-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ଘରକୁ ଘର ବୁଲି ଶ୍ରଦ୍ଧାଳୁଙ୍କ ଠାରୁ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ

10-Jan-2024



ହିଞ୍ଜିଳିକାଟୁ(କୃଷ୍ଣଚନ୍ଦ୍ର ପଣ୍ଡା)ଶ୍ରୀ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ସୁରକ୍ଷା ଏବଂ ପ୍ରଚାର – ପ୍ରସାର, ଓଡିଶା ସରକାରଙ୍କ ଆମ ଓଡିଶା- ନବୀନ ଓଡିଶା ଯୋଜନାର ଅନ୍ୟତମ ଅଂଶବିଶେଷ ଅଟେ । ଏହି କ୍ରମରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ମାସ ୧୭ ତାରିଖରେ ପୁରୀ ଶ୍ରୀ ଜଚଗନ୍ନାଥ ମନ୍ଦିରରେ ନିର୍ମିତ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଉକ୍ତ ଐତିହାସିକ ମୁହୁର୍ତ୍ତରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ, ସମଗ୍ର ରାଜ୍ୟରୁ ଶ୍ରଦ୍ଧାଳୁ ମାନଙ୍କୁ ଉକ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି । ଏହି ମୁହୁର୍ତ୍ତକୁ ଅଧିକ ଭାବପୁର୍ଣ୍ଣ କରିବା ପାଇଁ ବିଭିନ୍ନ ସାଂସ୍କୃତିକ ଓ ପ୍ରଚାରଧର୍ମୀ କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମ ପଞ୍ଚାୟତ ଓ ବ୍ଳକରୁ ସମସ୍ତ ଶ୍ରଦ୍ଧାଳୁଙ୍କ ଅଂଶଗ୍ରହଣ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଚଳିତ ମାସ ୬ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଗ୍ରାମ ପଞ୍ଚାୟତ ଓ ବ୍ଳକରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବହୁ କାର୍ଯ୍ୟକ୍ରମ ଗୁଡିକ ଆୟୋଜନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଶନିବାର ହିଞ୍ଜିଳିକାଟୁ ବ୍ଳକ ପ୍ରଶାସନର ଯୋଜନା ମୁତାବକ ୩ଟି ଅର୍ପଣ ରଥର ଶୁଭାରମ୍ଭ କରାଯାଇଛି । ସଂପୃକ୍ତ ରଥ ଗୁଡିକ ସ୍ଥାନୀୟ ବ୍ଳକର ବିଭିନ୍ନ ପଞ୍ଚାୟତର ଘରକୁ ଘର ପରିଭ୍ରମଣ କରି ପ୍ରତ୍ୟେକ ପରିବାରରୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କରିବ । ପ୍ରଥମ ଦିବସ ଶନିବାର ହିଞ୍ଜିଳିକାଟୁ ବ୍ଳକ ନନ୍ଦିକ ପଞ୍ଚାୟତରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତିଭାସନ ରଥର ଶୁଭାରମ୍ଭ କରିଥିଲେ । ପରେ ୩ଟି ରଥ ନନ୍ଦିକ, କଞ୍ଚୁରୁ ଓ ଦୟାପଲ୍ଲୀ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଭ୍ରମଣ କରିଥିଲା । ବିଭିନ୍ନ ଗ୍ରାମରେ ସଂପୃକ୍ତ ରଥକୁ ପୁର୍ଣ୍ଣକୁମ୍ଭ ସ୍ଥାପନ ସହ ସଂକିର୍ତ୍ତନ ସହକାରେ ସ୍ୱାଗତ କରିବା ସହ ଭକ୍ତିପୁର୍ଣ୍ଣ ପରିବେଶ ମଧ୍ୟରେ ପ୍ରତ୍ୟେକ ଶ୍ରଦ୍ଧାଳୁଙ୍କ ଠାରୁ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ସିଡିପିଓ ଗାଙ୍ଗୀ ସୁବୁଦ୍ଧି, ରାଜ୍ୟ କୃଷି ବିପଣନ ସଂସ୍ଥା ଉପଦେଷ୍ଟା ସୁରେନ୍ଦ୍ରନାଥ ପ୍ରଧାନ, ବ୍ଳକ ଅଧ୍ୟକ୍ଷା ସରସ୍ୱତୀ ସେଠି, ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ସଭ୍ୟା ବାଇ ଗିତାଞ୍ଜଳି, ପ୍ରିତି ସାହୁ, ପ୍ରାକ୍ତନ ବ୍ଳକ ଅଧ୍ୟକ୍ଷ ଏନ. ରଗୁନାଥ, ସରପଞ୍ଚ କୃଷ୍ଣଚନ୍ଦ୍ର ଭଉଳ, ମଦନମୋହନ ସେଠି, ଅଭିମନ୍ୟୁ ସାହୁ, ବି. ସଞ୍ଜିତା, ସନ୍ତୋଷ ସାହୁ, ସମିତି ସଭ୍ୟ ଇ. ରାଜାରାଓ, ଜଗବନ୍ଧୁ ସାହୁ, ରାମହରି ଶର୍ମା, ପିଇଓ ବିଜୟ ସେଠି, ପ୍ରତାପ ସାହୁଙ୍କ ସମେତ ବହୁ ଜନ ପ୍ରତିନିଧି ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like