-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ରାଜନୀତି

ପାଟଣାଗଡ ରାଜନୀତି ମୈଦାନରେ ନୁଆଁ ଚେହେରା

08-Jan-2024



ପାଟଣାଗଡ ( ପ୍ରେରଣା ଖବର ) ଆସନ୍ତା ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଲେ ପାଟଣାଗଡ ବିଧାନ ସଭାରେ ସରଗରମ ହେଲାଣି ରାଜନୀତି ପାଣିପାଗ । ପାଟଣାଗଡ ନିର୍ବାଚନରେ ଏକ ନୁଆଁ ଚେହେରା ସମସ୍ତ ନେତା ମାନଙ୍କ ନିଦ ହଜାଇ ଦେଇଥିବା ବେଲେ ଚର୍ଚ୍ଚାରେ  ଜଣେ ଜଣା ଶୁଣା ଚେହେରା ହୋଇ ନଥିବା ବେଲେ ଛଅ ମାସ ହେଲା ସେ ଅଞ୍ଚଳରେ ସବୁ ୩୬ ପାଟକକୁ ଧରି ସେତାଙ୍କ ପ୍ରଚାର ପ୍ରସାର କରି ଆସୁଥିବା ବେଲେ ଆଜି ଯୋଗୀମୁଣ୍ଡା ଠାରେ ଏକ ବନ୍ଧୁ ମିଳନ କରିସେ ପାଟଣାଗଡ଼ ନେତା ମାନଙ୍କ ନିଦ ହଜାଇ ଦେଇଛନ୍ତି । ଏମିତିକା ଏହି ବନ୍ଧୁ ମିଳନରେ ସମସ୍ତ ଜାତି ଧର୍ମ ନିର୍ବିଶେଷ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ୧୦ ହଜାର ରୁ ଉର୍ଦ୍ଧ୍ଵ ଲୋକଙ୍କ ସମାଗମ କରି ଏବେ ଚର୍ଚ୍ଚା ସାଉଟେଇ ରାଜନୀତି ପାଣିପାଗକୁ ସରଗରମ କରିଦେଇଛନ୍ତି । ସେ ଅଞ୍ଚଳର ବିକାଶ ପଛେଇ ଯାଇଥିବା ସହ ସ୍ଥାନିୟ ଲୋକ

ପ୍ରତିନିଧିକୁ ତେରଛା ବାଣମାରି ଥିବା ନେଇ ଲୋକେ ଆଲୋଚନା କରୁଛନ୍ତି । ଏମିତିକା ସେ ଓଡିଶା ସରକାର ଙ୍କ ଯେଉଁ ଭଳ ଲୋକାଭିମୁଖି ଯୋଜନା ଗୁଡିକ କରିଛନ୍ତି ସେ ଯୋଯନା ଗୁଡ଼ିକ ବାଟମାରଣା ହେଉଥିବା ନେଇ ସେ କହିଛନ୍ତି । ଏଥିସହ ସେ କହିଛନ୍ତି ମୁଁ କୌଣଷି ଦଳରୁ ଆସି ନାହିଁ ହେଲେ ସରକାରୀ ଦଳକୁ ମୁଁ ଭଲ ପାଏଁ ସେହି ଦଳରୁ ମୁଁ ପ୍ରତତିନିଧିତ୍ବ କରିବି ବୋଲି ସିଧା ସଳଖ ସଭାରେ କହିଛନ୍ତି । ବଲରାମ ଙ୍କ ଏହି ବକ୍ତବ୍ୟ ଶୁଣିବା ପରେ ରାଜନୈତିକ ମଇଦାନ ସରଗରମ ହେବା ସହ ପାଟଣାଗଡ ନିର୍ବାଚନମଣ୍ଡଳୀରେ ଏହି ବାର୍ତ୍ତା କୁ ନେଇ ଆଲୋଚନା ଜୋର୍ ଧରିଛି ।  ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମ ଚାଲିଥିବା ବେଳେ ସଭାକୁ  ଭଣ୍ଡୁର କରିବାକୁ ଯାଇ ସଭାକୁ ବନ୍ଦ କରିବା ପାଇଁ ବଳରାମଙ୍କ ନାମରେ  ପାଟଣାଗଡ ଥାନାରେ ଅଭିଯୋଗ ହୋଇଥିବା ବେଲେ ପୁଣି ଏକ ଅଦୃଶ୍ୟ ଶକ୍ତି ଆଦେଶ ଦେବାରୁ ଏହି କାର୍ଯ୍ୟକ୍ରମ ହୋଇ ପାରିଥିବା ବଳରାମ ସେ ସଭାରେ କହିଛନ୍ତି । ତେଣୁ ଆଜି ଏହି ଅଚିହ୍ନା ଚେହେରା ଙ୍କ ଏହି ରାଜନୈତିକ ମୈଦାନ ରେ ଝଡ ଭଳି ପ୍ରବେଶ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like