-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସୃଜନ ନାଗ ଫୁଟବଲ୍ ର ପୂଲ୍ ବି ର ଆଜିର ମ୍ୟାଚ୍ ରେ ବିରମହlରାଜ୍ ପୁର (ସି ସି ଏଫ୍ ଏ) ବିଜୟୀ

12-Jan-2024



ସୋନପୁର( ମନୋରଞ୍ଜନ ତ୍ରିପାଠୀ )
11ତମ ସୁଜନ ନାଗ  ସ୍ମାରକୀ ରାଜ୍ୟ ସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ର ପଞ୍ଚମ ଦିବସରେ ଦୋସ୍ତି ବ୍ରଦର ସୁନ୍ଦରଗଡ ବନାମ ସି ସି ଏଫ୍ ଏ ବୀରମହାରାଜପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଆଜି ର ମ୍ୟାଚ ରେ ସି ସି ଏଫ୍ ଏ ବିରାମହରାଜପୁର 1-0 ଗୋଲ ବ୍ୟବଧାନ ରେ ବିଜୟୀ ହୋଇ  ସେମିଫାଇନାଲକୁ ପ୍ରବେଶ କଲା l   (ଅମନ ଖାଲକୋ) ମ୍ୟାଚ ର 69 ତମ ମିନଟ ରେ ଗୋଲ ଦେଇଥିଲେ l  ଆଜି ର ମ୍ୟାଚ ରେ   ବେଷ୍ଟ ଗୋଲକିପର ଶ୍ରାବଣ ତନ୍ତୀ  ବୀରମହାରାଜପୁର ବେଷ୍ଟ ଡିଫେନ୍ସ ଆଶିଷ ପ୍ରଧାନ ଦୋସ୍ତି ବ୍ରଦର୍ , ବେଷ୍ଟ ଉଇଙ୍ଗର ରାହୁଲ ମିଞ୍ଚ (ଦୋସ୍ତି ବ୍ରଦର , ବେଷ୍ଟ ମିଡ ଫିଲ୍ଡ ଅଶାନ୍ତ ଲାକ୍ରା (ଦୋସ୍ତି ବ୍ରଦର )ମେନ ଅଫ ଦ ମ୍ୟାଚ୍ ଅମନ ଖାଲକୋ ବୀରମହାରାଜପୁର  ସି ସି ଏଫ୍ ଏ ପୁରସ୍କୃତ ହୋଇଥିଲେ l 
ଏହି ଖେଳ ରେ  ଡା. ଅର୍ଜୁନ ମୁଗ୍ରୀ କଂଗ୍ରେସ ରାଜ୍ୟ କାର୍ଯ୍ୟକାରିଣୀ  ସଦସ୍ୟ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ l .ସଂଜୀବ କୁମାର ମହାରଣା ସମାଜସେଵୀ 
.ଅନିଲ ଭୋଇନା (ଶିକ୍ଷାବିତ୍ତ )ସୁରେଶ କୁମାର ଷlଣ୍ଢ ଏଡ଼ଭୋକେଟ  ଭୁବନ ମେହେର (କ୍ରୀଡ଼ାବିତ )
ଗୁଣନିଧି ମେହେର (ପୂର୍ବତନ ଫୂଟବଲ ଖେଳାଳି ଏବଂ ଆୟୋଜକ କମିଟି ର ଅଧ୍ୟକ୍ଷ ଜଳନ୍ଧର ଦୀପ 
ସମ୍ମାନିତ ଅତିଥି ଭାବରେ ଯୋଗ ଦାନ କରି ଥିଲେ l  ଆଜିର ଖେଳ କୁ  ରାଜେଶ ଥାନାପତି ମୂଖ୍ୟ ରେଫରି ଭାବେ ପରିଚଳନl କରିଥିବା ବେଳେ ପଡିଆ ମଧ୍ୟରେ ପ୍ରଶାନ୍ତ ସେଠି, ଚିକୁ ବଡ଼ପଣ୍ଡା ଲାଇନ୍ସମେନ ଭାବରେ ସହଯୋଗ କରି ଥିଲେ l   ଚତୁର୍ଥ ରେଫ୍ରି ଜଗତ ଜଗଦଲା ଏବଂ ଗୋବିନ୍ଦ ଭୋଇ ମ୍ୟାଚ କମିଶନର ଭାବରେ ଦାଇତ୍ୱ ତୁଲାଇ ଥିଲେl   ଆଲମ ଭୋଇ ଧାରା ବିବରଣୀ  ପ୍ରଦାନ କରି ଥିଲେ, l ପୁରସ୍କାର ବିତ ରଣୀ କାର୍ଯ୍ୟକର୍ମ କୁ ଏକାଡେମୀ ର ସଭାପତି ରାକେଶ ନାଗ ପରିଚାଳନା କରିଥିଲେ l ଖଗେଶ୍ୱର, ଜନ୍ମେଜୟ,ଦୀପକ, ନେଉଳ, ରବି, ନଟ, ବୃଶବ ଏବଂ ଗଜାନନ ବନଛୋର  ପ୍ରମୁଖ  ସମସ୍ତ ସଭ୍ୟ ସହଯୋଗ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like