-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ଜିଲ୍ଲା

ବୋର୍ଡର ଚମ୍ପିଅନ ଟ୍ରଫି ଉଦଘାଟିତ ,ଦଳସର୍ଗି କ୍ରିକେଟ କ୍ଳବ୍ ବିଜୟୀ ।

12-Jan-2024



ଧର୍ମଗଡ଼ ( ଜ୍ୟୋତିରଞ୍ଜନ ବେମାଲ )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ବେହେରାଗୁଡ଼ା ଚଞ୍ଚରା ଡଙ୍ଗରି ଖେଳ ପଡିଆ ଠାରେ ବୋର୍ଡର ଚମ୍ପିଅନ ଟ୍ରଫି କ୍ରିକେଟ ପ୍ରତିଯୋଗିତା ଆରମ୍ଭ ହୋଇଛି । ବେହେରାଗୁଡ଼ା କ୍ରିକେଟ କ୍ଳବ୍ ଆନୁକୁଲ୍ୟରେ ଆୟୋଜିତ ଉଦଘାଟନୀ ଦିବସରେ ମୁଖ୍ୟ ଅତିଥି ଭାବେ ଛଞ୍ଚାଣ ଵାହାଳି ସରପଂଚ ପ୍ରତିନିଧି ଗଗନେଶ୍ୱର୍ ବେମାଲ ଯୋଗ ଦେଇ ଉଦଘାଟନ କରିଥିଲେ ।  ସମ୍ମାନିତ ଅତିଥି ଭାବେ ସମାଜସେବୀ , ଅନ୍ତରାମ୍ ପୋଡ଼,  ମଧୁସୂଦନ ପୁଝାରୀ ଦେବେନ୍ଦ୍ର ନାଏକ, ନୀଳାମ୍ବର ପୋଡ଼, ଶିମଞ୍ଚଳ ବାରିକ,ତ୍ରିନାଥ ପାଣିଗ୍ରାହୀ ମହେଶ୍ବର  ବେମାଲ, ହେମନାଥ ବାରିକ, ଅଖିଳ ଛତ୍ରିଆ , ନିଳକଣ୍ଠ ପୋଡ଼,ରଥ ନାଏକ ପ୍ରମୁଖ ଯୋଗ ଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ଉଦଘାଟନୀ ମ୍ୟାଚ ଦଳସର୍ଗି ଓ ଗୋତୋମୁଣ୍ଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଦଳସର୍ଗି ଦଳ ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୫ ୱିକେଟ ହରାଇ ୮୮ରନ ସଂଗ୍ରହ କରିଥିଲା । ୮୯ରନ ର ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ଗୋତୋମୁଣ୍ଡା ଇଲେଭେନ୍ ଷ୍ଟାର୍ ଦଳ ୫ଓଭର ରେ ସମସ୍ତ ୱିକେଟ ହରାଇ ୨୨ରନ କରିବାରେ ସକ୍ଷମ ହୋଇଥିଲା । ଦଲସର୍ଗି କ୍ରିକେଟ ଦଳ ଏହି ମ୍ୟାଚ୍ କୁ ୬୬ ରନ ରେ ବିଜୟୀ ହୋଇଥିଲା । ବିଜେତା ଟିମ୍ ର ବୋଲର ଜୟପ୍ରକାଶ ନାଏକ ହ୍ୟାଟ୍ରିକ ୱିକେଟ  ନେଇ ମ୍ୟାନ ଅଫ ଦି ମ୍ୟାଚ୍ ବିବେଚିତ ହୋଇଥିଲେ ।
ଆମ୍ପାୟର ଭାବେ ସୌମ୍ୟରଞ୍ଜନ ଗୋପାଲ ଓ ଅରୁଣ ବେମାଲ ଖେଳ ପରିଚାଳନା କରିଥିବା ବେଳେ ଲକ୍ଷ୍ମୀକାନ୍ତ ବେମାଲ ସ୍କୋରର, ଭାସ୍ୟକାର ଭାବେ ଡିପେନ୍ଦ୍ର ସୁନାନି ଦାୟିତ୍ଵ ତୁଲାଇଥିଲେ । ଆକାଶ ଛତ୍ରିଆ, ଲଙ୍କେ ସ୍ୱର ବେମାଲ, ଖୀରସିନ୍ଧୁ ସାହୁ,ଅମୃତ ଛତ୍ରିଆ, ସୁନିଲ ହଂସ, ଅମୂଲ୍ୟ ନାଏକ,  ମଣ୍ଟୁ ପୋଡ଼, ନାରାୟଣ ସାଗର, କାହ୍ନୁଚରଣ ଛତ୍ରିଆ , ଅମୃତ ଛତ୍ରିଆ ,ଦୟାନିଧି ବାରିକ ତଥା କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like