-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ସାମରିଟନ ପଲିସିରେ ୧୭ ଜଣଙ୍କୁ ପୁରସ୍କୃତ କରାଗଲା

07-Jan-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସରକାରଙ୍କ ଗୁଡ ସାମରିଟନ ପଲିସିରେ ଆଜି ସଡ଼କ ସୁରକ୍ଷା ସପ୍ତାହ  ଉଦଯାପନୀ ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ବିଭିନ୍ନ ଦୁର୍ଘଟାଣlରୁ ଆହତ ଲୋକଙ୍କୁ ଉଦ୍ଧାର କରିଥିବା ୧୭ ଜଣ ଉଦ୍ଧାରକାରୀ (ମହାନ୍ ବ୍ୟକ୍ତି)ଙ୍କୁ ଜିଲ୍ଲାପାଳଙ୍କ ଦ୍ବାରା ୨୦୦୦ ହଜାର ଚେକ୍ ଓ ମାନପତ୍ର ସହିତ ପୁରସ୍କୃତ କରାଯାଇଛି l ଗତ ମାସ ମନମୁଣ୍ଡl ଠାରେ ଦୁର୍ଘଟଣl  ହୋଇଥିବା ବଲାଙ୍ଗୀର ପୁଇନ୍ତଲlର ଢୋଲ ମୁହୁରି ସାଂସ୍କୃତିକ ଦଳର ସମସ୍ତ ଆହତ କଳାକାରଙ୍କୁ  ବଲେରୋ ଗାଡ଼ିରୁ ଉଦ୍ଧାର କରିଥିବା ସ୍ୱଚ୍ଛ ଭାରତ ସଂଗଠନର ବରିଷ୍ଠ ସଭ୍ୟ ତରଣି କୁମାର୍ ମେହେରଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଏଡିଏମ୍ ସୂର୍ଯ୍ୟନାରାୟଣ ଦାଶ ପୁରସ୍କୃତ କରିଥିଲେ l ସେହିପରି ସରୋଜ ନନ୍ଦ, ସରୋଜ ଲୁହା, ସୁଧୀର ମିଶ୍ର, ନାରାୟଣ ମେହେର, ଶିବ ସୁନ୍ଦର ସାହୁ, ସତ୍ୟ ମିଶ୍ର, ନନ୍ଦୀ ଜଗଦଲା, ଶୁଭ୍ରାଂଶୁ ପରିଡ଼ା, ମୁରଲୀ ମେହେର, ଗୌର ଅମାତ, ମୁନl  ଜମିଦାର, ଅକ୍ଷୟ ପରିଡ଼ା, ରୁପେଶ ସର୍ଭଙ୍ଗ, ଦେବାଶିଷ ବାରିକ୍, ପୀତବାସ ମହାରଣା, ଶିବ ଶଙ୍କର ନାଏକ ପ୍ରମୁଖ  ୧୭ ଜଣ ଉଦ୍ଧାରକାରୀଙ୍କୁ ଆଜି ଏହି ଉତ୍ସବରେ ଜିଲ୍ଲାପାଳଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଛି l ପ୍ରତ୍ୟକ ଦୁର୍ଘଟଣlରେ ଆହତ ବ୍ୟକ୍ତିଙ୍କୁ ନିର୍ଭୟରେ ଉଦ୍ଧାର କରି ତୁରନ୍ତ ମେଡ଼ିକାଲ ପହଞ୍ଚାଇ ଚିକିତ୍ସା କରାଇ ଲୋକଙ୍କ ଜୀବନ ବଞ୍ଚାଇବାକୁ ଓ ସରକାରଙ୍କ ଏହି ସlମରୀଟେନ୍ ପଲିସିରେ ପୁରସ୍କୃତ ହେବାକୁ ଜିଲ୍ଲାପାଳ, ଏମ ଭି.ଆଇ ଓ ଆଜିର ଅତିଥି ସାଧାରଣ ଜନତାଙ୍କୁ ସଚେତନତା ବାର୍ତ୍ତା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like