-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||     

HOME   ଜିଲ୍ଲା

ଘରୁ ଘରୁ ସଂଗ୍ରହ ହେଲା ଗୁଆ ଓ ଅକ୍ଷତ, ସାମିଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଯୁଗ୍ମ ସଚିବ

12-Jan-2024



ହିଞ୍ଜିଳିକାଟୁ(କୃଷ୍ଣଚନ୍ଦ୍ର ପଣ୍ଡା): ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । କୋଟି କୋଟି ଓଡିଆଙ୍କ ମଉଡମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଭବ୍ୟ ଉତ୍ସବରେ ଯେପରି ପ୍ରତିଟି ଓଡିଆ ଯୋଡି ହୋଇ ଦିବ୍ୟ ଅନୁଭବର ସାନିଧ୍ୟ ଲାଭ କରିପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି । ଜୟ ଜଗନ୍ନାଥ ଅର୍ପଣ ରଥ ମାଧ୍ୟମରେ ପୁରପଲ୍ଲୀରୁ ସଦର ସମସ୍ତ ଅଞ୍ଚଳ ପରିକ୍ରମା କରି ପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ ଉଦ୍ଦେଶ୍ୟରେ ପ୍ରତି ଘରୁ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କରାଯାଉଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ବ୍ଳକରେ ଗତ ୬ ତାରିଖ ଏବଂ ପୌରାଞ୍ଚଳରେ ଗତ ୯ ତାରିଖ ଠାରୁ ଏହି ଅର୍ପଣ ରଥର ପରିକ୍ରମା ଯାତ୍ରା ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି । ଗୁରୁବାର ପୌରାଞ୍ଚଳର ୨ଟି ରଥ ୱାର୍ଡ ନଂ – ୬, ୭ ଓ ୧୦ ପରିଭ୍ରମଣ କରି ଶ୍ରଦ୍ଧାଳୁଙ୍କ ଠାରୁ ଗୁଆ ଓ ଅକ୍ଷତ ସଂଗ୍ରହ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ର ସାମିଲ ହୋଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଶିବରାମ ଗୌଡ, ଯୁବ ବିଜେଡି ସଭାପତି ସଞ୍ଜୟ ପଣ୍ଡା, ସମ୍ପାଦକ ପ୍ୟାରୀମୋହନ ପାଢି, ପୂର୍ବତନ ନଗରପାଳ ହୃଦୟାନନ୍ଦ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଅନୁରୂପ ଭାବେ ହିଞ୍ଜିଳିକାଟୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ଗତ ୬ ତାରିଖ ଠାରୁ ଆରମ୍ଭ ହୋଇଥିବା ୩ଟି ଜଗନ୍ନାଥ ଅର୍ପଣ ରଥ ଗୁରୁବାର ସ୍ଥାନୀୟ ବ୍ଳକର ଡି.ପାଟପୁର, ପଲ୍ଲୀପଦ୍ମନାଭପୁର, ବଳରାମପୁର, ଚାନ୍ଦୁଲି, ଖଣ୍ଡରା ଗ୍ରାମ ପଞ୍ଚାୟତ ପରିଭ୍ରମଣ କରି ଶ୍ରଦ୍ଧାଳୁଙ୍କ ଠାରୁ ଗୁଆ ଓ ଅକ୍ଷତ ସଂଗ୍ରହ କରିଥିଲେ । ବିଡିଓ ସୁବ୍ରତ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ସଭ୍ୟା ବାଇ ଗିତାଞ୍ଜଳି, ପ୍ରିତି ସାହୁଙ୍କ ସମେତ ସଂପୃକ୍ତ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ୱାର୍ଡ ସଭ୍ୟ ଓ ପଞ୍ଚାୟତି ନିର୍ବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026

You Might Also Like