-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କ ୯୦ତମ ଜନ୍ମଦିନ ପାଳନ

06-Jan-2024



ବଲାଙ୍ଗୀର, ୬ା୧- ବିଶିଷ୍ଟ ସାରସ୍ୱତ ସାଧକ, କବି ଓ କଥାକାର ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ଶନିବାର ୯୦ତମ ଜୟନ୍ତୀ ରାଧାରାଣୀପଡା ସ୍ଥିତ କବିକୁଟୀର ଠାରେ ପାଳନ କରାଯାଇଥିଲା । ବହୁ ବିଶିଷ୍ଟ ବ୍ୟକ୍ତି, କବି ଓ ଲେଖକ, ସାହିତ୍ୟପ୍ରେମୀ ତାଙ୍କ ବାସଭବନକୁ ଯାଇ ତାଙ୍କୁ ଫୁଲତୋଡା, ଉପାୟନ ଦେଇ ସମ୍ବର୍ଦ୍ଧିତ କରିବା ସହ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ । ୯୦ ବର୍ଷ ବୟସରେ ମଧ୍ୟ ଡ. ଉଦ୍‌ଗାତା ସାରସ୍ୱତ ଜଗତରେ ସକ୍ରିୟ ରହିଛନ୍ତି । ଏଯାବତ୍ ସେ ୩୩୫ ଖଣ୍ଡ ଓଡିଆ, ହିନ୍ଦୀ, କୋଶଲୀ ଏବଂ ଇଂରାଜୀ ପୁସ୍ତକ ରଚନା ଓ ଅନୁବାଦ କରିସାରିଛନ୍ତି । ସାରସ୍ୱତ କୃତୀ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ଏହାବାଦ୍ ସେ ଜାତୀୟ, ପ୍ରାଦେଶିକ ସ୍ତରରେ ଅଗଣିତ ସମ୍ମାନର ଅଧିକାରୀ ହୋଇଛନ୍ତି । ଆଜି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, କବି ଓ ନାଟ୍ୟକାର ବିଜୟ କୁମାର ତ୍ରିପାଠୀ, ଶିକ୍ଷାବିତ୍ ସନାତନ ଠାକୁର, ପ୍ରକାଶକ ଅଜିତ ମହାନ୍ତି, ସ୍ରୋତସ୍ବତୀ ପ୍ରକାଶନୀ ପକ୍ଷରୁ  ସନ୍ଦୀପ କୁମାର କୁଅଁର, ଜିଲା ପ୍ରଶାସନ ପକ୍ଷରୁ ସହାୟକ ଜିଲାପାଳ ଘନଶ୍ୟାମ ମୁଣ୍ଡ, ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ,କଳା ସଙ୍ଗଠକ ଗୋପାଳ ପ୍ରଧାନ, ପ୍ରେସ କ୍ଳବ୍ ସଭାପତି ଅରୁଣ ମିଶ୍ର,  ସୁଭାଷ ଚିନ୍ତନ ର ସଂପାଦକ ଲକ୍ଷ୍ମୀନାରାୟଣ ପଟ୍ଟନାୟକ, ରାଜୁ ଶର୍ମା, ବୀରେନ୍ଦ୍ର କୁମାର ଝାଙ୍କର, ପ୍ରଶାନ୍ତ ମହାକୁର, ସତ୍ୟନାରାୟଣ ବେହେରା ସ୍ମାରକୀ ଦାତବ୍ୟ ନ୍ୟାସର ସୁଧାକର ବେହେରା, ସାମ୍ବାଦିକ ଶରତ ଚନ୍ଦ୍ର ମିଶ୍ର , ଆଇନଜୀବୀ ଅସୀତ କୁମାର ଷଢଙ୍ଗୀଙ୍କ ସହ ବହୁ ସାହିତ୍ୟିକ ଓ ସଙ୍ଗଠକ ତାଙ୍କ ବାସଭବନକୁ ଯାଇ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ । ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ସାହିତ୍ୟିକ ତାଙ୍କୁ ଫୋନ୍ ଯୋଗେ ଅଭିନନ୍ଦନ ଜଣାଇ ତାଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ । ଏହି ଅବସରରେ ପଦ୍ମଶ୍ରୀ ଡ ଉଦ୍‌ଗାତାଙ୍କ ସ୍ତ୍ରୀ କବୟିତ୍ରୀ ସୌଦାମିନୀ ଉଦ୍‌ଗାତା, ପୁଅ, ବୋହୂ, ନାତି ଓ ଅନ୍ୟ ପରିବାର ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like