-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ବିକେଏମ୍‌ପି ତରଫରୁ ଫୁଟବଲ ପ୍ରତିଯୋଗିତା

14-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା ): ଦେଓଗାଁ ବ୍ଲକ ଅର୍ଜୁନପୁର ଗ୍ରାମ ହାଇସ୍କୁଲ ପଡିଆରେ ବିକେଏମ୍‌ପି ତରଫରୁ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗତ ୧୦ ତାରିଖରୁ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିବସରେ ପହଞ୍ôଚଛି । ଆଜି ଅନୁଷ୍ଠିତ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ରୂପେ ଆନ୍ତର୍ଜାତୀୟ କରାଟେ ସ୍ୱର୍ଣ୍ଣପଦକ ବିଜେତା, ଜାତିୟ ସ୍ତରୀୟ କରାଟେ କୋଚ ତଥା ରାଜ୍ୟ ସରକାରଙ୍କ ଠାରୁ ପ୍ରକୃତିମିତ୍ର ପୁରସ୍କାର ପ୍ରାପ୍ତ ଅସୀମ କୁମାର ଭୋଇ ମୁଖ୍ୟ ଅତିଥି ରୂପେ ଯୋଗଦାନ ଦେଇ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ ଆଜି ଦିନରେ ରାଜ୍ୟ ସରକାର କ୍ରୀଡାର ବିକାଶ ପାଇଁ ଭିତ୍ତିଭୂମି ଯୋଗାଇ ଦେଇଛନ୍ତି ଯାହା କ୍ରୀଡାପ୍ରେମୀକୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ସମାନଙ୍କ ଭବିଷ୍ୟତ ଗଠନ କରିବାରେ ସାକାର ହୋଇଛି । ଏଥିରେ ଅନ୍ୟତମ ଅତିଥି ଭାବରେ ସରପଞ୍ଚ ପ୍ରତିନିଧି ଅଭିମନ୍ୟୁ ଛତ୍ରିଆ, ଉପଦେଷ୍ଟା କେଶର କୁଅଁର, ସମାଜସେବୀ ଭାଗବତ ପ୍ରକାଶ ସାହୁ, ଗୋପିନାଥ ନାଗ ଯୋଗ ଦେଇଥିବା ବେଳେ ହେମନ୍ତ ଦିପ, ଗୋବିନ୍ଦ ସେଠ, ପ୍ରଦୀପ ବଢିଆ, ରୋହିତ ନାଗ, ଲିକୁନ ସାହୁ, ରମେଶ ନାଏକ, ଜିବନ ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ । ଆଜି କମସରା ଓ ଫାସଡ, ସମଲେଶ୍ୱରୀ କ୍ଲବ ଗଇଁନ୍ତଲା ଓ ମୁରସିଂ ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ଫାସଡ ଟିମ୍ ସେମିଫାଇନାଲ କୁ ପ୍ରବେଶ କରିଥିବା ଅର୍ଗନାଇଜିଂ କମିଟି ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like