-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ୧୯୮୯ ପ.ପି ଏକାଡେମୀ ମେଟ୍ରିକ ବେଚ୍ ର ବନ୍ଧୁମିଳନ

07-Jan-2024



ବଲାଙ୍ଗୀର, ଆଜି ସ୍ଥାନୀୟ ଫରେଷ୍ଟ ନର୍ସରୀ ଠାରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ ବେଚ୍‌ର ଏକ ବନ୍ଧୁ ମିଳନ ଓ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ବଲାଙ୍ଗୀର ପି.ପି ଏକାଡେମୀରେ ୧୯୮୯ ରେ ମେଟ୍ରିକ ପାସ୍ କରିଥିବା ସମସ୍ତେ ବର୍ତ୍ତମାନ ୫୦ ବର୍ଷରେ ପଦାର୍ପଣ କରିଥିବାରୁ ଏହି ବଣଭୋଜିର ଏକ ସ୍ୱତନ୍ତ୍ରତା ରହିଥିଲା ଓ ଏହି କାର୍ଯ୍ୟକ୍ରମ ସମସ୍ତ ଙ୍କ ପାଇଁ ସ୍ମରଣୀୟ ହୋଇ ରହିଥିଲା ।  ୧୯୮୯ ପି.ପି

 

ଏକାଡେମୀ ମେଟ୍ରିକ ବେଚ୍‌ର ପ୍ରାୟ ୫୦ ଜଣ ପୂରାତନ ଛାତ୍ର ଏହି ବଣଭୋଜିରେ ଯୋଗ ଦେଇ ଭାବର ଆଦନ ପ୍ରଦାନ କରିବା ସହ ହାଇସ୍କୁଲ ଜୀବନର ପୂୁରୁଣା ରୋମାଂଚକର ସ୍ମୃତିକୁ ମନେ ପକାଇଥିଲେ । ପ୍ରାରମ୍ଭରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ ବେଚ୍‌ର ପୂରାତନ ଛାତ୍ର ତଥା ସୁନାମଧନ୍ୟ ଗାୟକ ଜିତୁ କୁମ୍ଭାରଙ୍କ ଅକାଳ ବିୟୋଗରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।  ଏହି ଅବସରରେ ଡାଏଲୁକ ଅକେଷ୍ଟ୍ରା ଦଳ ପରିବେଷଣ କରିଥିବା ସମ୍ବଲପୁରୀ ନୃତ୍ୟରେ ପୂରାତନ ଛାତ୍ର ମାନେ ଝୁମିଥିଲେ । ପୂରାତନ ଛାତ୍ର ସୁଶୀଳ ଶତପଥୀଙ୍କ ସମ୍ବଲପୁରୀ ଭଜନ ଓ ଗୀତ ବେଶ ମନଛୁଆଁ ହୋଇଥିଲା । ବଣଭୋଜିକୁ ସଫଳ ଭାବେ ଆୟୋଜନ କରିଥିବା ଏବଂ ଦୂରଦୂରାନ୍ତରୁ ଆସିଥିବା କିଛି ପୁରାତନ ଛାତ୍ର ଯଥା ସମୀର ବିଶୋଇ,ଦାରାସିଂ ମେହେର, ଦିଲୀପ ପାଢ଼ୀ, ନିରାକାର ସାଏ, ସନତ ତ୍ରିପାଠୀ ଓ ଆଦିକନ୍ଦ ଧରୁଆଙ୍କୁୁ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ

ବେଚ୍‌ର ପ୍ରାୟ ୯ଠ ଜଣ ପୂରାତନ ଛାତ୍ର ଯୋଗ ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପୂରାତନ ଛାତ୍ର ରିତୁରାଜ ସିଂହ ପରିଚାଳନା କରିଥିବା ବେଳେ ସନ୍ତକ ବହିଦାର, ଅନୀଲ ନନ୍ଦ, ସରଜନ ଆଚାର୍ଯ୍ୟ, କମ୍ବୁପାଣି ପୂଝାରୀ, , ଗୌରାଙ୍ଗ ବଗର୍ତ୍ତି, ରମେଶ ବେହେରା, ଅଜିତ ପଣ୍ଡା, ବାବୁ ପୂଝାରୀ, ସତ୍ୟ ରଂଜନ ମିଶ୍ର, ଶ୍ରୀମନ୍ତ ପଣ୍ଡା ଓ ଅନ୍ୟ ମାନେ ସକ୍ରିୟ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026

You Might Also Like