-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ରାଜ୍ୟ

ମା’ଙ୍କ ଶେଷଇଛା ପୂରଣ କଲେ ଝିଅ; ଜଗନ୍ନାଥଙ୍କୁ ଦାନ କଲେ ତିନି ମହଲା କୋଠା

18-Dec-2020



(ପ୍ରେରଣା ଖବର) ନବରଙ୍ଗପୁର: କେଉଁଠି ସମ୍ପତ୍ତି ପାଇଁ ପର ହୋଇଯାଉଛି ଆପଣାର ମଣିଷ। ଅଚିହ୍ନା ପାଲଟି ଯାଉଛି ରକ୍ତର ସମ୍ପର୍କ।  ମାରପିଟ… ହଣାକଟା।  ହେଲେ ନବରଙ୍ଗପୁରରେ ଦେଖିବାକୁ ମିଳିଛି କିଛି ନିଆରା ଦୃଶ୍ୟ। ଏଠି ସମ୍ପର୍କ ସନ୍ତାନ, ପରିବାର ସହ ନୁହେଁ, ସମ୍ପର୍କ ଏଠି ଗଢି ଉଠିଛି ମହାପ୍ରଭୁ ଜଗନ୍ନାଥଙ୍କ ସହ। ଜଗନ୍ନାଥଙ୍କୁ ନିଜର ପୁଅ ବୋଲି ଭାବୁଥିଲେ। ଆଉ ନିଜର ତିନି ମହଲା କୋଠା ସେଇ ପୁଅ ହିଁ ନେଉ ବୋଲି ସେ ଚାହୁଁଥିଲେ।  ଆଉ ତାଙ୍କ ଦେହାନ୍ତ ପରେ ତିନି ଝିଅ  ଏଠି ମା’ଙ୍କ ଶେଷ ଇଚ୍ଛା ପୂରଣ ପାଇଁ କୋଟିଏ ଟଙ୍କାର ଏହି କୋଠା ଜଗନ୍ନାଥକୁ ଦାନ କରି ଦେଇଛନ୍ତି। ନବରଙ୍ଗପୁର ସହର ଭଗବତୀ ସାହିରେ ରୁହନ୍ତି  ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ଭବାନୀ ସାହୁ । ଭବାନୀଙ୍କର ତିନି ଝିଅ।  ପତ୍ନୀ ବୈଜନ୍ତିମାଳା ତିନି ଝିଅଙ୍କୁ  ବାହା ଦେଇ ସାରିଛନ୍ତି।  କିଛିଦିନ ତଳେ କର୍କଟ ରୋଗରେ ପୀଡିତ ହୋଇଥିଲେ ବୈଜୟନ୍ତି । ନିଜର ପୁଅ ନ ଥିବାରୁ ସେ ଜଗନ୍ନାଥ ପ୍ରଭୁଙ୍କୁ ପୁଅ ବୋଲି ଭାବୁଥିଲେ l

କର୍କଟରୋଗରେ ଆକ୍ରାନ୍ତ ହେବା ପରେ  ନବରଙ୍ଗପୁର ସହର ମଧ୍ୟରେ ଥିବା ଭଗବତୀ ସାହି ସ୍ଥିତ ୨୫ ବଖରା ବିଶିଷ୍ଟ ୩ ମହଲା କୋଠାଘରକୁ ନବରଙ୍ଗପୁର ଜଗନ୍ନାଥ ମନ୍ଦିରକୁ ଦାନ କରିବାକୁ ମନସ୍ଥ କରି ପରିବାର ଲୋକଙ୍କୁ ଜଣାଇଥିଲେ l ମୃତ୍ୟୁ ମୁଖରେ ଥିବା ସହ ତାଙ୍କର ଶେଷଇଛାକୁ ତିନିଝିଅ  ପୁଷ୍ପାଞ୍ଜଳି, ଗୀତାଞ୍ଜଳି, ଶ୍ରଦ୍ଧାଞ୍ଜଳି ଓ ସ୍ୱାମୀ ଭବାନୀ ହୃଦୟର ସହ ସ୍ୱାଗତ କରିଥିଲେ। ନବରଙ୍ଗପୁର ସ୍ଥିତ ଜଗନ୍ନାଥମନ୍ଦିର କମିଟିକୁ ଯୋଗାଯୋଗ କରିଥିଲେ l ଗତମାସ (ନଭେମ୍ବର ) ୨୭ ତାରିଖରେମାଜିଷ୍ଟ୍ରେଟ, ଜଗନ୍ନାଥ ମନ୍ଦିର କମିଟି ଓ ପରିବାରର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେଏହି ମୂଲ୍ୟବାନ କୋଠାକୁ ଦାନ କରିଥିଲେ l ଏହି କୋଠାର   ଆନୁମାନିକ ମୂଲ୍ୟ ବର୍ତ୍ତମାନ ସମୟରେ ଏକ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ  l ଏହାସହ ଏକ ମଙ୍ଗଳସୂତ୍ର, ରୂପାର ଫରୁଆ, ରୂପାର ବ୍ରତ ପେଡ଼ି, ପାରମଥାମଣି, ନବରଙ୍ଗପୁର ନିଳକଣ୍ଠେଶ୍ୱର ମନ୍ଦିର ଭିତରେ ଥିବା ପାର୍ବତୀ ମନ୍ଦିରକୁ ଦାନ କରିଛନ୍ତି। ମା’ ବୈଜୟନ୍ତିଙ୍କ   ମୃତ୍ୟୁର କିଛି ସମୟ ପୂର୍ବରୁ ସେ ଚାହିଁଥିବା ଏହି ଶେଷ ଇଚ୍ଛାକୁ ନେଇ ଗର୍ବ କରିଛନ୍ତି ପରିବାର। ସୂଚନାଥାଉ କି, ୨୫ ବଖରା ବିଶିଷ୍ଠ କୋଠାଘରେ ୯ଟି ପରିବାର ଭଡାସୂତ୍ରରେ ରହିପାରିବେ l  ଏହାକୁ ଭଡା ଦେଇ ଯାହା ଅର୍ଥ ଆସିବ ସେଥିରେ ପ୍ରଭୁ ଜଗନ୍ନାଥଙ୍କ ପ୍ରତିଦିନର ନୀତିକାନ୍ତିରେ ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ରାଜ ପୁରୋହିତ। ଅନ୍ୟପଟେ ବୈଜୟନ୍ତିମାଳାଙ୍କ ଏହି ନିଷ୍ପତ୍ତିକୁ ନବରଙ୍ଗପୁରବାସୀ ସ୍ୱାଗତ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like