-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା ଟ୍ରକ୍‌, ସ୍ୱାମୀ-ସ୍ତ୍ରୀ ମୃତ ୫ ଗୁରୁତର!

18-Dec-2020



 ନୂଆପଡ଼ା, (ପ୍ରେରଣା ଖବର ବ୍ୟୁରୋ) - : ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ନୂଆପଡ଼ା ବିଲେଞ୍ଜର ଗାଁ ଛକ ଠାରେ ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ । ଦୁର୍ଘଟଣାରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି । ଝିଅ ଓ ନାତୁଣୀଙ୍କ ସହ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଗୁରୁତର ମାନଙ୍କୁ ରାୟପୁର ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି । ମୃତକମାନେ ହେଲେ ଗଜେନ୍ଦ୍ର ଦଣ୍ଡସେନା ଓ ସୁଦେଷ୍ଣା ଦଣ୍ଡସେନା। ସେହିପରି ଗୁରୁତର ଆହତମାନେ ହେଲେ ଦୁଲ୍ଲଭି ଦଣ୍ଡସେନା, ଜୟ ପ୍ରକାଶ ଗହୀର, ଲୀଲାବତି ବାଗ, ଗିରିଧାରୀ ବାଗ ଓ ରିଦ୍ଧି ପାତ୍ର!!*ତରବୋଡ଼ ଗାଁ ର ଗଜେନ୍ଦ୍ର ଦଣ୍ଡସେନା ଓ ତାଙ୍କ ସ୍ତ୍ରୀ ସୁଦେଶନା ଦଣ୍ଡସେନା ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାକୁ ବୋଲେରୋ ଗାଡ଼ିରେ ଯାଇ କାମ ସରିବା ପରେ ନିଜ ଘର ତରବୋଡ଼କୁ ଫେରୁଥିଲେ । ରାତି ପ୍ରାୟ ୧୨ ଟା ସମୟରେ ବିଲେଞ୍ଜର ଠାରେ ସାମ୍ନାପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା । ସ୍ୱାମୀ ସ୍ତ୍ରୀ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ସାଙ୍ଗରେ ଥିବା ଝିଅ ଓ ନାତୁଣୀ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like