-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଇଭିଏମ୍ ଓ ଭିଭିପାଟ୍ ପ୍ରଦର୍ଶନ କେନ୍ଦ୍ର ଉଦ୍‌ଘାଟିତ ଆଞ୍ଚଳିକ ପରିବହନ ବିଭାଗର ଦସ୍ତଖତ ଅଭିଯାନ

14-Jan-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଭୋଟର କିପରି ନିର୍ଭୁଲ ଭାବେ ଇଭିଏମରେ ନିଜର ମତଦାନ କରିପାରିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡ଼ିୟମ ତଥା କଳାହାଣ୍ଡି ଉତ୍ସବ ପଡ଼ିଆରେ ଇଭିଏମ୍ ଏବଂ ଭିଭିପାଟ୍ ପ୍ରଦର୍ଶନ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜୀ, ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ବଜିତ ଦାସ, ଡେପୁଟି କଲେକ୍ଟର ରମେଶ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ କୁମାର ବେହେରା, ସୁକାନ୍ତ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଏଇ ଅବସରରେ ଅତିଥି ମାନେ ଇଭିଏମ୍, ଭିଭିପାଟ ସଚେତନ କରିବା ସମ୍ପର୍କରେ ଉପସ୍ଥିତ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ଆଞ୍ଚଳିକ ପରିବହନ ବିଭାଗ ଦ୍ବାରା ପରିଚାଳିତ ଦସ୍ତଖତ ଅଭିଯାନରେ ନିଜର ବାର୍ତ୍ତା ଦେଇଥିଲେ। ପରେପରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଦ୍ବାରା ରାଷ୍ଟ୍ରୀୟ ପୋଷଣ ଅଭିଯାନ, ଜିଲ୍ଲା ସ୍ବାସ୍ଥ୍ୟ ସମିତି ଦ୍ବାରା ସ୍ବାସ୍ଥ୍ୟ ଶିକ୍ଷା ପ୍ରଦର୍ଶନୀ କକ୍ଷ, ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ସମଗ୍ର ଶିକ୍ଷା କଳାହାଣ୍ଡି, ଜିଲ୍ଲା ଯୋଜନା ଓ ସମ୍ମନ୍ବୟ କାର୍ଯ୍ୟାଳୟ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ବାରା ସ୍ଥାପିତ ଷ୍ଟଲମାନ ପରିଦର୍ଶନ କରିଥିଲେ। ଷ୍ଟଲ ଗୁଡିକରେ ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ, ମିଥୁନ ପ୍ରଧାନଙ୍କ ସମେତ ଅନ୍ୟ କର୍ମଚାରୀ ସ୍ୱାଗତ କରିଥିବାବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର, ଜିଲ୍ଲା ଯୋଜନା ଉପ ନିର୍ଦେଶକ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like