-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ସମ୍ବଲପୁର - ଅପରାଧ ନିୟନ୍ତ୍ରଣ ପାଇଁ ଓକିଲଙ୍କ ଦାବି

18-Dec-2020



ସମ୍ବଲପୁର:(ଦେବାଶିଷ ବେହେରାଙ୍କ ରିପୋର୍ଟ) - ଜିଲ୍ଳାର ବିପର୍ଯ୍ୟସ୍ତ ଆଇନଶୃଖଳା ପରିସ୍ଥିତିର ପ୍ରତିକାର କରିଛି ଜିଲ୍ଲାର ଓକିଲ ସଂଘ । ଗତ କିଛି ଦିନ ହେବ ସମଗ୍ର ଜିଲ୍ଲାରେ ହତ୍ୟା, ଚୋରି ସହ ବ୍ୟାପକ ନିଶା କାରବାର ଚାଲିଛି ବୋଲି ଅଭିଯୋଗ କରିଛି ସଂଘ । ପଶ୍ଚିମ ଓଡିଶାର ପ୍ରଶାସନିକ ବ୍ୟବସ୍ଥାରେ ସମ୍ବଲପୁର ଜିଲ୍ଲା ଏକ ପ୍ରମୁଖ ଜିଲ୍ଲା ହୋଇଛି । ଜିଲ୍ଲାରେ ଖାଲି ପଡିଥିବା ଏସପି, ଡିଜି ପଦ ତୁରନ୍ତ ପୂରଣ କରିବା ଦାବିରେ ସମ୍ବଲପୁର ଜିଲ୍ଳା ଓକିଲ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ଯରେ ଦାବିପତ୍ର ପଠାଯାଇଛି । ଜିଲ୍ଳା ଓକିଲ ସଂଘ ସଭାପତି ଡ. ପ୍ରମୋଦ କୁମାର ରଥ ଏକ ସାମ୍ବାଦିକ ସମ୍ବିଳନିରେ ସିଧାସଳଖ ଅଭିଯୋଗ କରିଥିଲେ ଯେ ଜିଲ୍ଲାରେ ଆଇନ ଶୃଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଜମି ମାଫିଆମାନେ ସକ୍ରିୟ ହୋଇ ନିରୀହ ଆଦିବାସୀଙ୍କୁ ଅଳ୍ପ ଟଙ୍କା ଦେଇ ସେମାନଙ୍କ ଜମିକୁ ଦଖଲ କରିଛନ୍ତି । ଜିଲ୍ଲା ପ୍ରଶାସନ ମାଫିଆଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଓକିଲ ସଂଘ ଦାବି କରିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like