-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୪ ଉଦଘାଟିତ*- *ସୁବର୍ଣ୍ଣପୁର ର କଳା ସଂସ୍କୃତି ପର୍ଯ୍ୟଟନ ପର୍ଯ୍ୟଟକ ଙ୍କୁ ଆକୃଷ୍ଟ କରେ*- - *ମନ୍ତ୍ରୀ* -

06-Jan-2024



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଳା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ମେଳା ଓ  ନୃତ୍ୟ ଗୀତ ର ମହାପାର୍ବଣ ସୁବର୍ଣ୍ଣପୁର  ଲୋକ ମହୋତ୍ସବ -2024 ଆଜି ସନ୍ଧ୍ୟାରେ ଉଦ୍ଘାଟିତ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବେ ମାନ୍ୟବର ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ, ସମ୍ମାନୀତ , ବିଧାୟକ ପଦ୍ମନାଭ ବେହେରା, ସମ୍ବଲପୁର କୃଷି ବିଭାଗ ଅଧିକ୍ଷଣ ଯନ୍ତ୍ରୀରlଜ ମହାନ୍ତି,  ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପlର ଠେଲା  ଯୋଗ ଦେଇ ଉତ୍ସବ କୁ ଉଦ୍ଘାଟନ କରି ସୁବର୍ଣ୍ଣପୁର ର କଳା ସଂସ୍କୃତି ପର୍ଯ୍ୟଟନ  ଦେଶ ବିଦେଶ ର ଲୋକ ଙ୍କୁ ଆକୃଷ୍ଟ କରିଛି ବୋଲି କହିଥିଲେ l ଜିଲ୍ଲା ଉନ୍ନୟନ ଓ ପଲ୍ଲୀଶ୍ରୀ ମେଳା କୁ ସମସ୍ତ ଅତିଥି ବୁଲି ଦେଖିଥିଲେ l  ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ସଭାକୁ କବି ପ୍ରଦ୍ୟୁମ୍ନ ସାହୁ ସଂଯୋଜନl କରିଥିବା ବେଳେ  ଏଡିଏମ୍  ଅଞ୍ଜଲିନl ପଧାନ  ଧନ୍ୟବାଦ ଅର୍ପଣ କରିଥିଲେ l  ସାଂସ୍କୃତିକ ସଂଧ୍ୟା ରେ ଜିଲ୍ଲା ତଥା ବିଭିନ୍ନ ଜିଲ୍ଳା ସମ୍ବଲପୁର ର ରଙ୍ଗ ଫରୁଆ, କଳାହାଣ୍ଡି ର ଢୁଡୁକl , ଗଞ୍ଜାମ ର ପଶୁ ନୃତ୍ୟ, ସୋନପୁର ର ପଏଁରୀ, ତଥା ରାଜ୍ୟ ର କଳାକାର ମାନଂକ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିବା ବେଳେ ବିଳମ୍ୱିତ ରାତି ଯାଏ ହଜାର ହଜାର ଦର୍ଶକ ନାଚ ଗୀତ କୁ ଉପଭୋଗ କରିଥିଲେ ଶତ୍ରୁଘ୍ନ ଲୁହା ଓ ଉମେଶ କୁମ୍ଭାର ଙ୍କ ନିର୍ଦ୍ଦେଶନା ରେ ଭୀମଭୋଇ କଳl ପରିଷଦ ର କଳାକାର ମାନଙ୍କ ଦ୍ବାରା ସ୍ଵାଗତ ସଂଗୀତ ପରିବେଷଣ କରାଯାଇଥିଲା  l ଲୋକ ମହୋତ୍ସବ ର ସ୍ମରଣିକl ସlକ୍ତସ୍ଵର କୁ ଅତିଥି ଙ୍କ ଦ୍ବାରା ଉନ୍ମୋଚନ କରିଥିଲେ l ସେହିପରି ସକାଳ 10ଟାରେ ଇଷ୍ଟଦେବୀ ମ ସୁରେଶ୍ବରୀ ଙ୍କ ପାଖରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା ଆୟୋଜିତ ହୋଇ ଯାଇଥିଲା l ଜିଲ୍ଲାପାଳ ବିମଳେନ୍ଦୁ ରାଏ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାସଙ୍କ ନେତୃତ୍ୱରେ ଦେବୀ ମା ସୁରେଶ୍ୱରୀଙ୍କ ପୀଠରୁ ଏହି ବର୍ଣ୍ଣାଢ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ରାମେଶ୍ଵର ଷ୍ଟାଡିୟମରେ ପହଞ୍ଚିଥିଲା।ଏହି ଶୋଭାଯାତ୍ରାରେ ଏଡିଏମ ଅଞ୍ଜଳିନl ପଧାନ, ଜିଲ୍ଲା ପରିଷଦ ଅଧିକାରୀ ଅଶ୍ୱିନୀ ମେହେର, ପିଡି ଡୂଡ଼ା ବିଶ୍ବ ନାଥ ବାରିକ୍, ଉପ ଜିଲ୍ଲାପାଳ ଇପ୍ସିତା ପ୍ରିୟ ଦର୍ଶନି ମିଶ୍ର,  ଗଦାଧର ବାରିକ୍, ଲଡୁ କିଶୋର ମଲ୍ଲିକ, ଗୋବିନ୍ଦ ମହାନା, ଶେଷ ଦେବ ମେହେର, ଙ୍କ ସମେତ ଜିଲ୍ଲାର ଜିଲ୍ଲା ସ୍ତରୀୟ ଅଧିକାରୀ ,ସରକାରୀ କର୍ମଚାରୀ ,  ସଂସ୍କୃତି ପ୍ରେମୀ, ମିଡ଼ିଆ, ବୁଦ୍ଧିଜୀବୀଙ୍କ ସମେତ ଶହ ଶହ କଳାକାର, ସାମାଜିକ ଅନୁଷ୍ଠାନ ସାମିଲ ହୋଇଥିଲେ। କଳାକାର ମାନେ ଶୋଭାଯାତ୍ରା ସମୟରେ ବିଭିନ୍ନ ସାଂସ୍କୃତିକ ଦଳ ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିଥିଲେ। ଦେବୀ ମା ସୁରେଶ୍ୱରୀଙ୍କ ପାଖରେ ପୂଜା ଆରାଧନା କରାଯିବା ପରେ ମହୋତ୍ସବର ମଶାଲ ଶୋଭାଯାତ୍ରା  ବାହାରିଥିଲା। ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ମଶାଲ ଧରି ଏହି ସାଂସ୍କୃତିକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।  ଏହି ମଶାଲ ଯାତ୍ରା ମିନି  ଷ୍ଟାଡିୟମରେ ପହଂଚିବା ପରେ ମଞ୍ଚ ପୂଜା କରାଯାଇ ମହୋତ୍ସବର ମଶାଲକୁ ଦେବୀଙ୍କ ପ୍ରତିକୃତି ତଳେ ପ୍ରତିଷ୍ଠା କରାଯାଇଥିଲା।ଜିଲ୍ଲା ସଂସ୍କୃତି ପରିଷଦ ,ଓଡିଶା ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ପାଞ୍ଚ ଦିନ ଧରି ଚାଲିବ । ଜିଲ୍ଲାର ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ଗୁଡିକ ପାଞ୍ଚ ଦିନ ବ୍ୟାପି ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିବାର ସୁଯୋଗ ପାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like