-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

12-Jan-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର,) ନବରଙ୍ଗପୁର ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ପକ୍ଷରୁ ସ୍ମାର୍ଟ୍ ଶ୍ରେଣୀ ଗୃହରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଭାସ୍କର ନାଥ ବିଶ୍ଵାଳଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପୋଲିସ ଉପ ଅଧୀକ୍ଷକ ତଥା ସାହିତ୍ୟିକ ଡ଼. ଚନ୍ଦ୍ରଶେଖର ହୋତା ଓ ଜିଲ୍ଲା ରେଡକ୍ରସ ଆବାହକ ଶ୍ରୀ ଦିଲ୍ଲୀପ କୁମାର ହୋତାଙ୍କ ଆତିଥ୍ୟ ରେ ଏହି ଉତ୍ସବ ପାଳନ କରାଯାଇଥିଲା । ଡ଼. ବିଶ୍ୱାଳ ଏହି ଉତ୍ସବରେ ଯୋଗ ଦେଇଥିବା ଅତିଥିମାନଙ୍କ ପରିଚୟ ପ୍ରଦାନ ପୂର୍ବକ ସ୍ୱାଗତ ଅଭିଭାଷଣ ଦେଇ ଯୁବ ଦିବସର ମହତ୍ୱ ସଂପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପୋଲିସ ଉପ ଅଧୀକ୍ଷକ ତଥା ସାହିତ୍ୟିକ ଡ଼ଃ ଚନ୍ଦ୍ରଶେଖର ହୋତା ଯୋଗ ଦେଇ ବିବେକାନନ୍ଦଙ୍କ ଜୀବନୀ ଓ ତାଙ୍କର ନୀତି ଆଦର୍ଶକୁ  ଅନୁସରଣ କରି ଯୁବପିଢି ଦେଶ ମାତୃକାର ସେବା କରିବା ପାଇଁ ଆହ୍ବାନ ଦେଇଥିଲେ ।

ସେହିପରି ଜିଲ୍ଲା ରେଡକ୍ରସ୍ ଆବାହକ ଶ୍ରୀ ଦିଲୀପ କୁମାର ହୋତା ସ୍ଵାମୀ ବିବେକାନନ୍ଦଙ୍କ ବ୍ୟକ୍ତିତ୍ଵ ଓ ସମାଜ ପ୍ରତି ଥିବା ଅବଦାନ ସଂପର୍କରେ କହିଥିଲେ । ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ "ସ୍ବାମୀ ବିବେକାନନ୍ଦ ଓ ଯୁବ ସମାଜ" ଉପରେ ପ୍ରବନ୍ଧ ରଚନା ଏବଂ ବକ୍ତୃତା ପ୍ରତିଯୋଗିତା କରାଯାଇଥିଲା । ଏଥିରେ ଯୁବ ରେଡକ୍ରସ୍ କାଉନସିଲର ରାଜନୀତି ବିଜ୍ଞାନ ଅଧ୍ୟାପିକା ନିର୍ମଳା ହୀକକା, ଇଂରାଜୀ ବିଭାଗ ଅଧ୍ୟାପିକା ରଜନୀ ମିଞ୍ଜ ଓ ରାଜନୀତି ବିଜ୍ଞାନ ଅଧ୍ୟାପକ ହରିଶ୍ ଚନ୍ଦ୍ର ଶବର ବିଚାରକ ଦାୟିତ୍ଵ ନିର୍ବାହ କରିଥିବା ବେଳେ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶମ୍ଭୁ ପ୍ରାସାଦ ହୋତା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଇଂରାଜୀ ବିଭାଗ ଅଧ୍ୟାପକ ସଚିନ ପଣ୍ଡା, ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ପ୍ରଦୀପ୍ତ ଦାସ ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like