-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ଉଦଯାପିତ

11-Jan-2024



ସୋନପୁର( ମନୋରଞ୍ଜନ ତ୍ରିପାଠୀ ) ନୃତ୍ୟ ସଙ୍ଗୀତ ର ପହାପାର୍ବଣ ସବର୍ଣ୍ଣ ଲୋକ ମହୋତ୍ସବ ୨୦୨୪  ଲୋଇସିଂହା ଶଙ୍କର ବେହେରା ଙ୍କ ସୁର ସାଧନା ଓ ସମ୍ବଲପୁର  ପଦ୍ମିନୀ ଡୋରା ଙ୍କ ଲହରୀ କଳାକାର ଙ୍କ ନାଚ ଗୀତ ଓ ଜିଲ୍ଲାପାଳ ଓ ଏସପି ଙ୍କ ଯୋଡ଼ି ଙ୍କ ନାଚ ଗୀତ ର ତାଳେ ତାଳେ ଗତ କାଲି ରାତିରେ ଉଦଯାପିତ ହୋଇ ଯାଇଛି l ଜିଲ୍ଲାପାଳ  ଙ୍କ ଓ ଏସପି ଙ୍କ ସହଧର୍ମିଣୀ ଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାଶ ଓ ଏଡି ଏମ୍ ଶ୍ରୀମତୀ ପଧାନ, ଅବକାରୀ ଅଧିକ୍ଷିକା, ତହସିଲଦାର, ସଂସ୍କୃତି ଅଧିକାରୀ, ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଅତିରିକ୍ତ ଯୋଗାଣ ଅଧିକାରୀ ,  ବିଭିନ୍ନ ଅଧିକାରି କର୍ମଚାରୀ ଓ ଆୟୋଜକ କମିଟି ର ଶ୍ରୀବତ୍ସ ମଲ୍ଲିକ, ଗଦା ଧର ବାରିକ,  ପ୍ରମୁଖ ସାଂସ୍କୃତିକ କମିଟି ର ସମସ୍ତ ସଭ୍ୟ, ଉଦ୍ଘୋଷକ , କଳାକାର, ମିଡିଆ ଏଇ ନାଚ ଗୀତ ରେ ସାମିଲ ହୋଇ ଖୁବ୍ ମଜା ନେଇଥିଲେ l ଉଦଯାପନୀ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଚଳ ଚିତ୍ର ନିର୍ଦ୍ଦେଶକ ଡ଼. ସବ୍ୟ ସାଚୀ ମହାପାତ୍ର ଯୋଗ ଦେଇ ସୋନପୁର ର ପ୍ରାଚୀନ ସଂସ୍କୃତି ର ସଂରକ୍ଷଣ ଉପରେ ଗୁରୁତ୍ବ ଦେବା କୁ ପରାମର୍ଶ କରିଥିଲେ l ଏଡିଏମ୍ ସୂର୍ଯ୍ୟ ନାରାୟଣ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ଉଦଯାପନୀ ସଭା ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଲେନ୍ଦୁ ରାୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ର ସଚିବ ପ୍ରବୋଧ ରଥ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ପ୍ରତିଭା, କଳାକାର, ମେଳା ର ସଫଳ ବ୍ୟବ ସାୟୀ, ବିଭିନ୍ନ ବିଭାଗ , ପୌର ପରିଷଦ,  ସ୍ୱଚ୍ଛ ଭାରତ ସଂଗଠନ ଓ ହୋଟେଲ ମାଲିକ ମାନଙ୍କୁ  ସମ୍ବର୍ଦ୍ଧିତ କରିଥିଲେ l କବି ପ୍ରଦ୍ୟୁମ୍ନ ସାହୁ ସଭା ସଂଯୋଜନା କରିଥିବା ବେଳେ ନାଟ୍ୟ ଶ୍ରୀ ଗଦା ଧର ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ l  ନୂଆଁ ପଡ଼ା ଢ଼ୋଲ୍ ମୁହୁରୀ, ସୋନପୁର ର ଲେବେଲ ଡେନ୍ସ ଗ୍ରୁପ୍, ପଶ୍ଚିମ ବଙ୍ଗ ପୁରୁଲିଆ ଛଉ ନାଚ, ଗଞ୍ଜାମ ବାଘ ନାଚ, ବରଗଡ କକଲା ଜିବି,  ଅନୁଷ୍ଠାନ  ସମେତ ରାଜ୍ୟ ତଥା ରାଜ୍ୟ ବାହାର ର ଅନେକ କଳାକାର ନାଚ ଗୀତ ପରିବେଷଣ କରି ଦର୍ଶକ ଙ୍କ ମନ ମୋହିଥିଲେ l

ଜିଲ୍ଲାପାଳ ତଥା ସଂସ୍କୃତି ପରିଷଦ ଅଧ୍ୟକ୍ଷ ବିମଳେନ୍ଦୁ ରାୟ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଆୟୋଜିତ ଏହି ଉତ୍ସବ ରେ ଏସପି ଅମରେଶ ପଣ୍ଡା, ଏଡିଏମ୍ ସୂର୍ଯୟନାରାୟଣ ଦାଶ, ଅଞ୍ଜଳିନା ପଧାନ, ଅବକାରୀ ଅଧିକ୍ଷକl ସୁମତି ତ୍ରୀପାଠୀ, ସୁଚନା ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ ଭୋଇ , ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଗଦା ଧର ବlରିକ, , ବେଣୀ ବେଦବକ ଲଡ଼ୁ କିଶୋର ମଲ୍ଲିକ ଉତ୍ସବ ରେ ସକ୍ରିୟ ସହଯୋଗ ଓ ପାଞ୍ଚ ଦିନ ବ୍ୟାପୀ ପୁରା ସମୟ ଉପସ୍ଥିତ ରହି  ଅତିଥି ସତ୍କାର ଓ ସବୁ କାର୍ଯ୍ୟକ୍ରମ ର ତଦାରଖ କରିଥିଲେ l ଜିଲ୍ଲା ପ୍ରଶାସନ ପକ୍ଷରୁ ଏ ସି ଏସ ଓ, ,  ଡି ପି ଓ ଅର୍ଜୁନ ମାଝୀ, ଦୁଃଖିଶ୍ୟlମ୍ ସେଠୀ,  ଅଶ୍ଵିନୀ ଭୋଇ, ବିଦ୍ୟା ପତୀ ପଣ୍ଡା, ମାନ ଭଞ୍ଜନ ପଟ୍ଟନାଏକ, କାହୁଁ ଚରଣ ମେହେର,  ସତ୍ୟ ଭୋଇ, ଚମରl ବିଶି, ପ୍ରୁଥିରାଜ ଥନlପତି,  ଖୁବ୍ ସହଯୋଗ କରିଥିଲେ l  ମାନଭଞ୍ଜନ ମିଶ୍ର, ଚୌଧୁରୀ ବିଭାର, ଅବିନାଶ ହୋତା, ଦେବାଶିଷ ପଟନାୟକ, ତନିସା ଅଗ୍ରୱାଲା, ରୁବୀ ବେହେରା, ଅମୃତା ପଣ୍ଡା ପ୍ରମୁଖ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଉଦ୍ଘୋଶକ ଭାବେ ଦାୟିତ୍ଵ ନେଇ ସୁନ୍ଦର ଭାବେ ପରିଚାଳନା କରିଥିଲେ l ଏବର୍ଷ ଉତ୍ସବ ରେ ସାଉଣ୍ଡ, ସିଟିଂ, କେଟ୍ରିନ ବ୍ୟବସ୍ଥା, ଓ ପଡ଼ିଆ ର ମେଟିଂ,  ଅସଂଖ୍ୟ ଷ୍ଟଲ୍, ଖାଦ୍ୟ ଭେରାଇଟି, ସାଜ ସଜ୍ଜା , ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥାକୁ ଦର୍ଶକ ଖୁସି ହୋଇ ଥିବା ବେଳେ  ପଦ୍ମିନୀ ଡୋରା, ଶଙ୍କର ବେହେରା ଙ୍କ ଶେଷ ସମୟ  ର ଗୀତ ନାଚ ଓ ଜିଲ୍ଲା ପୋଲିସ ପ୍ରଶାସନ ର ମୁଖିଆ ମାନଙ୍କ ଯୋଡ଼ି ନାଚ ଗୀତ ରେ ସମସ୍ତ ଙ୍କ ଖୁସି କୁ ଦ୍ଵିଗୁଣିତ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026

You Might Also Like