-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ସୁଜନ ନାଗ ଫୁଟବଲ୍ ରେ ବୀର ମହାରାଜପୁର ସି ସି ଏଫ୍ ଏ ଦଳ ଫାଇନାଲ କୁ ପ୍ରବେଶ*--

13-Jan-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସୁଜନ ନାଗ  ସ୍ମାରକୀ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟର ଦ୍ୱତୀୟ ସେମିଫାଇନାଲ ରେ ଆଜି ସିସିଏଫ୍ଏ ବୀରମହାରାଜପୁର ବନାମ ରିଜୁଲ ତରଭା ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଆଜିର ମ୍ୟାଚରେ ସିସିଏଫ୍ଏ ବୀରମହରାଜପୁର ୫-୧ ଗୋଲ ବ୍ୟବଧାନରେ ବିଜୟୀ ହୋଇ  ଫାଇନାଲକୁ ପ୍ରବେଶ କରିଛି।  ଆଜିର ମ୍ୟାଚ ରେ  ବେଷ୍ଟ ଗୋଲକିପର ଶ୍ରାବଣ ତନ୍ତୀ, ବେଷ୍ଟ ଡିଫେନ୍ସ ଦୀପକ କଁହର, ବେଷ୍ଟ ଉଇଙ୍ଗର ଫ୍ଲାମିଙ୍ଗ ରାହୁଲ, ବେଷ୍ଟ  ମିଡ୍ ଫିଲ୍ଡ ପଠାନଡାଙ୍ଗ ଓ ମେନ ଅଫ ଦ ମ୍ୟାଚ୍ ଭାବେ ରିଜୁଲ ଆର୍ଟିକା  ଅତିଥିଙ୍କ ଦ୍ବାରା ପୁରସ୍କୃତ ହୋଇଥିଲେ l ଆଜିକାର ଏହି ଖେଳରେ ସମାଜସେବୀ ଆକବର ଖାନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଥିବା ବେଳେ କ୍ରୀଡାବିତ୍ ହରିହର ପଟ୍ଟନାୟକ, ଅନିଲ ଭୋଇନା  ଆଇନଜୀବୀ ନନ୍ଦକିଶୋର ତ୍ରିପାଠୀ, ରାଜୀବ ଲୋଚନ ପଟ୍ଟନାୟକ  ରମଣ ପଧାନ, ଅମିତ ସାହୁ  ଏବଂ ଆୟୋଜକ କମିଟିର ଅଧ୍ୟକ୍ଷ ଜଳନ୍ଧର ଦୀପ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଥିଲେ l ଆଜିର ଖେଳକୁ  ଜିତେନ୍ଦ୍ର ଥନାପତି ପରିଚାଳନା କରିଥିବା ବେଳେ ପ୍ରଶାନ୍ତ ସେଠି, ଜଗତ ଜଗଦଲା ଲାଇନ୍ସମେନ ଭାବରେ ସହଯୋଗ କରିଥିଲେ l ଚତୁର୍ଥ ରେଫରୀ ଭାବରେ ରାଜେଶ ଥନାପତି ଏବଂ ଚିକୁ ବଡପଣ୍ଡା ମ୍ୟାଚ କମିଶନର ଭାବରେ ଦାଇତ୍ୱ ତୁଲାଇ ଥିଲେ l  ପ୍ରକାଶ କୁମ୍ଭାର ଧାରା ବିବରଣୀ  ପ୍ରଦାନ କରି ଥିଲେ l  ପୁରସ୍କାର ବିବରଣୀ କାର୍ଯ୍ୟକର୍ମକୁ ଏକାଡେମୀର ସଭାପତି ରାକେଶ ନାଗ ପରିଚାଳନା କରିଥିଲେ l ଖଗେଶ୍ୱର ତାଣ୍ଡି , ଜନ୍ମେଜୟ ନାଗ, ଦୀପକ, ନେଉଳ, ରବି, ନଟ, ଭୁର୍ଷୁବ  ଉପେନ୍ଦ୍ର ସୁନା ଏବଂ ନୀଳକଣ୍ଠ କୁମ୍ଭାର  ପ୍ରମୁଖ ସହଯୋଗ କରିଥିଲେ l

ଆସନ୍ତାକାଲି ଫାଇନାଲ ମ୍ୟାଚ  ଇଲେଭେନ ଷ୍ଟାର କଳାପଥର ବନାମ ସିସିଏଫ୍ଏ ବୀରମହାରାଜପୁର ମଧ୍ୟରେ  ଅନୁଷ୍ଠିତ ହେବ ବୋଲି ଆୟୋଜକ ଶ୍ରୀ ନାଗ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like