-+91-9937148622 |
prerana_bgr@rediffmail.com |
Wednesday 11th March 2026 |
R.N.I. Regd No. ODIODI/2010/46693
Breaking News
12-Jan-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ସାମ୍ବାଦିକ ସଙ୍ଘ(କବ୍ଜା) ର ଏକ ପ୍ରତିନିଧି ମଣ୍ଡଳୀ ଗୁରୁବାର ବରପଦର ସ୍ଥିତ କଣ୍ଟାମାଳ ବିଧାୟକ ମହୀଧର ରଣାଙ୍କୁ ଭେଟି ନବବର୍ଷ ଶୁଭେଚ୍ଛା ଜଣାଇବା ସହିତ ଅଞ୍ଚଳର
ସାମୁହିକ ଉନ୍ନତି ବିଷୟରେ ଆଲୋଚନା କରିଥିଲେ l ଉକ୍ତ ସାମ୍ବାଦିକ ମଣ୍ଡଳୀରେ ଉପଦେଷ୍ଟା ଦିବ୍ୟଶଙ୍କର ରାଉତ, ଜୟକୁମାର ମହାରଣା, ଉପସଭାପତି ପ୍ରଭାତ କୁମାର ସାହୁ, ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ସାହୁ, ସଦସ୍ୟ ରଞ୍ଜନ ପାତ୍ର, ବଂଶୀଧର ମାଝୀ, ବଳରାମ ବାଘ, ଦେବାଶିଷ ମଲିକ ପ୍ରମୁଖ ସାମିଲ ହୋଇଥିଲେ l