-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||     

HOME   ଜିଲ୍ଲା

ଅଙ୍ଗନବାଡି ଦିଦିଙ୍କୁ ଅଣ୍ଡା ଚିନ୍ତା "ଅଣ୍ଡା ପାଇଁ ସରକାର ଦେଉଛନ୍ତି ୫ ଟଙ୍କା ବଜାରଦର ୮ଟଙ୍କା"*

13-Jan-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଅଣ୍ଡା ଦରରେ ଲାଗିଛି ନିଆଁ। ପ୍ରଭାବିତ ଅଙ୍ଗନବାଡି କେନ୍ଦ୍ର। ମଧ୍ୟାହ୍ନ ଭୋଜନର ଥାଳିରେ ଅଣ୍ଡା ଖେଳୁଛି ଲୁଚକାଳି। ସରକାର ଅଣ୍ଡା ପ୍ରତି ୫ ଟଙ୍କା ଦେଉଛନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଅଣ୍ଡା ଦର ଏବେ କିନ୍ତୁ ୮ ଟଙ୍କା। ରାଜ୍ୟର ଆଉ କିଛି ସ୍ଥାନରେ ଅଣ୍ଡା ଦର ୮ ରୁ ୯ ଟଙ୍କାରେ ପହଞ୍ଚିଲାଣି। ଏହାର ଅର୍ଥ ରାଜ୍ୟ ସରକାର ଦେଉଥିବା ଟଙ୍କା ଓ ବଜାର ଦର ଭିତରେ ପାଖାପାଖି ୩ ଟଙ୍କା ଫରକ। ଏକଥା ସରକାର ମଧ୍ୟ ଜାଣିଛନ୍ତି। ଏଭଳିସ୍ଥିତିରେ ଅଙ୍ଗନବାଡି କର୍ମୀ ଲାଚାର। କେତେବେଳେ ବାଁ ଡାହାଣ କରି ତ ଆଉ କେତେବେଳେ ପିଲାଙ୍କ ସଂଖ୍ୟାକୁ ବଢାଇ ଅଣ୍ଡା ଦେବାକୁ ବାଧ୍ୟ ହେଉଛନ୍ତି। ପ୍ରସୂତୀଙ୍କୁ ମାସକୁ ୧୨ଟି ଅଣ୍ଡା ଦେବା ଲାଗି ନିୟମ ରହିଛି। କିନ୍ତୁ କିଛି ସ୍ଥାନରେ ଦିଆଯାଉଛି ମାତ୍ର ୧୦ଟି। ସେହିପରି ସପ୍ତାହକୁ ୫ ଦିନ ମଧ୍ୟାହ୍ନ ଭୋଜନରେ ଅଣ୍ଡା ଦେବାକୁ ବ୍ୟବସ୍ଥା ଥିଲେ ବି ଏହା ସବୁବେଳେ ସମ୍ଭବ ହେଉନି। ଅପର ପକ୍ଷରେ ସ୍ୱଳ୍ପ ବେତନରେ ଅଙ୍ଗନବାଡି କର୍ମୀ  ପିଲାଙ୍କ ପାଇଁ ଅଣ୍ଡା କିଣୁଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।  ଏହା କେବଳ ଡାବୁଗାଁ ବ୍ଲକ କି ନବରଙ୍ଗପୁର ଜିଲ୍ଲାର ସମସ୍ୟା ନୁହଁ ସାରା ରାଜ୍ୟରେ ଏପରି ସ୍ଥିତି।ଗୋଟିଏ ଅଣ୍ଡା ଟ୍ରେକୁ ୨୦୦ ଟଙ୍କା ପଡ଼ୁଛି। ଅଣ୍ଡା ଗୋଟା ୮ଟା ପଡ଼ୁଛି ବୋଲି ଅଙ୍ଗନବାଡ଼ି ଦିଦି କହିଛନ୍ତି। ଗାଁ ଗହଳିରେ ତୋ ଅଣ୍ଡା ୧୦ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଛି। ଏବିଷୟରେ ଅଙ୍ଗନୱାଡି ସଂଘଗୁଡିକ ଜିଲ୍ଲାପାଳ, ଡ଼ିସଦେବ୍ଲୁ, ତଥା ସିଡିପିଓ ଙ୍କୁ ମଧ୍ୟ ବାରମ୍ବାର ଅବଗତ କରିଛନ୍ତି। ମାତ୍ର ଏଯାଏ ସରକାର କୌଣସି ପଦକ୍ଷେପ ନେଇନାହାନ୍ତି। ଏହି ଘଟଣା ବିଷୟରେ ଅଧିକ ଜାଣିବା ପାଇଁ ଆମେ ଡାବୁଗାଁ ସିଡିପିଓ ଙ୍କୁ  ଯଗାଯୋଗ ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯଗାଯୋଗ ହୋଇ ପାରିଲା ନାହିଁ। ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ଅପପୁଷ୍ଟି ଦୂର କରିବା। କିନ୍ତୁ ସେହି ଯୋଜନାରେ ଶିଶୁ ଓ ପ୍ରସୂତୀଙ୍କୁ ଠିକରେ ଅଣ୍ଡା ନମିଳିବା ଚିନ୍ତାଜନକ ବିଷୟ। ଏହି ବିଷୟରେ ସରକାର କିଛି ପଦକ୍ଷେପ ନେଲେ କିଛି ପରିମାଣରେ ଅଙ୍ଗନବାଡି କର୍ମୀ ମାନଙ୍କୁ ଆଶ୍ବସ୍ତି ମିଳି ଥାନ୍ତା ବଳି ଅଙ୍ଗନବାଡି କର୍ମୀ ମାନେ ମାତବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026

You Might Also Like