-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ବିଶିଷ୍ଟ ସମାଜସେବୀ ସ୍ବର୍ଗତ ରାଜେନ୍ଦ୍ର ପଣ୍ଡାଙ୍କ ୮୨ତମ ଜୟନ୍ତୀ ପାଳିତ(ସେବାରେ ଉସର୍ଗ ୧୩ଜଣ ସମ୍ବର୍ଦ୍ଧିତ)

08-Jan-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଏନଏସି ଉଲ୍ଲେ ଗ୍ରାମର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ୮୨ ତମ ଜୟନ୍ତୀ ସୃତି କମିଟି ପକ୍ଷରୁ ଗତକାଲି ସନ୍ଧ୍ୟାରେ ଧୁମଧାମରେ ପାଳିତ ହୋଇଯାଇଛି l ଏହି ଅବସରରେ ମାଗଣା ଚକ୍ଷୁ ଚିକିତ୍ସା ଅନୁଷ୍ଟିତ ହୋଇଥିବା ବେଳେ ଅସହାୟ ବୃଦ୍ଧ ବୃଦ୍ଧାଙ୍କୁ ଶୀତ ବସ୍ତ୍ର ବିତରଣ,ଛାତ୍ରୀ ଛାତ୍ରଙ୍କୁ ପୁରସ୍କୃତ,ସାମାଜିକ କର୍ମୀ,ସାମାଜିକ ଅନୁଷ୍ଠାନ,ସାମ୍ବାଦିକ,କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି ବୀରମହାରାଜପୁର ସହଯୋଗରେ ଅନୁଷ୍ଟିତ ମାଗଣା ଚକ୍ଷୁ ଶିବିରରେ ୩୮ ଜଣଙ୍କର ଚକ୍ଷୁ ପରୀକ୍ଷା ହୋଇଥିଲା l ସେମାନଙ୍କ ମଧ୍ୟରୁ ୭ଜଣଙ୍କ ଚକ୍ଷୁ ଅସ୍ତ୍ରପ୍ରଚାର ପାଇଁ ଡାକ୍ତରଖାନାକୁ ରେଫର କରା ହୋଇଥିଲା ଶିବିରକୁ ସମାଜସେବୀକା ଜାହ୍ନବୀ ପଣ୍ଡା ଉଦ୍ଘାଟନ କରିଥିଲେ ।ସେହିପରି ସନ୍ଧ୍ୟାରେ ପାପକ୍ଷୟ ଘାଟ ବିକାଶ ପରିଷଦ ସଭାପତି ତଥା ଗ୍ରାମର ସଚେତନ ନାଗରିକ ସନ୍ତୋଷ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଟିତ ସଭାରେ ଯୋଗଦେଇଥିବା ଅତିଥି ମାନେ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଫଟୋ ଚିତ୍ର ଉପରେ ପୁଷ୍ପମାଲ୍ୟ ଅର୍ପଣ କରି ସମାଜ ପାଇଁ ତାଙ୍କର ଅବଦାନ ଉପରେ ଆଲୋକପାତ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ମୁଖ୍ୟ ବକ୍ତା ଶିକ୍ଷାବିତ  ଡ଼  ଅନିରୁଦ୍ଧ କୁର୍କୁରିଆ,ସ୍ଵତନ୍ତ୍ର ଅତିଥି ଓଡ଼ିଶା ସଙ୍ଗୀତ ସାହିତ୍ୟ ଏକାଡେମୀ ସଦସ୍ୟ ଶାଶ୍ଵତ ତ୍ରିପାଠୀ,ସମ୍ମାନିତ ଅତିଥି ଶିକ୍ଷାବିତ ମୁରଳିଧର ବିଶ୍ଵାଳ,ବିନିକା ଏନଏସି ଉପାଧ୍ୟକ୍ଷା ତପସ୍ୱିନୀ ମେହେର,ଯୁବ ଉଦ୍ୟୋଗୀ ହିମାଂଶୁ ପାଣିଗ୍ରାହୀ,ଆବାହକ ତଥା ଯୁବ ସଂଗଠକ ମମତାଜ ପଣ୍ଡା,ସୃତି କମିଟି ପ୍ରତିଷ୍ଠାତା ରାମ ଗୋପାଳ ବାଘ ପ୍ରମୁଖ ଯୋଗଦେଇଥିଲେ ।ସଭାକୁ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସଂଯୋଜନା କରିଥିବା ବେଳେ ଶେଷରେ କାଉନସିଲର ଆଶାରାଣୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଦେଖଣାହାରୀ ଦର୍ଶକଙ୍କ ମନୋରଂଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like