-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

09-Jan-2024



ବୌଦ୍ଧ : ଅପରାହ୍ନ ଘ.୪.୩୦ମି. ସମୟରେ ୭୫ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ, ୨୦୨୪ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ଵାଇଁଙ୍କ ଅଧ୍ୟକ୍ଷତାରେ  ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଟିତ ହୋଇଯାଇଛି ।  ଚଳିତବର୍ଷ ଜିଲ୍ଲା ଷ୍ଟାଡିୟମଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ଦିବସ ଉପଲକ୍ଷେ ପ୍ରାତଃ ଘ.୪.୩୦ମି.ରେ

ରାମଧୂନ, ୬ଘଟିକାରେ ସମସ୍ତ ଶିକ୍ଷାନୁଷ୍ଠାନରେ ପ୍ରଭାତଫେରୀ, ଘ.୭.୪୫ମି. ସମୟରେ ସହରର ବିଭିନ୍ନ ଛକରେ ସ୍ଥାପିତ ମହାପୁରଷମାନଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ, ପୂର୍ବାହ୍ନ ୮.୩୦ ରେ ମୁଖ୍ୟଅତିଥିଙ୍କ ଦ୍ୱାରା ପ୍ୟାରେଡ ପଡିଆଠାରେ ଜାତୀୟ ପତାକା ଉତ୍ତୋଳନ,ପୋଲିସବାହିନୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀଙ୍କ ଦ୍ୱାରା ସମ୍ମିଳିତ ପ୍ୟାରେଡ,ସାଂସ୍କୃତିକ କାର୍ଯ୍ୟକ୍ରମ ,ସରକାରଙ୍କ ବିଭିନ୍ନ ବିଭାଗୀୟ ଉନ୍ନୟନ କାର୍ଯ୍ୟକ୍ରମର ସଚେତନତା ବାର୍ତାବାହକ ପ୍ରଜ୍ଞାପନ ମେଢ ପଡିଆରେ ପ୍ରଦର୍ଶିତ ହେବ । କାର୍ଯ୍ୟକ୍ରମ ପରେ ପରେ ସମସ୍ତ ରଥ ଏକା ସାଙ୍ଗରେ ବୌଦ୍ଧ ସହର ପରିକ୍ରମା କରିବ । ଏହି ଦିବସ ଉପଲକ୍ଷେ ମୁଖ୍ୟଅତିଥିଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କୁଷ୍ଠାଶ୍ରମ, ଉପକାରାଗାରର ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯିବ । ଏହି ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ, କବିତାପାଠୋତ୍ସବ, କୌତୁକ ବେଶପୋଷାକ ପ୍ରତିଯୋଗିତର ଆୟୋଜନ କରାଯିବ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ଲଷ୍ଟର ସ୍ତରରେ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀ ଜିଲ୍ଲାସ୍ତରୀୟ  ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଭାଗ ନେବେ ଏବଂ କୃତୀ ପ୍ରତିଯୋଗୀଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ପୁରସ୍କୃତ କରାଯିବ । ।  ଏହି ଅବସରରେ ବିଭିନ୍ନ କ୍ଷେତ୍ର ରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ  ସମ୍ବର୍ଦ୍ଧିତ କରାଯିବ ।  ପ୍ୟାରେଡ ପୂର୍ବାଭ୍ୟାସ ଜାନୁୟାରୀ ୨୨, ୨୩ ଓ ୨୪ରେ ଅନୁଷ୍ଠିତ ହେବ ।   ପଡିଆରେ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୧୦୦ ଜଣ ଛାତ୍ରୀ ନୃତ୍ୟ ପରିବେଷଣ କରିବେ । ଏହାର ଦାୟିତ୍ଵ ଗୋପାଳ ବେହେରାଙ୍କ ଉପରେ ନ୍ୟସ୍ତ କରାଗଲା ।    ବୈଠକରେ ଜିଲ୍ଳା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ବୈଠକର କାର୍ଯ୍ୟସୂଚୀ ପାଠ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳଙ୍କ ତତ୍ଵାବଧାନରେ ସମ୍ପାଦିତ ହେବ ।  ଅନ୍ୟମାନଙ୍କ ମଧ୍ୟରେ ସାଂସଦଙ୍କ ପ୍ରତିନିଧି ତାରେଣୀ ମହାପାତ୍ର, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଅତିରିକ୍ତ ଏସପି ଏମ ମିଞ୍ଜ, ଏସଡିପିଓ କୈଳାସ ଚନ୍ଦ୍ର ସେଠୀ, ଆର.ଇ କୁଳମଣି ଗିରି, ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ନଗେସ ଜେନା, ଡେପୁଟି ଏସପି କପିଳେଶ୍ଵର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ. ଜୟକୃଷ୍ଣ ମିଶ୍ର,  ନିର୍ବାହୀ ଅଧିକାରୀ ବୌଦ୍ଧ ଏନଏସି ଅଶୋକ କୁମାର ବେହେରାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ,ସରକାରୀ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ, ବରିଷ୍ଠ ନାଗରିକ, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଗଣମାଧ୍ୟମ ପ୍ରତିନିଧି, ସ୍ଵେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ଯୋଗଦେଇଥିଲେ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026

You Might Also Like