-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||     

HOME   ଜିଲ୍ଲା

ସରସରା କ୍ଲଷ୍ଟର ରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

10-Jan-2024




ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ):ଜୱାହର ନବୋଦୟ ବିଦ୍ୟାଳୟ, ପାଲଝର ତରଫରୁ ବରିଷ୍ଠ ଶିକ୍ଷକ ଦିଲୀପ କୁମାର ବାଡତ୍ୟାଙ୍କ ଉଦ୍ୟମରେ  ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (ଏଫ.ଏଲ.ଏନ.) କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ସମ୍ପନ୍ନ  ହେଇଯାଇଛି। ହରଭଙ୍ଗା   ବ୍ଲକ ଅନ୍ତର୍ଗତ ସରସରା କ୍ଲଷ୍ଟରର  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପଦ୍ୟ ଆବୃତ୍ତି ଓ ଗଦ୍ୟ ପଠନ  ମାଧ୍ୟମରେ ମୌଳିକ ସାକ୍ଷରତା ଜ୍ଞାନ ପ୍ରତି ସଚେତନତା ସମ୍ପର୍କିତ କର୍ମଶାଳାରେ ଉପସ୍ଥିତ ରହି ଦିଲୀପ କୁମାର ବାଡତ୍ୟା ତାଙ୍କ ବକ୍ତବ୍ୟରେ  ଅକ୍ଷର ଜ୍ଞାନ,ଆବୃତି  ଓ ପଠନ  ଉପରେ ଗୁରୁତ୍ଵ ଦେବା ସଙ୍ଗେସଙ୍ଗେ  ପିଲାମାନକୁ ଆଗାମୀ ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଶୁଭକାମନା ବ୍ୟକ୍ତ କରିଥିଲେ। କାର୍ମଶାଳା ରେ ସରସରା କ୍ଲଷ୍ଟର ର ସିଆରସିସି ଶ୍ରୀ ଶ୍ରିବନ୍ତ୍  ନାୟକ ଏବଂ ପ୍ରଧାନ ଶିକ୍ଷକ ତ୍ରିଲୋଚନ ବେହେରା ଉପସ୍ଥିତ ରହି କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।  ଉପସ୍ଥିତ ଅତିଥି ମାନେ ତାଙ୍କ  ବକ୍ତବ୍ୟରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ  ବିକଶିତ କରିବା ପାଇଁ  ଶିକ୍ଷକମାନଙ୍କ ଯୋଗଦାନ କୁ ପ୍ରଶଂସା କରିଥିଲେ । ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ  ମୌଳିକ ପଠନ  ଓ ଆବୃତ୍ତି  ବିଷୟରେ ଆଲୋଚନା କରା ଯାଇଥିଲା । ପିଲାଙ୍କ ପାଇଁ ଆୟୋଜିତ  ପଦ୍ୟ ଆବୃତ୍ତି  ପ୍ରତିଯୋଗିତାରେ  ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀ  ସୁଶ୍ରୀ ଅମୃତା ଗୁରୁ , ଚତୁର୍ଥ ଶ୍ରେଣୀ ଛାତ୍ରୀ ସିମ୍ରନ ପ୍ରଧାନ, ଚତୁର୍ଥ ଶ୍ରେଣୀ ଛାତ୍ରୀ ଅନ୍ଵେଷା ପ୍ରଧାନ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ  ତୃତୀୟ  ସ୍ଥାନ ଗ୍ରହଣ କରିଥିଲେ । ଗଦ୍ୟ ପଠନ  ପ୍ରତିଯୋଗୀତାରେ ପଞ୍ଚମ ଶ୍ରେଣୀ ଛାତ୍ର  ଆକାଶ ବାରିକ , ଚତୁର୍ଥ ଶ୍ରେଣୀ ଛାତ୍ରୀ ସୋନାଲୀ ପ୍ରଧାନ, ତୃତୀୟ ଶ୍ରେଣୀ ଛାତ୍ରୀ ରୁଚିସ୍ମିତା ସ୍ଵାଇଁ ଯଥାକ୍ରମେ ପ୍ରଥମ , ଦ୍ଵିତୀୟ ଓ  ତୃତୀୟ  ସ୍ଥାନ ଗ୍ରହଣ କରିଥିଲେ ।  କାର୍ଯ୍ୟକ୍ରମ ର  ଶେଷରେ ବିଦ୍ୟାଳୟ ର  ପ୍ରଧାନ ଶିକ୍ଷକ  ଓ ଏଫ.ଏଲ.ଏନ  ର ସଂଯୋଜକ ଶ୍ରୀ ଦିଲୀପ କୁମାର ବାଡତ୍ୟାଙ୍କ ଦ୍ଵାରା କୃତୀ  ବିଜେତା ମାନଙ୍କୁ ପ୍ରଶଂସା ପତ୍ର ବିତରଣ କରାଯାଇଥିଲା । ସରସରା  ଉଚ୍ଚ ପ୍ରାଥମିକ  ବିଦ୍ୟାଳୟ ର ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026

You Might Also Like