-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ରାଜ୍ୟ

ସର୍ବଭାରତୀୟ ମଠଖାଇ ମହୋତ୍ସବର ତୃତୀୟ ଦିନ, ମୟୁରଭଂଜର ଛଉ ନୃତ୍ୟ କୁ ଉପଭୋଗ କରିଲେ ଦେଖଣାହାରୀ 

09-Jan-2024



ବଲାଙ୍ଗୀର, - ଜମୁଛି ନାଟ୍ୟପ୍ରେମୀ ଓ କଳାକାରଙ୍କ ଭିଡ । ବଲାଙ୍ଗୀରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ଓ ମଠଖାଇ ମହୋତ୍ସବ ପାଳନ କମିଟି ପକ୍ଷରୁ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ଠାରେ ଆୟୋଜିତ ପଞ୍ଚଦଶତମ ସର୍ବଭାରତୀୟ ମଠଖାଇ ମହୋତ୍ସବର ଆଜି ହେଉଛି ତୃତୀୟ ସଂଧ୍ୟା । ଭୂମିକା ପରିବାରରର ବ୍ୟାସଦେବ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାର  ଆଜିର ସଂଧ୍ୟାରେ ମୁଖ୍ୟ ଅତିଥି ଭାବରେ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଭାଇସ୍ ଚାନ୍‌ସେଲର ପ୍ରଫେସର ଡ. କମଲଜିତ ସିଂହ ଯୋଗ ଦେଇ ଆଜିର ଆଧୁନିକ ଯୁଗରେ ନାଟକ ପରମ୍ପରାକୁ ବଂଚାଇବା ଦିଗରେ ଭୂମିକା ଅନୁଷ୍ଠାନର ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ । ବରେଣ୍ୟ ଅତିଥି ଭାବରେ  ବଲାଙ୍ଗୀର ଡିଏଫ୍‌ଓ ନିତିଶ କୁମାର  ମଂଚାସୀନ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

ସଭା ପ୍ରାରମ୍ଭରେ କବି ତଥା ଯୁବ କଳାକାର ଅର୍ଜୁନ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ନାଟ୍ୟକାର ତଥା ଭଲିବଲ ଖେଳାଳି ଅନୁପ ସାହୁଙ୍କୁ ମଠଖାଇ ମହୋତ୍ସବ କମିଟି ପକ୍ଷରୁ ମାନପତ୍ର ଓ ଉପାୟନ ଦେଇ ମଠଖାଇ ସମ୍ମାନରେ ସମ୍ମାନିତ  କରାଯାଇଥିଲା । ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ବିଧାୟକ  ନରସିଂହ ମିଶ୍ର ନିଜ ଅଭିଭାଷଣରେ ସମସ୍ତେ ନାଟକକୁ ଉପଭୋଗ କଲେ  ନାଟ୍ୟ ପରମ୍ପରା ସମୃଦ୍ଧ ହେବ ବୋଲି କହିଥିଲେ । ଶେଷରେ ଅଭିନେତା ତଥା କବି ବିଜୟ ତ୍ରିପାଠୀ  ଧନ୍ୟବାଦ ଅର୍ପଣ କରିଥିଲେ । ଦିନବେଳା ସ୍ଥାନୀୟ ବଲାଙ୍ଗୀର କଲେଜ ରେ ଭୂମିକା ପକ୍ଷରୁ ‘ଆମେ କାଏଁ ଯେ ନାଟ୍ କର୍‌ମା’  ଶୀର୍ଷକ ବିଷୟ ଉପରେ ଉକ  ଆଲୋଚନାଚକ୍ର

ଅନୁଷ୍ଠିତ ହୋଇଥିଲା । ସ୍ୱର୍ଗତ ହରିହର ମିଶ୍ରଙ୍କ ନାମରେ ଆଜିର ମଂଚକୁ ସମର୍ପଣ କରାଯାଇଥିଲା । ପରେପରେ ନାଟ୍ୟକାର ଅଶୋକ କୁମାର ବହିଦାରଙ୍କ ଲିଖିତ  କୋସଲୀ ନାଟକ ‘ତୋର୍ ପାର୍ କେ ମୋର ପାହାର୍‌’ ମଂଚସ୍ଥ ହୋଇଥିଲା । ମୟୁରଭଂଜର ଛଉ ନୃତ୍ୟ ଓ ବରପାଲିର ଘୁଡ୍‌କା ନୃତ୍ୟ କୁ ଦର୍ଶକ ମାନେ ଉପଭୋଗ କରିଥିଲେ ।  ୫ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା  ଏହି ନାଟ୍ୟ ମହୋତ୍ସବରେ ଶତାଧିକ ନାଟ୍ୟପ୍ରେମୀ, ଭୂମିକା ପରିବାରର ସଦସ୍ୟ  ଓ କାଳକାର ମାନଙ୍କ ସମାଗମ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like