମନ୍ତେ ସଚେତନତା କରିବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ୩ ଟି ରଥ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି  । ୩ଟି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗ୍ରାମପଞ୍ଚାୟତ କୁ ଯାଇ ଏହି ରଥ ନୂଆ ବି. ଏସ. କେ. ୟାଇ ନବୀନ କାର୍ଡ ଉପରେ ଲୋକଙ୍କୁ ସଚେତନ କରିବା ସହ ହିତାଧିକାରୀ ମାନେ କିପରି ପଞ୍ଜୀକରଣ କରିବେ ସେ

ବିଷୟରେ ସଚେତନ କରିବ । ଏହି ପଞ୍ଜୀକରଣ ଆଜିଠାରୁ ୧୬ ଜାନୁଆରୀ ପର୍ଯ୍ୟନ୍ତ ହେବ । ବି. ଏସ. କେ. ୟାଇ ନବୀନ କାର୍ଡ ଅନ୍ତର୍ଭୁକ୍ତ ହେଇନଥିବା ସବୁ ଗ୍ରାମୀଣ ପରିବାର (ନିୟମିତ ସରକାରୀ କର୍ମଚାରୀ , ପେନସନଧାରୀ ଏବଂ ଆୟକର ଦାତାଙ୍କ ବ୍ୟତୀତ ) ବି. ଏସ. କେ. ୟାଇ ନବୀନ କାର୍ଡପାଇଁ ଯୋଗ୍ୟ ବିବେଚିତ ହେବେ । ବି. ଏସ. କେ. ୟାଇ ନବୀନ କାର୍ଡ ହିତାଧିକାରୀମାନେ ତାଲିକା ଭୁକ୍ତ ଘରୋଇ ମେଡ଼ିକାଲମାନଙ୍କରେ ନିର୍ଦ୍ଧାରିତ ଗୁରୁତର ରୋଗ ଗୁଡିକର ଦେୟମୁକ୍ତ ଚିକିତ୍ସା ପାଇବେ । ସେମାନେ ଓଡ଼ିଶା ବାହାରେ ମଧ୍ୟ ଅନ୍ତର୍ଭୁକ୍ତ ମେଡିକାଲରେ ଏହିସବୁ ରୋଗ ର ଦେୟମୁକ୍ତ ଚିକିତ୍ସା କରାଇ ପାରିବେ । ଏଥିରେ ପ୍ରତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଏବଂ ମହିଳା ସଦସ୍ୟାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ପ୍ରାବଧାନ କରା ଯାଇଛି । ଏହି ସୁବିଧା ୨୦୨୪ ମସିହା ମେ ମାସ ପହିଲାରୁ ଆରମ୍ଭ ହେବ । ତେବେ ଜାତୀୟ ଖାଦ୍ୟ ନିରାପତ୍ତା ବା ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନାରେ ନୂଆ

ଭାବେ ଅନ୍ତର୍ଭୁକ୍ତ ହେଉଥିବା ହିତାଧିକାରୀମାନେ ବର୍ତ୍ତମାନ ଚାଲୁ ରହିଥିବା ବି. ଏସ. କେ. ୟାଇରେ ସ୍ଵତଃ ଅନ୍ତର୍ଭୂକ୍ତ ହେବେ  । ଆଜିର ଏହି ଉଦଘାଟନୀ ଉତ୍ସବରେ  ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ , ଅତିରିକ୍ତ  ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ସୁଦ୍ଧା ବାର୍ଳା , ବିଶେଷଜ୍ଞ ଡାକ୍ତର ତୁଷାରକାନ୍ତ ଠାକୁର , ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ , ମେଡ଼ିକାଲ ସମ୍ପାଦନା ଅଧିକାରୀ ଈପ୍ସିତା ମିଶ୍ର,  ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ରିତାଞ୍ଜାଳୀ ମିଶ୍ର  ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like