-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||     

HOME   ଜିଲ୍ଲା

ଝାଙ୍କରପାଳି ଗ୍ରାମରେ ଛେଳି ଚୋରି, ଟେର ପାଉନି ପୋଲିସ

13-Jan-2024



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ ନୁନିଆପାଲି ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପାଲି ଗ୍ରାମର ରାଜୀବ ବେହେରା ଙ୍କ 4 ଗୋଟି ଛେଳି ଗତ 8 ତାରିଖ ରାତି ପ୍ରାୟ 1.30 ମିନିଟ ସମୟରେ କୌଣସି ଦୁର୍ବୃତ୍ତ ଚୋରି କରି ନେଇଥିବା ଆଗଲପୁର ଥାନାରେ ଅଭିଯୋଗ କରିଛନ୍ତି l ପରିବାର ସୂତ୍ରରୁ ପ୍ରକାଶ ଯେ ପଡୋଶୀ ସୁନ୍ଦର ଶ୍ୟାମ ସାହୁ ଙ୍କ ଘରେ ଓ ବାରଣ୍ଡାରେ ସି ସି କେମେରା ଲଗାଇ ଥିବାରୁ ସେଥିରେ ଏକ ବଲେରୋ ଗାଡ଼ି ରେ ତିନି ଜଣ ଦୁର୍ବୃତ୍ତ ଥିବା ସହ ଛେଲି ଚୋରି କରି ନେଉଥିବା ର ଦେଖାଯାଉଛି l

ଅଭିଯୋଗକାରୀ ରାଜୀବ ବେହେରାଙ୍କ ବାରିପଟରୁ ଆସି ତାଙ୍କ ଘର ର ସିକୁଲା ଦେଇ ଗୁହାଳ ରୁ 4 ଟି ଛେଳି ନେଉଥିବା ସିସିଟିଭି ଫୁଟେଜ ରୁ ଦେଖାଯାଇଛି l ଏମାନଙ୍କ ଚେହେରା ଠିକ ସେ ଜଣା ପଡୁ ନ ଥିବା ର ପରିବାର ବର୍ଗ ପ୍ରକାଶ କରିଛନ୍ତି l ଏହି ବିଷୟକୁ ଆଗଲପୁର ଥାନା ଅଧିକାରୀ ବାସୁଦେବ ଭୋଇ ଙ୍କ ମତାମତ ନେବାରୁ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଛନ୍ତି l ଏହା ବ୍ୟତୀତ ଗ୍ରାମର ଜୈନେକ ବ୍ୟକ୍ତି ଙ୍କୁ ଡାଉଟ ରେ ନେଇ ପୁଲିସ ତଦନ୍ତ ଜାରି ରଖିବା ସହ ତାହାର ମୋବାଇଲ ଓ ଗାଡ଼ି ରଖିଥିବା ସୂଚନା ମିଳିଛି l ଏହାର ତଦନ୍ତ ପୂର୍ବକ ଯଥାଶୀଘ୍ର ପଦକ୍ଷେପ ନେବାକୁ ପରିବାର ଙ୍କ ଠାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026

You Might Also Like