-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ଜାତୀୟ ଯୁବ ଦିବସରେ ବଲାଙ୍ଗିର ଗାୟତ୍ରୀ ପରିବାର ପକ୍ଷରୁ ବ୍ୟସନ ମୁକ୍ତ ସାମାଜ ଗଠନ ପାଇଁ ସଚେତନତା ଶୋଭାଯାତ୍ରା

12-Jan-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ବ୍ୟସନ ମୁକ୍ତ ସାମାଜ ଗଠନ ଦିଗରେ ଆମର ଯୁବ ସାମାଜକୁ ନିଶା ଗ୍ରହଣରେ ହେଉଥିବା ବିଭିନ୍ନ ପୋଷ୍ଟର ପ୍ଲେ କାର୍ଡ ନେଇ ସ୍ଵାମୀ ବିବେକାନନ୍ଦ ଙ୍କ ଜୟନ୍ତୀ ଜାତୀୟ ଯୁବ ଦିବସରେ ଗାୟତ୍ରୀ ପରିବାର ବଲାଙ୍ଗିର ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଥିଲା। ଆଜି ଅପରାହ୍ନ ତିନି ଘଣ୍ଟା ରୁ ଗୋପାଳଜୀ ମନ୍ଦିର ପରିସରରେ ଥିବା ଗାୟତ୍ରୀ ଶକ୍ତି ପୀଠ ରୁ ସ୍ବାମୀ

ବିବେକାନନ୍ଦଙ୍କ ପ୍ରତିକୃତିରେ ଦୀପ ପ୍ରଜ୍ବଳନ ପରେ ବଲାଙ୍ଗିର ଜିଲ୍ଲା ସଂଯୋଜକ ସତ୍ୟନାରାୟଣ ଗୁପ୍ତା ଙ୍କ ନେତୃତ୍ଵରେ ଜିଲ୍ଲାର ବିଭିନ୍ନ ଆଞ୍ଚଲ ଏଥିରେ କୁଡାସିଂହା ପ୍ରଜ୍ଞାପିଠ ପରିଜନ ବୃନ୍ଦ, ପୁଇଁତଳା ବ୍ଳକ, ବଲାଙ୍ଗିର ବ୍ଲକ,ଦେଓଗାଁ ବ୍ଲକ ବଲାଙ୍ଗିର ନଗର ରୁ ଆସିଥିବା ପରିଜନ ମହିଳା ସଦସ୍ଯ, ଯୁବା ବାହିନୀ ସଦସ୍ଯ ମାନେ ସହର ମଧ୍ୟରେ ଯାଇ ସମଲେଇଶ୍ବରୀ ମନ୍ଦିର, ଦୈନିକ ବଜାର, ଟିକରାପଡ଼ା, କଳାମଣ୍ଡଳ ପୁରୁଣା ସରକାରୀ ଓ ଘରୋଇ ବସଷ୍ଟାଣ୍ଡ ହୋଇ ସଂସ୍ଥା ର ପ୍ରସ୍ତୁତ ବିଭିନ୍ନ ପୁସ୍ତକ ପ୍ରଚାର ପତ୍ର ରାସ୍ତାରେ ବିଭିନ୍ନ ଲୋକଙ୍କୁ ବଣ୍ଟନ କରି ଥିଲେ । ବିଭିନ୍ନ ସ୍ଥାନରେ ନିଶା ପାନ ବିଡି ଗୁଟକା ଦ୍ଵାରା ଦେଉଥିବା କୁ ପରିଣାମ ଉପରେ ଲୋକଙ୍କୁ ସଚେତନ କରିଥିଲେ I ଆମ ଦେଶରେ ଯୁବସମାଜ ର ବ୍ୟସନ ରେ ଅଭ୍ୟସ୍ତ ହୋଇ କୁପଥଗାମୀ ହେଉଥିବା ଉପରେ ଅଖିଳ ବିଶ୍ଵ ଗାୟତ୍ରୀ

ପରିବାର ହରିଦ୍ଵାର ଆହ୍ଵାନରେ ସମଗ୍ର ଦେଶରେ ବ୍ୟସନ ମୁକ୍ତ ସ୍ଵର୍ଣ୍ଣିମ ଭାରତ ଗଠନ ଦିଗରେ ମହା ଅଭିଯାନ ଆରମ୍ଭ କରିଛି ଏହି କ୍ରମରେ ବଲାଙ୍ଗିର ଗାୟତ୍ରୀ ପରିବାର ବର୍ଷ ତମାମ ବିଭିନ୍ନ ସଂସ୍କାର କାର୍ଯ୍ୟକ୍ରମ କରୁଛି। ଆଜିର ଦିନରେ ଯୁବା ଦିବସ ପାଳିତ କରି ଶୋଭାଯାତ୍ରା ମାଧ୍ୟମ ସଚେତନତା ସ୍ରୁଷ୍ଟି ଦିଗରେ ରେ ପ୍ରୟାସ ରତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like