-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ରାଜ୍ୟ

ବିଏସକେୱାଇ ନବୀନ କାର୍ଡର ପୋଷ୍ଟର ରିଲିଜ୍

06-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ଜାନୁଆରୀ ୬ ତାରିଖରୁ ସାରା ରାଜ୍ୟରେ ବିଏସକେୱାଇ ନବୀନ କାର୍ଡର ପଞ୍ଜୀକରଣ ଆରମ୍ଭ ହୋଇଛି । ଏହି ମହତ୍ବକାଂକ୍ଷି ଯୋଜନାର ପୋଷ୍ଟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ରିଲିଜ୍ ହୋଇଛି । ପାଞ୍ଚ ଦିନିଆ ସୁବର୍ଣ୍ଣପୁର ଲୋକ ମହୋତ୍ସବର ପ୍ରଥମ ଦିନରେ ପୋଷ୍ଟର ରିଲିଜ୍ ହୋଇଥିଲା ।  ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଏଡିଏମ୍ ସୂର୍ଯ୍ୟ ନାରାୟଣ ଦାଶ, ଏସପି ଅମରେଶ ପଣ୍ଡା, ଭାରପ୍ରାପ୍ତ ସିଡିଏମଓ ଡାକ୍ତର ଦୁର୍ଗାଦତ୍ତ ଦାଶ, ଜିଲ୍ଲା ପରିଷଦ ବିଡିଓ ଅଶ୍ବିନୀ ମେହେର, ଡିପିଏମ ବିଶ୍ବମ୍ବର ବେହେରା, ବିଏସକେୱାଇ ଜିଲ୍ଲା ସଂଯୋଜିକା ପ୍ରଜ୍ଞାପରିମିତା ଦାଶ ଉପସ୍ଥିତ ଥିଲେ ।  ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ବୃନ୍ଦାବନ ସାହୁ, ଗୀତାଞ୍ଜଳି ମେହେର, ପ୍ରମୋଦ ସାହୁ, ହରପ୍ରସାଦ ଦାସ, ଅନ୍ତର୍ଯ୍ୟାମୀ ଶତପଥୀ, କ୍ଷୀରୋଦ ବିଶ୍ବାଳ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।  ତେବେ ପୋଷ୍ଟର ରିଲିଜ୍ ପରେ ବହୁ ଜନ ସାଧାରଣ ବିଏସକେୱାଇ ଷ୍ଟଲକୁ ଆସି  ବିଏସକେୱାଇ ନବୀନ କାର୍ଡ ସଂପର୍କରେ ପଚାରି ବୁଝିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like