-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ରାଜ୍ୟ

ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟର ସ୍ଵନକ୍ଷତ୍ର ଦିବସ ଉଦଘାଟିତ

09-Jan-2024



କଣ୍ଟାମାଳ (ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ବ୍ଲକ ଶିମିଳି ପଦର ପଞ୍ଚାୟତ ଅନ୍ତର୍ଗତ ଗବଜୋର୍ ଗ୍ରାମରେ ଥିବା ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟର ୩୫ତମ ସ୍ଵନକ୍ଷତ୍ର ଦିବସ ପାଳିତ ହୋଇ ଯାଇଛି | ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଏହି ସ୍ଵନକ୍ଷତ୍ର ଦିବସ ପାଳିତ ହେବ | ଗତକାଲି ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା | ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ

ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନୋଜ୍ ସେଠୀ, ପ୍ରଧାନଶିକ୍ଷକ ଅର୍ଜୁନ ବସ୍ତିଆ , ଅବସରପ୍ରାପ୍ତ ଶିକ୍ଷକ ସତ୍ୟନାରାୟଣ ଦାସ, କମିଟି ସଭାପତି ମିତ୍ରଭାନୁ ସାହୁ ଓ ସମ୍ପାଦକ ସାର୍ଦୁଲ ନାଗ ପ୍ରମୁଖ ଯୋଗ ଦେଇଥିଲେ | ଉଦ୍ଘାଟନୀ ଉତ୍ସବ ପରେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା | ପରେ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନିତ କରାଯାଇଥିବା ବେଳେ କ୍ରୀଡା ପ୍ରତିଯୋଗିତାରେ

ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ସନ୍ଧ୍ୟା ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ବିଧାୟକ ମହିଧର ରଣା, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ସାର୍ଦୁଲ ନାଗ, ଭୁବନେ ମେହେର, ସୋନପୁର ମହିଳା ମହାବିଦ୍ୟାଳୟର ଅଧ୍ୟାପକ ଖମାରି ସାର ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମିତ୍ରଭାନୁ ସାହୁ ସଭାପତିତ୍ୱ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like