-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

କିରୋସିନ ବତି ଲଗେଇବା ସମୟ ରେ ନିଆ ରେ ପୋଡ଼ିଗଲେ ମହିଳା

18-Dec-2020



କୋକସରା (ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଳେତେର ପଞ୍ଚାୟତ ବାଗମୁଣ୍ଡା ଗ୍ରାମରେ ଗତ ରାତ୍ରିରେ ହଠାତ ବିଦ୍ୟୁତ ଚାଲିଯିବାରୁ ଟଙ୍କ ମାଝୀଙ୍କ ପତ୍ନୀ ଅମୃତା ମାଝୀ କିରୋସିନ ବତୀ  ଜଳାଉଥିବା ସମୟରେ ତାଙ୍କ ଶାଡିରେ ନିଆ ଲାଗି ଯାଇଥିଲା ସେ ନିଆଁକୁ ଦେଖି ଭାରସାମ୍ୟ ହରାଇ ତଳେ ପଡିଯାଇଥିଲେ ! ଏହି ସମୟରେ ତାଙ୍କ ସ୍ୱାମୀ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିସୁଧା ବିଫଳ ହୋଇଥିଲେ !ଏହି ଘଟଣାରେ ଅମୃତାଙ୍କ ଶରୀର ସମ୍ପୂର୍ଣ୍ଣ ପୋଡ଼ିଯାଇଥିବା ବେଳେ ତାଙ୍କ ସ୍ୱାମୀଙ୍କ ଦୁଇ ହାତ ମଧ୍ୟ ପୋଡ଼ିଯାଇଛି ! ତାପରେ ପୀଡିତାଙ୍କୁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ ହେଲେ ଡାକ୍ତର ନ ପାରିବାରୁ ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ !ସେଥିରେ ମଧ୍ୟ କିଛି ଉନ୍ନତି ନ ହେବାରୁ ବୁର୍ଲା ମେଡିକାଲରେ ଭର୍ତି କଲେ ! ବୁର୍ଲା ଡାକ୍ତର ଅନେକ ଚେଷ୍ଟା ସତ୍ୱେ କିଛି ଫଳପ୍ରଦ ନ ହେବାରୁ ଶେଷରେ ଘରକୁ ଫେରାଇ ନେବାକୁ କହିବାରୁ ଗତକାଲି ରାତ୍ରିରେ ଘରକୁ ଆଣିଲେ ! ଆଜି ସଖାଳେ ତାଙ୍କର ମୃତୁ ହୋଇଥିଲା କେଗାଁ ପୋଲିସ ଖବର ପାଇ ଘଟଣା ସ୍ଥାନରେ ପହଞ୍ଚି ମୃତ ଶରୀରକୁ UD କେଶନଂ ୯  ରେ କେଶରୁଜୁ କରି ଅପମୃତ ମାମଲା ଦେଖାଇ ଶବବ୍ୟବଛେଦ ପାଇଁ ଧର୍ମଗଡ଼ ହସ୍ପିଟାଲ ପଠାଇଥିବା ପୋଲିସ ଆଇ ଆଇ ସି କାହୁଁ ଚରଣ ସ୍ୱାଇଁଙ୍କ ସୂତ୍ରରୁ ପ୍ରକାଶ,।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like