-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

କ୍ରୁଷକ ସଙ୍ଘ ର ସଭାପତି ଙ୍କ ଦ୍ୱାରା ଛତିଶଗଡ ରାଜ୍ୟପାଳ ଙ୍କୁ ଦାବୀପତ୍ର,

12-Jan-2024



ନର୍ଲା /କଲାହାଣ୍ଡି (ସଞ୍ଜିବ ଦାସ )
 କଳାହାଣ୍ଡି ଲଡୁଗାଁ କୃଷକ ସଂଘ ର ସଭାପତି ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ଅଗ୍ରୱାଲ ଛତିଶଗଡ ରାଜ୍ୟପାଳ ମାନ୍ୟବର ଶ୍ରୀମାନ୍ ବିଶ୍ବ ଭୁଷଣ ହରିଚନ୍ଦନ ଙ୍କ ସହିତ ସୌଜନ୍ୟ ମୂଳକ ସାକ୍ଷାତକାରି ଦେଭୋଗ ପାଇଁ ସ୍କୁଲ୍ ଘର ଗୁଡିକ ର ମରାମତି,ରୋଗୀ ସେବାପାଇଁ ଚିକିତ୍ସାଳୟ ସ୍ଥାପନ,ଓ ସାମ୍ପ୍ରତିକ ସମାଜରେ ଧର୍ମାନ୍ତିକରଣ କୁ ଲୋପ କରିବା ପାଇଁ ଏକ ଗୁରୁକୁଳ ଆଶ୍ରମ ର ପ୍ରତିଷ୍ଠା ସହିତ,ଶିକ୍ଷା, ସ୍ବାସ୍ଥ୍ୟ,ଗମନାଗମନ,ପାନୀୟ ଜଳ,ର ଆଶାନୁରୂପ ଫଳପ୍ରଦ  ସହିତ  ଦେଭୋଗ  ଓ ବସ୍ତର ଅଞ୍ଚଳର  ଚାଷୀଙ୍କ ପାଇଁ  ନଦୀ  ନାଳ ପାଣି  ଥିବା ସ୍ଥାନରେ  ଡେମ  ନିର୍ମାଣ କରି  ଚାଷୀ ଙ୍କୁ  ପାଣି ଯୋଗାଇ  ଦେବା  ଓ  ଯ୍ଉ ଅଞ୍ଚଳରେ  ନଦୀ  ନାଳ  ନାହିଁ  ସେହି  ଅଞ୍ଚଳରେ ଡିପ ବୋର୍ ଓଏଲ ବ୍ୟବସ୍ଥା କରାଗଲେ  ଚାଷୀ  ଉପକୃତ  ସହିତ  ଅନ୍ଚଳର  ବିକାଶ  ହେବ ବୋଲି  ଏକ ଦାବୀପତ୍ର ପ୍ରଦାନ  କରିଥିଲେ l ଏହା ଛଡା  କଳାହାଣ୍ଡି  ଚାଷୀ  ଓ ଅଂଚଳର  ଉନ୍ନତି ପାଇଁ ଅତିଶୀଘ୍ର  ଓଡ଼ିଶା  ରାଜ୍ୟ ପାଳଙ୍କ  ସହିତ  ସାକ୍ଷାତ କରି  ଏକ  ଦାବିପତ୍ର  ମଧ୍ୟ  ପ୍ରଦାନ କରାଯିବ ବୋଲି  ଶ୍ରୀ  ଅଗ୍ରୱାଲ  ପ୍ରକାଶ କରିଛନ୍ତି  ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like