-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||     

HOME   ଜିଲ୍ଲା

ଚିଲଡ୍ରେନପାର୍କ ମର୍ଣ୍ଣିଂୱାକଟିମର ନୂତନବର୍ଷର ବନ୍ଧୁମିଳନ

07-Jan-2024



ବଲାଙ୍ଗୀର,-ସ୍ୱାସ୍ଥ୍ୟ ହିଁ ସମ୍ପଦ । ନିଜ ନିଜ ସ୍ୱାସ୍ଥ୍ୟକୁ ସୁସ୍ଥ ଓ ସୁନ୍ଦର ରଖିବାକୁ ପ୍ରତ୍ୟହ ଶତାଧିକ ଲୋକ ବଲାଙ୍ଗୀର ସହରର ବିଭିନ୍ନ ପାର୍କରେ ପ୍ରାତଃଭ୍ରମଣ କରୁଛନ୍ତି । ସେମାନଙ୍କ ମଧ୍ୟରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବିଜୁପଟ୍ଟନାୟକ ଶିଶୁଉଦ୍ୟାନ(ଚିଲଡ୍ରେନପାର୍କ)ରେ ପ୍ରାତଃଭ୍ରମଣ କରୁଥିବା ପ୍ରାୟ ୫୦ଜଣ ଆଜି ସ୍ଥାନୀୟ କଦଳିମୁଣ୍ଡା ନର୍ସରୀରେ ବନ୍ଧୁମିଳନ କରିଛନ୍ତି । ଏହି ବନ୍ଧୁମିଳନରେ ନିଜ ନିଜର ଅନୁଭୁତି ବର୍ଣ୍ଣନା କରିବା ସହିତ ନାଚ ଗୀତ ଓ ଭୋଜିଭାତରେ ମସଗୁଲ ହୋଇଥିଲେ । ତେବେ ନୂଆବର୍ଷ ବନ୍ଧୁମିଳନ ଟିକିଏ ନିଆରା କରାଯାଇଥିଲା । ଶିଶୁ ଉଦ୍ୟାନକୁ ସଫେଇ ତଥା ବୃକ୍ଷଲତାରେ ପ୍ରତ୍ୟହ ପାଣିଦେଇ ଉଦ୍ୟାନଟିକୁ ସରସସୁନ୍ଦର କରୁଥିବା ପୌରାପାଳିକାର ୩ଜଣ କର୍ମଚାରୀ ଗରୀବ ନନ୍ଦ,ସାଧୁ ମହାନନ୍ଦ,ସତ୍ୟବାନ ନନ୍ଦଙ୍କୁ ଉପଢୌକନ ଓ ଫୁଲତୋଡା ଦେଇ ସମ୍ବର୍ଦ୍ଧିର୍ତ କରାଯାଇଥିଲା । ବନ୍ଧୁମିଳନ ଆୟୋଜନ କମିଟିର ଅସୀମ ପଟ୍ଟନାୟକ(ମଣ୍ଟୁ),ହିମାଂଶୁ ନାୟକ,ଆଶୁତୋଷ ବାଗ,ବିଜୟକୁମାର ବରାଳ,ପ୍ରଫୁଲ୍ଲ ବଗର୍ତ୍ତି,ଅଭିମନ୍ୟୁ ପଟେଲ,ଅମିତ ମହାନ୍ତି,ପ୍ରବୀଣ ନାୟକ,ସୌଭାଗ୍ୟ ନାୟକ,ଶିବୁ ମାଝୀ,ବିଷ୍ଣୁପ୍ରସାଦ ଜେନା,ଏମକେଜି ପ୍ରଧାନୀ,ରାଜେନ୍ଦ୍ର ଖଣ୍ଡୁଆଳ,ସାଧୁରାମ ପୃଷ୍ଟି,ସରୋଜ ଭୋଇ,ସୁମନ ସାହୁ,ଟିମନ ଜାଲଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପୌରକର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଆନନ୍ଦ ବଡପଣ୍ଡା,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ମୁନା,ପବିତ୍ର ଦାସ,ଶଙ୍କର ନାଏକ,ଅଜିତ କର,ଅଜିତ ପଧାନ,ଅଜିତ ତ୍ରୀପାଠୀ,ଅମିତାଭ,ଅନିଳ,ଭୋଜରାଜ,ଗୋପାଳ ଦାସ ପ୍ରମୁଖଙ୍କ ସହିତ ପ୍ରାୟ ୫୦ଜଣ ସଭ୍ୟ ଏହି ବନ୍ଧୁମିଳନରେ ସାମିଲ ହୋଇଥିଲେ । ଆଗକୁ ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହୋଇ ପ୍ରାତଃଭ୍ରମଣରେ ସାମିଲ ହେବାକୁ ଲୋକଙ୍କୁ ସଚେତନ କରାଯିବ ବୋଲି ଆଲୋଚନା ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026

You Might Also Like