-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||     

HOME   ଜିଲ୍ଲା

ଗମ୍ଭାରପଙ୍କରେ ବିଜେଡି କପ୍ କ୍ରିକେଟ୍ ଟୁର୍ନାମେଣ୍ଟ : ୨୬ ରବରେ ବତେମୁରା ବିଜୟୀ

09-Jan-2024



 

ସମ୍ବଲପୁର -(ଗମ୍ଭାରପଙ୍କ).(ସଂଜୀବପାଣିଗ୍ରାହୀ) :ଗମ୍ଭାରପଙ୍କ ଠାରେ ଆଜି ଦିନିକିଆ କ୍ରିକେଟ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ୨୬ ରନରେ ବତେମୁରା ଟିମ ବିଜୟୀ ହୋଇଥିବା ବେଳେ ଉପ ବିଜେତା ଭାବେ ବିଶାଲଖିଣ୍ଡା କପ୍ ହାସଲ କରିଛନ୍ତି । ଗମ୍ଭାରିପଙ୍କ ବିଜେଡି ଯୁବକା ସଂଘ ପକ୍ଷରୁ ଆୟୋଜିତ ଏହି ଟୁର୍ନାମେଣ୍ଟରେ ମୁଖ୍ୟଅତିଥି ଭାବେ ଓଡିଶା ସରକାରଙ୍କ ପୁର୍ବତନ ମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ପ୍ରଶନ୍ନ କୁମାର ଆଚାର୍ଯ୍ୟ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିବା ସହିତ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରି କହିଥିଲେ। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟଅତିଥି ପ୍ରଶନ୍ନ ଆଚାର୍ଯ୍ୟ କହିଲେ ଯେ କ୍ରୀଡା ଜୀବନ ପାଇଁ ଭିନ୍ନ ଏକ ପରିଚୟ ତିଆରି କରିଥାଏ । ଶିକ୍ଷା ଭଳି କ୍ରୀଡା ମଧ୍ୟ ବିକଶିତ ଭାରତର ଏକ ଅଂଶ । ଓଡିଶାରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ରୀଡାର ବିକାଶ ପାଇଁ ଯେଉଁ ଭୂମିକା ଗ୍ରହଣ କରିଛନ୍ତି ତାହା ଗ୍ରାମାଞ୍ଚଳରୁ ଆନ୍ତର୍ଜାତୀୟ ପର୍ଯ୍ୟନ୍ତ ବ୍ୟାପ୍ତ ହୋଇଛି। ତେଣୁ କ୍ରୀଡାର ଭିତ୍ତିଭୂମି ଥିବା ଅଞ୍ଚଳରେ କ୍ରୀଡାର ବିକାଶ ପାଇଁ ପୁଞ୍ଜିର ଅଭାବ ନାହିଁ ,ବରଂ ଯୁବ ସମାଜ ଏଦିଗରେ ଆଗେଇ ଆସିଲେ ଗ୍ରାମାଞ୍ଚଳରୁ ହିଁ କ୍ରୀଡାର ବିକାଶଧାରା ଜାତୀୟ ଓ ଆନ୍ତଃର୍ଜାତୀୟ ସ୍ତରରେ ନବୀନ ସରକାର ପହଞ୍ଚାଇବାକୁ ବଦ୍ଧ ପରିକର ଅଛନ୍ତି। ଏଥିରେ ମୁଖ୍ୟବକ୍ତା ଭାବେ ବିଜୁ ଯୁବ ଜନତା ଦଳ ରାଜ୍ୟ  ସାଧାରଣ ସଂପାଦକ ହିରାଲାଲ ବେହେରା ଓ ସମ୍ମାନୀତ ଅତିଥି ଭାବେ କୁକୁଡାପାଲି ସରପଞ୍ଚ୍ ଗୀତାଞଜଳି ଦେହୂରୀ, ଡଙ୍ଗରପଡା ସରପଞ୍ଚ୍ ଅୟସ କାନ୍ତ ବଡପଣ୍ଡା,ବାହାମ ସମିତି ସଭ୍ୟ ପ୍ରଫୁଲ୍ଲ ମଗର,ବିଜେଡି ରାଜ୍ୟ ଯୁଗ୍ମ ସଂପାଦକ ଦିଲ୍ଲିପ ଦୁରୁଆ, ଜୟନ୍ତପୁର ପୁର୍ବତନ ସରପଞ୍ଚ୍ ଗଣେଷ ତାଣ୍ଡିଆ,ପରମାଣପୁର ସରପଞ୍ଚ୍ ମହେନ୍ଦ୍ର ନାଥ,ସତ୍ୟନାରାୟଣ ପଧାନ ଓ ସମାଜସେବୀ ଡାକ୍ତର ରାଜାରାମ ଷଡଙ୍ଗୀ ଯୋଗଦେଇ କ୍ରୀଡା ମଧ୍ୟ ବ୍ୟକ୍ତିତ୍ୱ ଗଠନର ଏକ କଳା। କ୍ରୀଡାକୁ ମାଧ୍ୟମ କରି ଜଣେ କ୍ରୀଡାବିତ ନିଜର ପରିଚୟ ସୃଷ୍ଟି କରି ଓଡିଶା ଟେକ ରଖିପାରିବ । ଏଥିପାଇଁ ତୃଣ ମୂଳ ସ୍ତରରୁ ଏଭଳି ଉଦ୍ୟମକୁ ପ୍ରଶଂସା କରିଥିଲେ । ସଭାରେ କୁକୁଡାପାଲିର ପୁର୍ବତନ ସରପଞ୍ଚ୍ ସରୋଜ ବିଶ୍ୱାଲ ଅଧ୍ୟକ୍ଷତା କରିଥିଲେ ।ଖେଳକୁ ସନତ ପଣ୍ଡା,ସଞ୍ଜୟ ଡନସେନା, ପ୍ରଶାନ୍ତ ପ୍ରଧାନ ପରିଚାଳନା କରିଥିବା ବେଳେ ଅଭିଳାସ ସାମଲ,ପରେଶ ସାହୁ,ସଙ୍କେତ ପଣ୍ଡା,ଶୁଭମ ପଣ୍ଡା, ଆଶିକ ବିଶି ପ୍ରମୁଖ ପରିଚାଳନା କରିଥିଲେ ଓ ପ୍ରିତମ ସାହୁ ଟୁର୍ନାମେଣ୍ଟକୁ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026

You Might Also Like