-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଏମ୍ ଏମ୍ ପ୍ରଡକ୍ସନ ରେ ପ୍ରସ୍ତୁତ ହେବାକୁ ଯାଉଛି ବିଧିର ବିଧାନ କ୍ଷୁଦ୍ର ଚଳଚ୍ଚିତ୍ର ର ଦ୍ବିତୀୟ ଭାଗ , ବିଧିର ବିଧାନ-୨

07-Jan-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ଏମ୍ ଏମ୍ ପ୍ରଡକ୍ସନରେ ପ୍ରସ୍ତୁତ ହେବାକୁ ଯାଉଛି ବିଧିର ବିଧାନ କ୍ଷୁଦ୍ର ଚଳଚ୍ଚିତ୍ରର ଦ୍ବିତୀୟ ଭାଗ, 'ବିଧିର ବିଧାନ-୨ ବଦଲା" । ବିଜୟ କୁମାର ତ୍ରିପାଠୀଙ୍କ ନିର୍ଦ୍ଦେଶନାରେ ହେବାକୁ ଥିବା ଏହି କ୍ଷୁଦ୍ର ଚଳଚ୍ଚିତ୍ର ର ପ୍ରଯୋଜନା କରୁଛନ୍ତି ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ରତନ କୁମାର ମେହେର। ସହ ନିର୍ଦ୍ଦେଶକ ଅଛନ୍ତି ଦେବାଶିଷ ମେହେର। କ୍ୟାମେରାମ୍ୟାନ ଅଛନ୍ତି କୀର୍ତ୍ତିଚନ୍ଦ୍ର ଗହୀର। ପୂର୍ବରୁ ବିଧିର ବିଧାନ  କ୍ଷୁଦ୍ର ଚଳଚ୍ଚିତ୍ର  ମୁକ୍ତିଲାଭ କରି ବହୁ ଦର୍ଶକ ପ୍ରଶଂସା ସାଉଁଟିଥିବା ବେଳେ ଏହାର ଦ୍ବିତୀୟ ଭାଗର ଶୁଭ ମୁହୁରତରେ ବଲାଙ୍ଗୀର  ସମଲେଶ୍ବରୀ ମନ୍ଦିର ଠାରେ ପୂଜାଅର୍ଚ୍ଚନା କରାଯାଇଛି। ଶୁଭ ମୁହୁରତ ସମୟରେ  ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ନାଟ୍ୟକର୍ମୀ ସନାତନ ଠାକୁର, ହିମାଂଶୁ ଶେଖର ଖମାରୀ, ଅନିତା ତ୍ରିପାଠୀ ଓ ବହୁ କଳାକାର ଉପସ୍ଥିତ ଥିଲେ। ଅତିଶୀଘ୍ର ଏହାର ସୁଟିଂ  ବଲାଙ୍ଗୀର  ସହରରେ ଓ ଏହାର ଆଖପାଖ ଅଂଚଳରେ ଆରମ୍ଭ  ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like