-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ

12-Jan-2024



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି ): ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଯୁବ ରେଡକ୍ରସର ରେଡ ରିବନ କ୍ଲବ ଏବଂ ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ ର ଯୁବ ସଂସଦ ବିଭାଗର ମିଳିତ ସହଯୋଗରେ ଜାତୀୟ ଯୁବ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଥମେ  ସ୍ୱାମୀ ବିବେକାନନ୍ଦ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ସହିତ ପ୍ରଦୀପ ପ୍ରଜ୍ବଳନ ଓ ସମସ୍ତଙ୍କ ଦ୍ଵାରା ପୁଷ୍ପାଞ୍ଜଳୀ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l  ଯୁବ ସଂସଦର  ସଂଯୋଜକ ଅଧ୍ଯାପକ ଅଜିତ କୁମାର ସାହୁ ସମସ୍ତଙ୍କୁ ସ୍ଵାଗତ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ l ଛାତ୍ରୀ  ମାନେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ l  ମୂଖ୍ୟ  ଅତିଥି ଭାବେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ଯୋଗଦେଇ  ଛାତ୍ରଛାତ୍ରୀ ମାନଙ୍କୁ ବିବେକନନ୍ଦ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ଆହ୍ଵାନ ଦେଇଥିଲେ l ମୁଖ୍ୟ ବକ୍ତା ଭାବେ ଇଞ୍ଜିନିୟର ଡ. ସଞ୍ଜୟ କୁମାର ପଣ୍ଡା ଯୋଗଦେଇ  ଯୁବକ ମାନେ ନିଜର ଲକ୍ଷ୍ୟ ସ୍ଥିର କରି ଆଗକୁ ଯିବା ସହ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଅଧ୍ୟାପିକl ଗୀତାଞ୍ଜଳି ମହାପାତ୍ର ଓ  ବରିଷ୍ଠ ସାମ୍ବାଦିକ  ରଘୁନାଥ ଷଡଙ୍ଗୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ l ସଭାରେ ସଭାପତିତ୍ଵ କରିଥିଲେ ଯୁବ ରେଡ୍ କ୍ରସ୍ ର  ଜିଲ୍ଲା ସମ୍ପାଦକ ତଥା ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ମଧ୍ୟ ସମ୍ଭାଗ ର ସମ୍ପାଦକ ଅଧ୍ୟାପକ ପ୍ରବୀର କୁମାର ଦାସ l ଏହି ଅବସରରେ ଗତ ମାସରେ ହୋଇଥିବା  ବିଦ୍ୟାଳୟସ୍ତରୀୟ ବରିଷ୍ଠ ଏବଂ କନିଷ୍ଠ ଚିତ୍ରାଙ୍କନ ପ୍ରତିଯୋଗୀତାର ବିଜେତା ମାନଙ୍କୁ ପ୍ରମାଣ ପତ୍ର ସହ ବିବେକାନନ୍ଦଙ୍କ ଫଟୋଚିତ୍ର ପୁରସ୍କାର ସ୍ଵରୂପ ପ୍ରଦାନ କରାଯାଇଥିଲା l ମହାବିଦ୍ୟାଳୟ ରେ ରକ୍ତଦାନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା l ଶେଷରେ  ଶାନ୍ତି ପାଠ ପରେ ଅଧ୍ୟାପକ ଅମରେଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l  ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ଶ୍ୱେତl ସୁମନ ପଣ୍ଡା, ରତ୍ନପ୍ରଭା ବାରିକ, ଯୁବ ରେଡ୍ କ୍ରସ୍ ର ସ୍ୱେଚ୍ଛାସେବୀ ମାନେ ବହୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like