-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||     

HOME   ଜିଲ୍ଲା

କଲାହାଣ୍ଡି ଉତ୍ସବ ଘୁମୁରା ଉଦ୍ ଘାଟିତ, କଳାସଂସ୍କୃତିର ତାଳେ ତାଳେ ,ଦୁଲୁକିଲା ଗୁଡହାଣ୍ଡି ମଞ୍ଚ

11-Jan-2024



କଳାହାଣ୍ଡି,କୋକସରା
(ତ୍ରିନାଥ ଵେଶ୍ରା)
ପ୍ରତିବର୍ଷ ଭଲି ଚଳିତବର୍ଷ ମଧ୍ୟ କଲାହାଣ୍ଡି ଉତ୍ସବ ଘୁମୁରା ୨୦୨୪ କୋକସରା ଠାରେ ପାଳିତ ହୋଇଯାଇଛି । ଦୁଇଦିନ ଧରି ଏହି ଉତ୍ସବ ଆୟୋଜିତ ହୋଇ ଥିବାବେଳେ ବୁଧବାର ତାହା ଉଦ୍ ଘାଟିତ ହୋଇଯାଇଛି ପ୍ରଥମେ ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ଠାରୁ ମଶାଲ ଗୁଡହାଣ୍ଡି ମଞ୍ଚ କୁ ଆସିଥିଲା। ଏହି ମଶାଲ  କୁ ଭବ୍ୟ ସ୍ଵାଗତ ଜଣାଇ ମଞ୍ଚ କୁ ପାଛୋଟି ଆଣାଯାଇଥିଲା। ମଶାଲ ଯାତ୍ରାରେ ଉଛୁଳି ପଡୁଥିଲା ମାଦଳ ବାଜା, ସାଙ୍ଗକୁ ଢୋଳ ମହୁରୀ ଓ ବନାବାଡି ନାଚ,ସହ ଘୋଡାନାଚ, ଭଳି ଅନେକ ଲୋକ ନୃତ୍ୟ । ଆଉ ଦେଖିବାକୁ ମିଳିଥିଲା ବିଭିନ୍ନ ଦେବାଦେବୀ ଙ୍କ ଲାଠି କାଲିସି । ଶହ ଶହ ଲୋକଙ୍କ ଜନଗହଲିରେ ଦର୍ଶକ ଙ୍କୁ ବେଶ୍ ବିମୋହିତ କରୁଥିଲା ଏହି ମଶାଳ ଯାତ୍ରା । ମଶାଳ ଗୁଡହାଣ୍ଡି ମଞ୍ଚ ରେ ପହଞ୍ଚିବା ପରେ ରିତିନିତୀ ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଅତିଥି ମାନଙ୍କ ଦ୍ଵାରା ମଞ୍ଚ ଉଦ୍ଘାଟିତ ହୋଇଥିଲା । କୋକସରା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ସ୍ନେହଁ ପ୍ରଭା ମାଝୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଉଦ୍ ଘାଟନି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ସାଂସଦ ସୁଜିତ କୁମାର ସେଠ୍ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଧର୍ମଗଡ ବିଧାୟକ ମୈ।ଷଧି ବାଗ, ବ୍ଳକ ଅଧ୍ୟକ୍ଷା ରୀତା ଅଗ୍ରୱାଲ, ତହସିଲଦାର ନବିନ କିଶୋର ପାଢ଼ୀ, କୋକସରା ସରପଞ୍ଚ କିଶୋର ପ୍ରଧାନୀ, ପ୍ରମୁଖ ମଞ୍ଚାଶୀନ ହୋଇ ଥିଲେ । ମଞ୍ଚାଶୀନ ଅତିଥି ମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା।ପରେ ବ୍ଳକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ସ୍ୱ।ଗତ ଭାଷଣ ଦେଇ କାର୍ଯ୍ୟକ୍ରମ କୁ ଆଗକୁ ବଢାଇ ଥିଲେ । ଅତିଥି ମାନେ କଲାହାଣ୍ଡି ଉତ୍ସବ ର ମୁଖ୍ୟ ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ବିଷୟରେ ବିଶେଷ ଆଲୋକପାତ  କରିବା ସହ
ଲୋକଙ୍କୁ ଆନନ୍ଦ ଓ ଊତ୍ସାହର ସହଉତ୍ସବ ଟିକୁ ଉପଭୋଗ କରିବାପାଇଁ କହିଥିଲେ । ବିଭିନ୍ନ ବିଭାଗର ଷ୍ଟଲମାନ ଥିବାବେଳେ କୋକସରା ବ୍ଲକ ଶିଶୁ ବିକାଶ ଯୋଜନା ତତଫରୁ ସମ୍ମନିତ ଶିଶୁ ବିକାଶ ଅଧିକାରିଣୀ ସୁ ଶ୍ରୀ ସୋରୋଜା ଲତା ଦେଇ ଓ ମହିଳା ପରି ଦର୍ଶିକା ସୋନିଆ ହେମ୍ରମ ,ପ୍ରିୟା ସିନି ତାଣ୍ଡି ଓ ଅଙ୍ଗୱାଡ଼ି କର୍ମୀ ମାନେ ଉପସ୍ଥିତ ରହି ଲୋକ ମାନଙ୍କୁ ବିଭିନ୍ନ କଞ୍ଚl ପନିପରିବା ଓ ପୁଷ୍ଟି କର ଖାଦ୍ୟ ବିଷୟରେ ଲୋକ ମାନଙ୍କୁ ସଚେତନ କରି ଖାଦ୍ୟ ବିଷୟରେ ବୁଝାଇ ଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଝୁମିଲେ ଦର୍ଶକ । ପଙ୍କଜ ଚୈ।ଧୋରି ଏବଂ ରାଜୁ ରାଉତ ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026

You Might Also Like