-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ନୟାଗଡ଼- ଗଣିଆ ବ୍ଳକ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଉଦଘାଟନ

18-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ନୟାଗଡ଼ ଜିଲ୍ଲା ଗଣିଆ ବ୍ଳକ ର ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି | ଏହି ଉତ୍ସବ ରେ ମୁଖ୍ୟ ଅତିଥି ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ | ସମ୍ମାନିତ ଅତିଥି ଭାବେ ଗଣିଆ ବ୍ଳକ ଅଧକ୍ଷ ଶେଷ ଦେବ ସ୍ୱାଇଁ, କନ୍ଧମାଳ ସାଂସଦ ଙ୍କ ନୟାଗଡ଼ ଜିଲ୍ଲା ପ୍ରତିନିଧି ତଥା କିଶୋର ପ୍ରସାଦ ଗ୍ରାମପଞ୍ଚାୟତ ସମିତି ସଭ୍ୟ ସଦାଶିବ ମିଶ୍ର, ଗଣିଆ ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଅଧିକାରୀ ମଧୁସୂଦନ ଦାସ, ଗଣିଆ ବ୍ଳକ ଉନ୍ନୟନ ଅଧିକାରୀ ସିରିଆଲ ଶୁଭ୍ର ପଟେଲ ପ୍ରମୁଖ ଯୋଗ ଦେଇଥିଲେ | ଉକ୍ତ ଉତ୍ସବ ରେ ମାନ୍ୟବର ବିଧାୟକ ପ୍ରଦୀପ ପ୍ରଜ୍ବଳନ ଏବଂ ରିବନ କାଟି ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ | ମଶାରୀ ର ଉପକାରିତା ବିଷୟରେ ବିଧାୟକ ଉପସ୍ଥିତ ସମସ୍ତ ଜନସାଧାରଣ ଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ | ମ୍ୟାଲେରିଆ, ଟାଇଫଏଡ ଭଳି ଦୁରାରୋଗ୍ୟ ର ବାହକ ଠାରୁ ବଂଚିବା ପାଇଁ ମଶାରୀ ନିତ୍ୟାବଶ୍ୟକ ମାନି ଓଡିଶା ସରକାର ଙ୍କ ଏହି ଅଭିନଵ କାର୍ଯ୍ୟକ୍ରମ କୁ ଉପସ୍ଥିତ ସମସ୍ତ ଅତିଥି ମାନେ ଭୁରି ପ୍ରଶଂସା କରିଥିଲେ | କିନ୍ତୁ ବର୍ତମାନର କୋଭିଡ ଗାଇଡ଼ ଲାଇନ ଅନୁସାରେ ଉକ୍ତ କାର୍ଯ୍ୟକ୍ରମ କରାଯାଇନଥିବା ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି | ସଭାରେ ଉପସ୍ଥିତ କେତେକ ବ୍ୟକ୍ତି ମାସ୍କ ପରିଧାନ କରିନଥିବା ବେଳେ ସାମାଜିକ ଦୂରତା କୁ ଭୁଲି ଆୟୋଜକ ଚୌକି ପକାଇଥିବା ହେତୁ ବୁଦ୍ଧିଜୀବୀ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି | 


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like