-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ୱେସ୍କୋ ଘରୋଇକରଣକୁ ବିରୋଧ କରି ଶ୍ରମିକ କର୍ମଚାରୀ ଇଂଜିନିୟରସ ମିଳିତ ମଞ୍ଚର ଅନିର୍ଦିଷ୍ଟ ବ୍ୟାପୀ ଧାରଣା

18-Dec-2020



ସମ୍ବଲପୁର,(ଦେବାଶିଷ ବେହେରାଙ୍କ ରିପୋର୍ଟ): ୱେସ୍କୋର ପୁନର୍ବାର ଘରୋଇକରଣକୁ ବିରୋଧ କରି ୯ ଦଫା ଦାବି ନେଇ ପଶ୍ଚିମ ଓଡିଶା ବିଦ୍ୟୁତ କର୍ମଚାରୀ ଇଞ୍ଜିନିଅର ଏକତା ମଞ୍ଚ ତରଫରୁ ସ୍ଥାନୀୟ ଭୂତାପଡ଼ା ସ୍ଥିତ ଇଷ୍ଟ ଇଲେକ୍ଟ୍ରିକାଲ କାର୍ଯ୍ୟାଳୟ ସଂମ୍ଭୁଖରେ ଅନିର୍ଦିଷ୍ଟ କାଳବ୍ୟାପୀ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ ହୋଇଛି I ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ଏବଂ ପଶ୍ଚିମ ଓଡିଶା ଶ୍ରମିକ କର୍ମଚାରୀ ଇଂଜିନିୟର ମିଳିତ ମଞ୍ଚର କର୍ମକର୍ତ୍ତା ମାନେ ଧାରଣାରେ ବସିବା ସହିତ ୱେସ୍କୋର ଘରୋଇକରଣକୁ ତୀବ୍ର ପ୍ରତିବାଦ କରିଥିଲେ I ଓଡ଼ିଶାରେ ପୂର୍ବରୁ ହୋଇଥିବା ଘରୋଇକରଣ ସମ୍ପୂର୍ଣ ବିଫଳ ହୋଇଥିଲା ବେଳେ ତାର କୌଣସି ତର୍ଜମା ନକରି ଟାଟା ପାୱାର କମ୍ପାନୀକୁ ଟେକି ଦେବା ଦ୍ଵାରା କର୍ମଚାରୀ ଏବଂ ବିଦ୍ୟୁତ୍ ଉପୋଭୋକ୍ତା ତଥା ରାଜ୍ୟବାସୀ  ସମସ୍ତେ ବ୍ୟପାକ ଭାବରେ କ୍ଷତିଗ୍ରସ୍ତ ହେବେ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି I ଅବିଳମ୍ବେ ଟାଟାକୁ ଦିଆଯାଇଥିବା ବିକ୍ରି ପ୍ରସ୍ତାବ ପ୍ରତ୍ୟାହାର ନହେଲେ ସାରା ଓଡ଼ିଶାରେ ମିଳିତ ମଞ୍ଚ ତରଫରୁ ଆନ୍ଦୋଳନକୁ ଆହୁରି ଦୃଢ଼ କରାଯିବା ପାଇଁ ନିଷ୍ପତି ନିଆଯାଇଛି I  ଏଥିପାଇଁ ଜନସାଧାରଣ ଯେଉଁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ବିଦ୍ୟୁତ ନିୟାମକ ଆୟୋଗ, ଶକ୍ତି ବିଭାଗ ଦାୟୀ ରହିବେ ବୋଲି ମଞ୍ଚ ତରଫରୁ ଚେତାବନୀ ଦିଆଯାଇଛି I ଆଜିର ଧାରଣାରେ ଡିଭିଜନଲ ସମ୍ପାଦକ ସୁଶୀଲ କୁମାର ସେଠ୍, ଇଂ.ବିଭୁତି ଭୂଷଣ ଶତପଥି, ଇଂ.ଚିଦା ନନ୍ଦ ମହାକୁଳ, ସୁଜୟ କୁମାର ପଢ଼ିହାରୀ,   ପ୍ରଦୀପ୍ତ ଖିଲାର, ଅମୀୟ ଶଙ୍କର ଦେ, ପଙ୍କଜ କୁମାର କଶ୍ୟପ, ସୁରେନ୍ଦ୍ର ସ୍ୱାଇଁ, ସୁଜିତ ପଟେଲ, ମାନସ ପାଳ, ସତ୍ୟ ରଞ୍ଜନ ସ୍ୱାଇଁ  ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like