-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ଜିଲ୍ଲା

ଅଠରତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡା

12-Jan-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ଅଠରତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଉତ୍ସବର ଲକ୍ଷ୍ୟ ତଥା ବିବରଣୀ ପାଠ କରିଥିଲେ | ଆଠଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ

କୁମାର ଯୋଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷା ଓ କ୍ରୀଡା ପ୍ରତ୍ୟେକ ଛାତ୍ର ଛାତ୍ରୀଙ୍କ ଅଭିବୃଦ୍ଧି ପାଇଁ ଆବଶ୍ୟକ ବୋଲି ବକ୍ତବ୍ୟ ରଖିଥିଲେ | ପୁଇଁତଲା ବ୍ଲକ ଉପାଧ୍ୟଖ୍ୟା ତଥା ବାନ୍ଧପଡା ପଂଚାୟତର ସମିତିସଭ୍ୟା ନୀରିମା ଅମାତ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇ ଆନ୍ତର୍ନିହିତ ଗୁଣର ବିକାଶ, ପରିବେଶକୁ ସ୍ଵଚ୍ଚ ରଖିଵା ଉପରେ ଛାତ୍ର ଛାତ୍ରୀମାନଙ୍କୁ

ଦିଗଦର୍ଶନ ଦେଇଥିଲେ | ମୋ ସ୍କୁଲ ଅଭିଯାନର ସଭାପତି ମୋହନ ପଧାନ ସଭାରେ ଉପସ୍ଥିତ ରହି ପୁରସ୍କାର ବିତରଣ ଉତ୍ସବରେ ସହଯୋଗ କରିଥିଲେ | ବିଦ୍ୟାଳୟର ପବିତ୍ର ମୋହନ ପଧାନ, ହରିବୋଲ ପଧାନ ତଥା ସୁଧୀର ଅମାତ ସଭା କାର୍ଯ୍ୟରେ ସହଯୋଗ କରିଥିଲେ | ବାଳକ ଓ ବାଳିକା ବର୍ଗରେ ଆଠଟି ଲେଖାଏଁ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ହୋଇଥିଲା, ଅତିଥି ବୃନ୍ଦ ବିଜୟୀ ହୋଇଥିବା ପ୍ରତିଯୋଗୀମାନଙ୍କୁ ମେଡାଲ ସହ ପ୍ରମାଣପତ୍ର ଦେଇ ଉତ୍ସାହିତ କରିଥିଲେ | ବାଳିକା ବିଭାଗରେ ଦୀପାଞ୍ଜଳି ଷାଣ୍ଢ ଓ ବାଳକ ବିଭାଗରେ ଦୀପକ ପୁଟେଲ ବିଜୟୀ ହୋଇ ଚମ୍ପିୟାନସ ଟ୍ରଫି ଅତିଥିମାନଙ୍କଠାରୁ ଗ୍ରହଣ କରିଥିଲେ |ସଭା ଶେଷରେ ଅଜିତ କୁମାର ଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like