-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ଜିଲ୍ଲା

ସମ୍ବଲପୁର-ଗୋପାଳପୁର ରେଲଲାଇନ୍ ସୁବର୍ଣ୍ଣପୁର ଦେଇ ଯିବା ପାଇଁ ଦାବୀ

12-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ଦେଇ ସମ୍ବଲପୁର - ଗୋପାଳପୁର ରେଳ ଲାଇନ ଯିବା ନେଇ ଜିଲ୍ଲା ପ୍ରଶାସନ ଜରିଆରେ ମାନ୍ୟବର ମହାମହିମ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାନ୍ୟବର ଅର୍ଥମନ୍ତ୍ରୀ  ନିରଞ୍ଜନ ପୂଜାରୀ ଓ ମାନ୍ୟବର ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ମାନ୍ୟବର ସାଂସଦ ବଲାଙ୍ଗିର ସଂଗୀତା କୁମାରୀ ସିଂଦେଓ ଙ୍କୁ ଉକ୍ତ ଦାବୀ କୁ ନେଇ ଅନେକ ଥର ପତ୍ର, ମେଲ୍, ଟୁଇଟ, ଏକ୍ସ ଜରିଆରେ ମଧ୍ୟ ସରକାରଙ୍କ ପାଖରେ ଦାବୀ ରଖାଯାଇଛି ହେଲେ ଜିଲ୍ଲା ବାସୀଙ୍କ ଦାବୀ ପ୍ରତି ସରକାର ନୀରବ ରହିଛନ୍ତି ବୋଲି ସଚେତନ ନାଗରିକ ମଞ୍ଚ ର କର୍ମକର୍ତ୍ତା କହିଛନ୍ତି। ହେଲେ ଏହି କିଛି ଦିନ ପୂର୍ବରୁ ସେମାନେ ଜାଣିବାକୁ ପାଇଲେ କନ୍ଧମାଳ ଜିଲ୍ଲାର ସଦର ମହକୁମା ଦେଇ ସମ୍ବଲପୁର ଗୋପାଳପୁର ରେଲଲାଇନ୍ ପାଇଁ ପୁନର୍ବାର ଡି.ପି.ଆର.ପ୍ରସ୍ତୁତ କରାଯାଉଥିବା କଥା। ତାହା ଜାଣିବା ପରେ ଆଉଥରେ ମାନ୍ୟବର ରେଳମନ୍ତ୍ରୀଙ୍କୁ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଜରୀଆରେ ସୁବର୍ଣ୍ଣପୁର ଜିଲ୍ଲା କୁ ମଧ୍ୟ ସାମିଲ୍ କରାଯିବା ପାଇଁ ସଚେତନ ନାଗରିକ ମଞ୍ଚର ଆହ୍ୱାନ କ୍ରମେ ଜିଲ୍ଲାର ସଚେତନ ନାଗରିକ, ବୁଦ୍ଧିଜୀବୀ, ବ୍ୟବସାୟୀ ସଂଘଙ୍କ ଦସ୍ତଖତ ସମ୍ଵଳିତ ଏକ ଦାବୀ ପତ୍ର  ପ୍ରଦାନ କରାଯାଇଥିଲା। ଏହି ଦାବିପତ୍ର ପ୍ରଦାନ ସମୟରେ ସଚେତନ ନାଗରିକ ମଞ୍ଚର ସଭପତି ସିତାଂଶୁ ଶେଖର ମିଶ୍ର, ସମ୍ପାଦକ ଗୁଣନିଧି ମେହେରଙ୍କ ସମେତ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଗୋରେଖ ନାଥ ସାହୁ, ଭିକାରୀ ପୃଷ୍ଟି, ପ୍ରଦୀପ ପୁରୋହିତ, ଦୁଃଖିରାମ ନାୟକ, ବାଙ୍କାନିଧି ରାୟଗୁରୁ, ପଞ୍ଚାନନ ବାରିକ, ବିନୋଦ ମେହେର, ନିରଞ୍ଜନ ତ୍ରିପାଠୀ, ଜିତେନ୍ଦ୍ର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like