-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ମାଲପଡା ନାଗରିକ କମିଟିର ବୈଠକ

14-Jan-2024



ବଲାଙ୍ଗୀର(ଦେବାଶିଷ ବହିଦାର)- ବଲାଙ୍ଗିର ମାଲପଡା ନାଗରିକ କମିଟି ବୈଠକ ସଭାପତି ଯୁଧିଷ୍ଟିର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ମାଲପଡା ସମସ୍ୟା ଉପରେ ଆଲୋଚନା ହୋଇଥିଲା ।  ବିଶେଷତଃ ପଡାର ରାସ୍ତା ଗୁଡି ଭାଙ୍ଗି ଯାଇ ଖାଲ ଖମାରେ ପରିଣତ ହୋଇ ଲୋକେ ଅନେକ ସମୟରେ ଦୁର୍ଘଟଣାର ସମ୍ମୁଖିନ ହେଉଛନ୍ତି । ମାଲପଡା ସ୍କୁଲର ପ୍ରାୟ ସମସ୍ତ କୋଠରୀମାନ ଅପର୍ଯ୍ୟସ୍ଥ ଅବସ୍ଥାରେ ପଡି ରହିଛି । ପିଲାମାନେ ଭଙ୍ଗାରୁଚା କୋଠାରୀ ମଧ୍ୟରେ ବିପର୍ଯ୍ୟସ୍ଥ ଅବସ୍ଥାରେ ପାଠ ପଢୁଛନ୍ତି । ତାହା ଦ୍ୱାରା ଶିକ୍ଷା ଦାନରେ ମଧ୍ୟ ବାଧା ସୃଷ୍ଟି ହେଉଅଛି । ଏଣୁ ଏଠାରେ ନୂତନ ସ୍କୁଲ ଗୃହମାନ ନିର୍ମାଣ ପାଇଁ ଶିକ୍ଷା ବିଭାଗକୁ ଲେଖା ଯାଇଥିଲା ମଧ୍ୟ ଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇ ନାହାନ୍ତି । ଏଣୁ ପଡାବାସୀ କ୍ଷୋଭ ପ୍ରକାଶ କରିଛନ୍ତି । ଅନ୍ୟ ଅନୁଷ୍ଠାନ ଗୁଡିକ ଗୃହ ନିର୍ମାଣ ଆରମ୍ଭ ରକି ଦେଇଛନ୍ତି । ୱାର୍ଡ ନଂ.୧୪ ଓ ୧୫ ରେ ସଫାଇ କାର୍ଯ୍ୟ ମଧ୍ୟ ସୁଚାରୁ ରୂପେ ପରିଚାଳନା ହେଉନାହିଁ । ଏଣୁ ମଶା ପ୍ରାଦୁର୍ଭାବ ବହୁ ପରିମାଣ ରେ ଦେଖାଯାଉଛି । ଏଣୁ ନିୟମିତ ମଶା ମରା ତେଲ ଓ ସଫା ସୁତୁରା ପାଇଁ ମ୍ୟୁନିସିପାଲିଟି କୁ ଅନୁରୋଧ କରାଯିବାକୁ ପ୍ରସ୍ତାବ ଗୃହିତ ହୋଇଥିଲା । ଉକ୍ତ ଆଲୋଚନାରେ ପ୍ରଫେସର ତରୁଣ କୁମାର ମିଶ୍ର, ଗୋପବନ୍ଧୁ ପୁରୋହିତ, ପଂଚାନନ ସେଠ, ଆକୁଳ ବେହେରା, ଦିବାକର ହୋତା, ଛବିଲାଲ ବେହେରା, ଅଭିଜିତ ଯୋଷୀ, ବସୁଦେବ ନାଗ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସଂପାଦକ ପଂଚାନନ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like