-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ବନ୍ଧନ ବ୍ୟାଙ୍କ ମ୍ୟାନେଜର ବେକରେ ରଶି ଆତ୍ମହତ୍ୟା*

09-Jan-2024



(ମିହିର ଶଙ୍କର ପାତ୍ର,)
 ନବରଙ୍ଗପୁର:ଡାବୁଗାଁ ଥାନା ସଦର ପାତ୍ର ସାହି ନିକଟ ରେ ଥିବା ଅର୍ଥ ଲଗାଣ କାରି ବେସରକାରୀ ସଂସ୍ଥା ବନ୍ଧନ ବ୍ୟାଙ୍କ ର ବ୍ୟାଙ୍କ ମେନେଜର  ବେକରେ ରଶି ଦେଇ ଆତ୍ମହତ୍ୟା କରିଛନ୍ତି। ମୃତ ବ୍ୟାଙ୍କ ମେନେଜର କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ କାନ୍ଦୁଲ ଝର ଗ୍ରାମ ର ନୀଳାମ୍ବର ଜୁଆଡ ( ୨୫) ବୋଲି ଜଣା ପଡିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ଡାବୁଗାଁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ ଡାବୁଗାଁ ସଦର ପାତ୍ର ସାହି ନିକଟ ଏକ ଗୃହରେ ୬ ମାସ ତଳେ ଏକ ଅର୍ଥ ଲଗାଣ କାରୀ ବେସରକାରୀ ସଂସ୍ଥା ବନ୍ଧନ ବ୍ୟାଙ୍କ ଖୋଲି ବ୍ୟବସାୟ ଆରମ୍ଭ କରିଥିଲା। ଏ ଅଞ୍ଚଳ ର ବିଭିନ୍ନ ଗ୍ରାମରେ ଗ୍ରୁପ ମାଧ୍ୟମରେ ମହିଳା ମାନଙ୍କୁ ଲୋନ ଦିଆଯାଇ ସପ୍ତାହ ରେ ଲୋନ ଆଦାୟ କରାଯାଉଥିଲା। ଏହି ବନ୍ଧନ ବ୍ୟାଙ୍କ ର ବ୍ୟାଙ୍କ ମ୍ୟାନେଜର ଭାବେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ କାନ୍ଦୁଲ ଝର ଗ୍ରାମ ର ନୀଳାମ୍ବର ଜୁଆଡ (୨୫) କାର୍ଯ୍ୟ କରୁଥିଲେ । ସାଥିରେ ଉମରକୋଟ ଥାନା ବୁର୍ଜା ନିକଟ ପୂଜାରୀ ଗୁଡା ଗ୍ରାମ ର ରାମଧର ଭତରା ରିଲେସନ ଶିପ ଅଫିସର ଭାବେ କାର୍ଯ୍ୟ କରି ମିଳିତ ଭାବେ ଅଫିସ ରେ ରହୁଥିଲେ। ତେବେ ରିଲେସନ ସିପ ଅଫିସର ରାମଧର ଭତରା ନିକଟ ବରିପଦର ଗ୍ରାମ ଯାଇ ଅର୍ଥ ଆଦାୟ ପରେ ଦିନ ୧ ଘଣ୍ଟ ସମୟରେ କାର୍ଯ୍ୟାଳୟ କୁ ଫେରିଥିଲେ। ତେବେ କାର୍ଯ୍ୟାଳୟ ମଧ୍ୟରେ ବ୍ୟାଙ୍କ ମେନେଜର ବେକରେ ରଶି ଦେଇ ଆତ୍ମହତ୍ୟା କରିଥିବା ଦେଖିଥିଲେ। ଏ ନେଇ ରାମଧର ଭତରା ଡାବୁଗାଁ ଥାନାରେ ଖବର ଦେଇଥିଲେ। ଖବର  ପାଇ ଡାବୁଗାଁ  ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ନୀଳାମ୍ବର ଜୁଆଡ ଙ୍କ ମୃତ୍ୟୁ ଖବର ଶୁଣି ପରିବାର ଲୋକେ   କଳାହାଣ୍ଡି ରୁ ଡାବୁଗାଁ ପହଞ୍ଚି ଥିବା ବେଳେ ଆଜି ଶବ ବ୍ୟେବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଗଲା । ତେବେ ଅର୍ଥ ଲଗାଣ କାରୀ ବେସରକାରୀ ସଂସ୍ଥା  ର ବ୍ୟାଙ୍କ  ମେନେଜର ନୀଳାମ୍ବର ଜୁଆଡ ଙ୍କ ଏଭଳି ଅକସ୍ମାତ ଆତ୍ମହତ୍ୟା ର କାରଣ ଅସ୍ପଷ୍ଟ ରହିଛି। ପୋଲିସ ର ତଦନ୍ତ ଜାରି ରହିଛି ଏବଂ ପୋଲିସ ର ତଦନ୍ତ ପରେ ପ୍ରକୃତ ଘଟଣା ଟି ଜଣା ପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like