-+91-9937148622 |

prerana_bgr@rediffmail.com |

  Thursday 2nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ମଠଖାଇ ମହୋତ୍ସବର ଶେଷ ସଂଧ୍ୟାରେ ଦର୍ଶକଙ୍କ ଭିଡ, ଦିନ ବେଳେ ନାଟକକୁ ନେଇ ଆଲୋଚନାଚକ୍ର- ସଂଧ୍ୟାରେ କୋଶଲି ନାଟକର ମଜା ନେଲେ ଦର୍ଶକ, ସ୍ମରଣିକା ‘ନାଟମଣ୍ଡପ’ ଉନ୍ମୋଚିତ

11-Jan-2024



ବଲାଙ୍ଗୀର,- ଆଜି ହେଉଛି ସର୍ବଭାରତୀୟ ମଠଖାଇ ମହୋତ୍ସବର ପଂଚମ ସଂଧ୍ୟା ଅର୍ଥାତ  ଶେଷ ଦିନ । ଦୀର୍ଘ ୪ ଦିନ ଧରି କୋଶଳ କଳାମଣ୍ଡଳ ପଡିଆରେ ନାଟ୍ୟପ୍ରେମୀ ଓ କଳାକାର ମାନଙ୍କ ସମାଗମ ହୋଇଥିଲା । ଆଜି ଶେଷ ସଂଧ୍ୟାରେ ମଧ୍ୟ ଦର୍ଶକଙ୍କ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଥିଲା । ମଠଖାଇ ମହୋତ୍ସବ କମିଟି ଓ ଭୂିମିକା ପରିବାର ସଦସ୍ୟ ମାନଙ୍କ ଅକ୍ଲାନ୍ତ ଉଦ୍ୟମ ଓ ନିଷ୍ଟା ବଳରେ ନାଟ୍ୟମହୋତ୍ସବ ସଫଳତାର ସହ  ପରିଚାଳିତ ହୋଇଛି । ପ୍ରତ୍ୟେକ ଦିନ ବିଭିନ୍ନ ସ୍ୱାଦର ବିଭିନ୍ନ କଥାବସ୍ତୁକୁ ନେଇ ନାଟକ ପରିବେଷିତ ହୋଇଛି । ଆଜି ଶେଷ ସଂଧ୍ୟାରେ ସମ୍ବଲପୁରର ଅଦୃଶ୍ୟ ନାଟ୍ୟଶ୍ରମ ଦ୍ୱାରା ତଥା ଅତୀଶ କୁମାର ଶତପଥୀଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ ସମ୍ବଲପୁରୀ କ୍ଷୁଦ୍ର ନାଟକ 'ଭାବ୍ ନୁ ଅଭାବ୍' ଦର୍ଶକଙ୍କ ମନ ମୋହିଥିଲା ।  ମଠଖାଇ ମହୋତ୍ସବର ଉପଦେଷ୍ଟ ପ୍ର. ମଧୁସୂଦନ ପତିଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଟିଟିଲାଗଡ଼ ବିଧାୟିକା 

ତଥା ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ  ନିଜର ଅଭିଭାଷଣ ରଖିଥିଲେ । ଭୂମିକା ତଥା ମଠଖାଇ ମହୋତ୍ସବ କମିଟିର ଉପଦେଷ୍ଟl ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ପ୍ରମୁଖ ମଂଚାସୀନ ଥିଲେ । ଏହି ଅବସରରେ ମଠଖାଇ ମହୋତ୍ସବ କମିଟି ପକ୍ଷରୁ ସ୍ମରଣିକା ‘ନାଟମଣ୍ଡପ’ ଉନ୍ମୋଚିତ ହୋଇଥିଲା । ଗତକାଲି ପରି ଆଜି ମଧ୍ୟ ଦିନ ବେଳା ‘ନାଟ୍ ଆର୍ ଜୁଆନ୍  ପିଢ଼ି ‘ ଶୀର୍ଷକ ବଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । 

ଏହି ଅବସରରେ ଅଭିନେତା ତଥା ନିର୍ଦ୍ଦେଶକ ବାଳମୁକୁନ୍ଦ ବେହେରାଙ୍କୁ  ମଠଖାଇ ମହୋତ୍ସବ କମିଟି ପକ୍ଷରୁ ମାନପତ୍ର ଓ ଉପାୟନ ଦେଇ ମଠଖାଇ ସମ୍ମାନରେ ସମ୍ମାନିତ  କରାଯାଇଥିଲା । ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ବିଧାୟକ  ନରସିଂହ ମିଶ୍ର ନିଜ ଅଭିଭାଷଣରେ ସମସ୍ତେ ନାଟକକୁ ଉପଭୋଗ କଲେ  ନାଟ୍ୟ ପରମ୍ପରା ସମୃଦ୍ଧ ହେବ ବୋଲି କହିଥିଲେ । ଭୂମିକାର ସଂପାଦକ ଅଶୋକ ଦାଶ ଅତିଥି ମାନଙ୍କୁ ମଂଚକୁ ଆମନ୍ତ୍ରଣ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ମହୋତ୍ସବରେ ଭୂମିକା ପରିବାରର ସମସ୍ତ ସଦସ୍ୟ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like