-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ

07-Jan-2024



ବଲାଙ୍ଗୀର,(ପ୍ରେରଣା ଖବର) ଗତକାଲି ବଲାଙ୍ଗୀର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ନାଗରିକ କମିଟିର ସଭାପତି ଇଂ ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ  ସାଧାରଣ ସଂପାଦକ ମନୋରଂଜନ ସାହୁ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ଏଥିରେ କମିଟି ତରଫରୁ ପ୍ରକାଶିତ ସ୍ମରଣିକା ଉପରେ ସମୀକ୍ଷା ହେବା ପରେ ଆସନ୍ତା ଫେବୃୟାରୀ ମାସରେ କମିଟିର ନୂତନ କର୍ମକର୍ତ୍ତା ନିର୍ବାଚନ ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ହୋଇଥିଲା । ଆଇନଜୀବୀ ଅଶୋକ ମିଶ୍ରଙ୍କୁ ନିର୍ବାଚନ ଅଧିକାରୀ ଭାବରେ ଦାୟିତ୍ୱ ଅର୍ପଣ କରାଯାଇଥିଲା ।  ଏହା ବ୍ୟତିତ ବଲାଙ୍ଗୀର ମୁନିସିପାଲିଟି ଓ ସରକାରୀ ଡାକ୍ତରଖାନାର ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା । ଆଲୋଚନାରେ କମିଟିର କିଶୋର ମୋହନ ମିଶ୍ର, ଗୋପଭୂଷଣ ନାଥ, ଡ. ଶ୍ରୀକର ମିଶ୍ର, ରାହାସବିହାରୀ ମାଝୀ, ଜୟରାମ ମିଶ୍ର,  ରିତୁରାଜ ସିଂହ, ପ୍ରଶାନ୍ତ ପଟ୍ଟନାୟକ, ନରେଶ ଦାଶ, ଧର୍ମବ୍ରତ ରଥ, ପ୍ରଭାକର ମିଶ୍ର, ମନୋରଂଜନ ପୁରୋହିତ, ଗୋପବନ୍ଧୁ ପୁରୋହିତ, ଆର୍ତ୍ତତ୍ରାଣ ମିଶ୍ର, ନରେନ୍ଦ୍ର ଆଚାର୍ଯ୍ୟ, ବିଶ୍ୱନାଥ ତ୍ରିପାଠୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।  ଅନ୍ୟାନ୍ୟ ମାନଙ୍କ ମଧ୍ୟରେ ଉପସଭାପତି ନିତ୍ୟାନନ୍ଦ ମିଶ୍ର, କୋଷାଧ୍ୟକ୍ଷ ଗଜେନ୍ଦ୍ର ଭ୍ରମର, ବିମଳ ଚୋପଦାର, ଦିବାକର ହୋତା, ସଲିମ୍ ଖାନ୍  ଓ ଲୋକନାଥ ନେପାକଙ୍କ ସହଯୋଗରେ ସହସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like