-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ନୂଆପାଲି ଆଦିବାସୀ ହାଇସ୍କୁଲ ର 34ତମ ବାର୍ଷିକୋତ୍ସବ ଶିକ୍ଷାହିଁ ଆଲୋକର ମାର୍ଗଦର୍ଶିକା : ବିଧାୟକ ମହୀଧର

12-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ନୂଆପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟ ର 34ତମ ବାର୍ଷିକୋତ୍ସବ ଗୁରୁବାର ବିଦ୍ୟାଳୟ ର ଜାଗୃତି ମଣ୍ଡପ ଠାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଳମ୍ବିତ ରାତିରେ ଉଦଯାପିତ ହୋଇଛି  l  ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟଅତିଥି ଓ କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ,

ବିଦ୍ୟାଳୟ ପୂର୍ବତନ ସଭାପତି କରୁଣାକର ସାହୁ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ, ପ୍ରଧାନଶିକ୍ଷକ ଅନନ୍ତ ଚରଣ କ୍ଷେତି ପ୍ରମୁଖ ସମ୍ମାନିତ ଅତିଥି ଓ ସାମ୍ବାଦିକ ଫୋରମ ସଭାପତି ଦିବ୍ୟଶଙ୍କର ରାଉତ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ  l  ବିଦ୍ୟାଳୟ ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଦ୍ୟାଧର ଧରୁଆ ଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ପରେ ସ୍କୁଲ ଛାତ୍ରୀମାନଙ୍କ ସ୍ୱାଗତ ସଂଗୀତ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା  l  ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିଥିଲେ l  ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବାର୍ଷିକ କ୍ରୀଡା, ବକୃତା, ସଂଗୀତ, କୁଇଜ, ରଚନା ଆଦି ର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା l  ସଭା ଶେଷରେ ଶିକ୍ଷକ ଜବରସିଂ ବନଛୋର ଧନ୍ୟବାଦ ଅର୍ପଣ କରିଥିଲେ l  ସେହିପରି ବିଭିନ୍ନ ଉଚ୍ଚ ପଦବୀରେ ଥିବା ବିଦ୍ୟାଳୟ ର ପୁରାତନ ମେଧାବୀ ଛାତ୍ର ମାନଙ୍କୁ ସମ୍ମାନିତ କରାଯାଇଛି l ସେହିପରି ସକାଳ 10ଟାରେ ଉଦ୍ଘାଟନୀ ଉତ୍ସବରେ ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ ମୁଖ୍ୟଅତିଥି,କଣ୍ଟାମାଳ ବିଇଓ ସନୋଜ ସେଠି ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥିଭାବେ କଣ୍ଟାମାଳ ବ୍ଲକ ଉପାଧ୍ୟକ୍ଷ୍ୟ ମହେନ୍ଦ୍ର ରଣା, ଜିଲ୍ଲାପରିଷଦ ସଭ୍ୟା ସୁମିତ୍ରା ସାହୁ,ଶିକ୍ଷାବିତ ନୀଳାଞ୍ଚଳ ଭୋଇ, ଗୁଡଭେଲା ବ୍ଲକ ବିଇଓ ଋଷିଆ ମେହେର,ସାମ୍ବାଦିକ ଜୟ କୁମାର ମହାରଣା,କୁଲୁତାଯୋର ସରପଞ୍ଚ ଚୁମିକି ଭୋଇ, ସ୍କୁଲ ପରିଚାଳନା କମିଟି ସଭାପତି ବିବତ୍ସ ଭୋଇ, ପ୍ରଧାନଶିକ୍ଷକ ଅନନ୍ତ ଚରଣ କ୍ଷେତି ପ୍ରମୁଖ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ l  ଶିକ୍ଷକ ଭବାନୀ ଶଙ୍କର ପାଣିଗ୍ରାହୀ ଅତିଥିପରିଚୟ ଓ ମୋ ସ୍କୁଲ ଅଭିଯାନ ସଭାପତି ପ୍ରେମରାଜ ରଣା ସଭା ପରିଚାଳନା କରିଥିଲେ l ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରଙ୍ଗାରଙ୍ଗ ନାଚ ଗୀତ ସାନ୍ଧ୍ୟକାଳୀନ ଶୀତୁଆ ପରିବେଷକୁ ବେଶ ରଙ୍ଗୀନ ଓ ଉତ୍ସବ ମୁଖର କରିଥିଲା l  ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଶିକ୍ଷକ ଜବରସିଂ

ବନଛୋର ପରିଚାଳନା କରିଥିବା ବେଳେ ଶିକ୍ଷକ ଅନନ୍ତ କୁମାର ବେହେରା, ସୌଦାଗର ମାଝୀ, ହରିହର ପ୍ରସାଦ ବେଜ, ସନ୍ତୋଷ କୁମାର ସାହୁ ଏବଂ ଖେଳ ଶିକ୍ଷକ ଶଶୀ ଭୂଷଣ ପ୍ରଧାନ , କିରାଣୀ ପ୍ରମେରାଜ ରଣା କର୍ମଚାରୀ ଗୁରୁବାରୁ ଭୋଇ, ରାଧାକାନ୍ତ ରଣା, ତରଣୀ ରଣା ଆଦି ସହଯୋଗ କରିଥିଲେ  l  ବିଦ୍ୟାଳୟ ର ସମସ୍ତ ଛାତ୍ରୀ ଛାତ୍ର, ଅଭିଭାବକ /ଅଭିଭାବିକା ତଥା ଆଖପାଖ ଅଂଚଳର ସ୍ଥାନୀୟ ଅଧିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ  


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like