-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ଉମା ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

13-Jan-2024



କଣ୍ଟାମାଳ, କଣ୍ଟାମାଳ ବ୍ଲକ ଉମା ପଞ୍ଚାୟତ ସଦର ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ଉମାର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷକ କଷ୍ଟେଶ୍ୱର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ମୁଖ୍ୟଅତିଥି, କଣ୍ଟାମାଳ ବ୍ଲକ ଶିକ୍ଷକ ସଙ୍ଘ ସଭାପତି ନୀଳାଚଳ ଭୋଇ ମୁଖ୍ୟବକ୍ତା, ଜିଲ୍ଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ବ୍ଲକ ଶିକ୍ଷାଧିକାରୀ ସନୋଜ ସେଠି, ଉମା ସରପଞ୍ଚ ଦୌଲଥ ପାଣ୍ଡେ, କାହ୍ନୁଚରଣ ରାଉତ, ପୂର୍ବତନ ସରପଞ୍ଚ ବେଣୁଧର ରଣା, ଘଣ୍ଟାପଡ଼ା ସିଆରସିସି ରୁପାସିଂ କ୍ଷେତୀ, ମୋ ସ୍କୁଲ ଅଭିଯାନ ସଭାପତି ସୁନିଲ ରଣା, ସମାଜସେବୀ ପ୍ରଶାନ୍ତ ରଣା, ଉମା ଗୌନ୍ତିଆ କଳିଙ୍ଗ ରାଉତ, ପୂର୍ବତନ ସଭାପତି ଶରତ ରଣା, ପୂର୍ବତନ ସିଆରସିସି କାର୍ତ୍ତିକେଶ୍ୱର ବେହେରା, ସାମ୍ବାଦିକ ବଂଶୀଧର ମାଝୀ, ପ୍ରଭାତ କୁମାର ସାହୁ, ବଳରାମ ବାଘ, ନାରୀନେତ୍ରୀ ମମତା ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ

ଯୋଗ ଦେଇଥିଲେ l ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା l ବିଜ୍ଞାନ ଶିକ୍ଷକ କୃଷ୍ଣଚନ୍ଦ୍ର ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ l ସହକାରୀ ଶିକ୍ଷକ ବାସୁଦେବ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ l ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l ସଭା ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ତପନ ସାହୁ ପରିଚାଳନା କରିଥିଲେ l ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଅଞ୍ଚଳବାସୀ ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like