-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||     

HOME   ଜିଲ୍ଲା

ହିଞ୍ଜିଳିରେ ଓଏଭି ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଲେ ୫୦୩ ବିଦ୍ୟାର୍ଥୀ

10-Jan-2024



ହିଞ୍ଜିଳିକାଟୁ(କୃଷ୍ଣଚନ୍ଦ୍ର ପଣ୍ଡା ): ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପ୍ରବେଶିକା ପରୀକ୍ଷା ଆରମ୍ଭ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ୨୨ଟି ବ୍ଳକ୍ ର ଓଏଭି ନିମନ୍ତେ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ । ହିଞ୍ଜିଳିବ୍ଳକ ଅନ୍ତର୍ଗତ ଶାସନ ଆମ୍ବଗାଁରେ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଆଜି ତା ୦୯/୦୧/୨୪ ମଙ୍ଗଳବାର ଦିନ ପ୍ରବେଶିକା ପରୀକ୍ଷା ନିମନ୍ତେ ୫୧୮ଜଣ ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିବା ବେଳେ ୫୦୩ ଜଣ ପରୀକ୍ଷା ଦେଇଥିଲେ ଏବଂ ୧୫ଜଣ ଅନୁପସ୍ଥିତ ଥିଲେ। ଏହି ପରୀକ୍ଷା ୩ଟି ବିଦ୍ୟାଳୟର କେନ୍ଦ୍ରରେ ଷଷ୍ଠ ,ଅଷ୍ଟମ ଏବଂ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଦେବା ପାଇଁ ହୋଇଥିଲା । ଏହି ତିନୋଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ନିମନ୍ତେ ପୌରାଞ୍ଚଳ ସ୍ଥିତ ସରକାରୀ ଏନ.ଏ.ସି ଉଚ୍ଚ ବିଦ୍ୟାଳୟରେ ଓଏଭି ପ୍ରବେଶିକା ପରୀକ୍ଷା ଦେବାପାଇଁ ୧୧୪ଜଣଙ୍କ ନାମ ନିର୍ଦ୍ଧାରିତ ରହିଥିବା ବେଳେ ୧୧୦ ଜଣ ଉପସ୍ଥିତ ଏବଂ ୦୪ ଅନୁପସ୍ଥିତ ରହିଥିଲେ । ସେହିପରି ସରକାରୀ କଞ୍ଚୁରୁ ବିଦ୍ୟାପୀଠରେ ୨୦୦ଜଣ ଛାତ୍ରଛାତ୍ରୀଙ୍କ ନାମ ରହିଥିବା ବେଳେ ମୋଟ ୧୯୭ଜଣ ଉପସ୍ଥିତ ଏବଂ ୦୩ ଜଣ ଅନୁପସ୍ଥିତ ଥିଲେ । ସେହି ଭଳି ହିଞ୍ଜିଳିବ୍ଳକ ଅନ୍ତର୍ଗତ ଶାସନ ଆମ୍ବଗାଁ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରେ ମୋଟ ୨୦୪ ଛାତ୍ରଛାତ୍ରୀଙ୍କ ପାଇଁ ନାମ ପଞ୍ଜିକୃତ ଥିବା ବେଳେ ୧୯୬ଜଣ ଉପସ୍ଥିତ,ଏବଂ ୦୮ଜଣ ବିଦ୍ୟାର୍ଥୀ ଅନୁପସ୍ଥିତ ରହିଥିଲେ । ଜଣେ ମାତ୍ର ନବମ ଶ୍ରେଣୀ ନିମନ୍ତେ ଉପସ୍ଥିତ ଥିଲେ। ଏଥିରେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲ ଏବଂ ହିଞ୍ଜିଳି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଏସ୍ ଗିରିଧର ପରୀକ୍ଷା ନିର୍ବାହ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ କଞ୍ଚୁରୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଜିତ କୁମାର ପାଢୀ ଏବଂ ସରକାରୀ ଏନ.ଏ.ସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ରଜନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ପରୀକ୍ଷା କେନ୍ଦ୍ରକୁ ପରିଚାଳନା କରିଥିଲେ । ଆଜିର ପ୍ରବେଶିକା ପରୀକ୍ଷା ଶାନ୍ତିଶୃଙ୍ଖଳା ଭାବେ ସାରିଥିବା ବିଇଓଙ୍କ ଠାରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026

You Might Also Like